ପ୍ରେତ୍ୟକକ ଥର ତୁମ୍ଭେ ଏକ ମଷେବତ୍ସ ହାମାେର୍ଥକ ବଳି ଓ ହିନର ଏକ ତରୁର୍ଥାଂଶ ଦ୍ରାକ୍ଷାରସର ପଯେ ନବୈେଦ୍ଯ ପ୍ରସ୍ତୁତ କରିବା ଉଚିତ୍।
Cross references
ଯେତବେେଳେ ତୁମ୍ଭେ ପ୍ରଥମ ମଷେଶାବକ ସହିତ ଚତୁର୍ଥାଂଶ ନିର୍ମଳ ପଷୋ ତୈଳ ରେ ମିଶ୍ରୀତ ଏକ ଐଫାର ଦଶମାଂଶ ମଇଦା ଓ ପଯେ ନବୈେଦ୍ଯ ନିମନ୍ତେ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ଉତ୍ସର୍ଗ କର।
ପୁଣି ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ସହେିଦିନ ଶସ୍ଯ ନବୈେଦ୍ଯ ରୂପେ ଉତ୍ସର୍ଗ କରାୟିବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସୁବାସିତ ନବୈେଦ୍ଯ ହବେ, ଆଉ ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ତହିଁର ପଯେ ନବୈେଦ୍ଯ ରୂପେ ଉତ୍ସର୍ଗ କରାୟିବ।
ପୁଣି ତହିଁର ଏକ ମଷେବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପଯେ ନବୈେଦ୍ଯ ଦବେ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ପଯେ ନବୈେଦ୍ଯରୂପେ ଦ୍ରାକ୍ଷାରସ ଢାଳିବ।
ଆଉ ଏକ ଷଣ୍ତ ନିମନ୍ତେ ଏକ ହିନର ଅର୍ଦ୍ଧକେ, ଏକ ମଷେ ନିମନ୍ତେ ଏକ ହିନର ତୃତୀଯାଂଶ ଓ ଏକ ମଷେବତ୍ସ ନିମନ୍ତେ ହିନର ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ପଯେ ନବୈେଦ୍ଯ ହବେ; ଏହା ବର୍ଷର ପ୍ରତିମାସର ଅମାବାସ୍ଯା ରେ ମାସିକ ହାମବେଳି ହବେ।
କିନ୍ତୁ ଦ୍ରାକ୍ଷାଲତା ସମାନଙ୍କେୁ ଉତ୍ତର ରେ କହିଲା, କବଳେ ତୁମ୍ଭମାନଙ୍କ ଉପରେ ଶାସନ କରିବାକୁ ମୁ ଦ୍ରାକ୍ଷାରସ ଉତ୍ପନ୍ନ କରିବା ବନ୍ଦ କରି ଦବେି କି?, ଯେଉଁଗକ୍ସ୍ଟଡିକ ଦବେତାଗଣଙ୍କକ୍ସ୍ଟ ଓ ଲୋକମାନଙ୍କୁ ଖକ୍ସ୍ଟସି କରେ?
ସଠାେରେ ଅନକେ ହାମବେଳି ନବୈେଦ୍ଯ ଓ ମଙ୍ଗଳାର୍ଥକ ନବୈେଦ୍ଯ ସ୍ବରୂପ ଚର୍ବିର ଉତ୍ସର୍ଗ ଓ ପଯେ ନବୈେଦ୍ଯ ଉତ୍ସର୍ଗ କରାଗଲା। ଏହିପରି ଭାବରେ, ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ ଆଉଥରେ ଆରମ୍ଭ ହେଲା।
ଏଣୁ ତୁମ୍ଭେ ଏହି ମୁଦ୍ରା ଦ୍ବାରା ବୃଷ, ଅଣ୍ତିରା ମଷେ, ମଷେଶାବକ ଓ ତହିଁ ସଙ୍ଗେ ନିରୂପିତ ଶସ୍ଯ ଓ ପଯେ ନବୈେଦ୍ଯ କ୍ରଯ କରି ତୁମ୍ଭମାନଙ୍କ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିରର ୟଜ୍ଞବଦେୀ ଉପରେ ଉତ୍ସର୍ଗ କରିବ।
ସେ ମାେତେ ରକ୍ଷା କଲେ। ତଣେୁ ମୁଁ ତାଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।
ମାେତେ ଏକା ତୁମ୍ଭ ପାଖକୁ ଟାଣିନିଅ। ଆସ ଆମ୍ଭେ ଏକତ୍ରୀତ ହାଇେ ଦୌଡ଼ିବା। ରାଜା ଆପଣା ଅନ୍ତଃପୁରକୁ ମାେତେ ଆଣିଅଛନ୍ତି।
ପ୍ରେତ୍ୟକକ ଜିନିଷ ଉତ୍ତମ ଓ ସୁନ୍ଦର ହବେ। ଶସ୍ଯ ଏବଂ ନୂତନ ଦ୍ରାକ୍ଷାରସ ୟୁବକ ୟୁବତୀଙ୍କର ବଳ ବଢାଇବ।
ଏ ଦ୍ରାକ୍ଷାରସ ମାରେରକ୍ତ। ମାରେ ରକ୍ତ ରେ ପରମେଶ୍ବରଙ୍କ ଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନକେ ଲୋକଙ୍କର ପାପକୁ କ୍ଷମା କରିଦିଆୟିବା ପାଇଁ ଏ ରକ୍ତ ଦିଆ ଯାଉଛି।
ପରମେଶ୍ବରଙ୍କ ସବୋ ରେ, ତୁମ୍ଭ ବିଶ୍ବାସ ତୁମ୍ଭକୁ ଏକ ବଳିଦାନ ରୂପେ ସବୋ କରିବା ପାଇଁ ପ୍ ରରଣୋ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସବୋ ରେ ମାେତେ ମାରେ ନିଜ ରକ୍ତ ମଧ୍ଯ ଉତ୍ସର୍ଗ କରିବାକୁ ପଡ଼ିପା ରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦ ରେ ପରିପୂର୍ଣ୍ଣ ଓ ଖୁସି ହବେି।
ମାେ ଜୀବନ ମୁଁ ପରମେଶ୍ବରଙ୍କୁ ଉତ୍ସର୍ଗ କରିଦଇେଛି। ମାେ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ୟୁଦ୍ଧ ଲଢ଼ିଛି।