ଲବେୀୟ ଏକ ବଂଶଧର କୋରହ, କୋରହ ୟିଷହରର ପୁତ୍ର, ତା'ର ପିତା କହାତ ଏବଂ ରୂବନରେ ତିନିଜଣ ମଧ୍ଯରୁ ଦାଥନ ଓ ଅବୀରାମ, ଇଲିଯାବର ଦୁଇ ପୁତ୍ର ପଲତରେ ପୁତ୍ର ଓନ୍।
Cross references
ହେ ମାରେ ପ୍ରଥମ ପୁତ୍ର ରୁବନ୍େ, ତୁମ୍ଭେ ମାରେ ପ୍ରଥମଜାତ ପୁତ୍ର। ତୁମ୍ଭେ ମାରେ ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମାରେ ପୁତ୍ରମାନଙ୍କ ମଧିଅରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳି ଥିଲ।
ଲବେୀ 137 ବର୍ଷ ବଞ୍ଚିଥିଲେ। ଲବେୀଙ୍କର ସନ୍ତାନମାନେ ଥିଲେ, ଗେର୍ଶାେନ୍, କହାତ୍ ଓ ମରାରି।
କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ,
ୟିଷ୍ହରର ସନ୍ତାନ କୋରହ, ନଫେଗ୍ ଓ ସିଖ୍ରି।
ଆଉ ଇଲୀଯାବର ତିନିପୁତ୍ର ଯଥା: ନମୂଯଲେ, ଦାଥନ୍ ଓ ଅବୀରାମ। କୋରହର ଦଳୀଯ ଲୋକମାନେ ଯେତବେେଳେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ବିବାଦ କଲେ, ସେତବେେଳେ ଦାଥନ୍ ଓ ଅବୀରାମ ଦୁଇ ଅଧିପତି ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ୟାଇଥିଲେ।
ଆମ୍ଭମାନଙ୍କ ପିତା ମରୁଭୂମିରେ ମୃତ୍ଯୁବରଣ କଲେ। ତାଙ୍କର ନିଜ ପାପ ନିମନ୍ତେ ସେ ମୃତ୍ଯୁବରଣ କଲେ। ସହେିମାନଙ୍କ ମଧ୍ଯରୁ ଜଣେ ନଥିଲେ, ଯେଉଁମାନେ କୋରହ ଦଳ ରେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନତେୃତ୍ବ ନଇେଥିଲେ। ତାଙ୍କର ପୁତ୍ର ନଥିଲା।
ତୁମ୍ଭମାନେେ ଦେଖିଛ ରୂବନରେ ପକ୍ସ୍ଟତ୍ର ଇଲୀଯାବର ସନ୍ତାନ ଦାଥନକ୍ସ୍ଟ ଓ ଅବୀରାମ ପ୍ରତି ଯାହା ଯାହା ସବୁ ସେ କରିଛନ୍ତି, ପୃଥିବୀ ଯେପରି ଆପଣା ମକ୍ସ୍ଟଖ ବିସ୍ତାର କରି ସମସ୍ତ ଇଶ୍ରାୟେଲ ମଧ୍ଯବର୍ତ୍ତୀ ସମାନଙ୍କେୁ ଓ ସମାନଙ୍କେ ପରିଜନବର୍ଗଙ୍କକ୍ସ୍ଟ ଓ ସମାନଙ୍କେ ତମ୍ବୁ ଓ ସମାନଙ୍କେ ପଶ୍ଚାତବର୍ତ୍ତୀ ସମସ୍ତ ପ୍ରାଣୀକକ୍ସ୍ଟ ଗ୍ରାସ କଲା, ଏ ସମସ୍ତ ତୁମ୍ଭର ପିଲାମାନେ ଦେଖି ନାହାଁନ୍ତି।
ରୁବନ୍େ ଇଶ୍ରାୟେଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶଷେ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ୟୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷଫଙ୍କେ ପୁତ୍ରଙ୍କୁ ଦିଆଗଲା।
ଏହା ସମାନଙ୍କେ ପାଇଁ ଖରାପ ଅଟେ। ଏହି ଲୋକମାନେ କଯିନର ପଥ ଅନୁସରଣ କରିଛନ୍ତି। ସମାନେେ ଅର୍ଥ ଲୋଭ ସକାେଶ ବିଲିୟମ ପରି ଅନ୍ଯାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ବରଙ୍କ ବିରୁଦ୍ଧ ରେ ଆଚରଣ କରିଛନ୍ତି। କୋରହ ପରି ସମାନେେ ମଧ୍ଯ ଧ୍ବଂସ ହବେେ।