Home Bibles ଗଣନା ପୁସ୍ତକ 16:27 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 16:27 · ଓଡ଼ିଆ ବାଇବେଲ

ଏଥି ରେ ଲୋକମାନେ କୋରହ, ଦାଥନ ଓ ଅବୀରାମର ପବିତ୍ର ତମ୍ବୁ ଠାରୁ ଚାଲିଗଲେ। ଦାଥନ ଓ ଅବୀରାମ ବାହାରକୁ ଆସି ନିଜ ନିଜ ସ୍ତ୍ରୀ, ପୁତ୍ର ଓ ପାଲାମାନଙ୍କ ସହିତ ନିଜ ନିଜ ତମ୍ବୁର ଫାଟକରେ ଠିଆ ହେଲେ।

Cross references

ଯାତ୍ରା ପୁସ୍ତକ 33:8

ମାଶାେ ବାହାର ହାଇେ ତମ୍ବୁ ନିକଟକୁ ଗଲା ସମୟରେ ସମସ୍ତ ଲୋକେ ଉଠି ନିଜ ନିଜ ତମ୍ବୁ ବାହା ରେ ଠିଆ ହେଲେ, ଆଉ ଯେପର୍ୟ୍ଯନ୍ତ ମାଶାେ ସହେି ସମାଗମ ତମ୍ବୁ ରେ ପ୍ରବେଶ ନକଲେ, ସପେର୍ୟ୍ଯନ୍ତ ସମାନେେ ତାଙ୍କ ପଥକୁ ଅନାଇ ରହିଲେ।

ଦିତୀୟ ରାଜାବଳୀ 9:30

ତା'ପରେ ଯହେୂ ୟିଷ୍ରିଯଲରେ ପଥରେ ଗଲେ। ଇଷବେଲେ ଏବିଷଯ ରେ ୟାଣିବାକୁ ପାଇଲେ। ତେଣୁ ସେ ନିଜକୁ ସଜାଇ ଓ ଆପଣା କେଶ ବିନ୍ଯାସ କରି ଝରକା ନିକଟରେ ଛିଡା ହାଇେ ବାହାରକୁ ଚାହିଁଲେ।

ଆୟୁବ ପୁସ୍ତକ 9:4

ପରମେଶ୍ବର ଅତି ବିଜ୍ଞ ଓ ଶକ୍ତିଶାଳୀ ଅଟନ୍ତି। କହେି ତାଙ୍କ ବିରୁଦ୍ଧ ରେ ଛିଡ଼ା ହାଇେ କବେେ ଅକ୍ଷତ ରହିପାରିବ ନାହିଁ।

ଆୟୁବ ପୁସ୍ତକ 40:10

ଯଦି ତୁମ୍ଭେ ପରମେଶ୍ବରଙ୍କ ପରି, ତା' ହେଲେ ତୁମ୍ଭେ ଗର୍ବ କରିପାର। ଯଦି ତୁମ୍ଭେ ପରମେଶ୍ବରଙ୍କ ସହ ସମକକ୍ଷ, ତା' ହେଲେ ତୁମ୍ଭେ ପରମେଶ୍ବରଙ୍କ ପରି ମହିମା ଓ ସମ୍ମାନର ବସ୍ତ୍ର ପରିଧାନ କରିପାର।

ହିତୋପଦେଶ 16:18

ଅହଙ୍କାର ସର୍ବନାଶର ସମ୍ମୁଖ ରେ ଆ ସେ ଏବଂ ଅହଙ୍କାରୀ ପ୍ରକୃତି ପତନର ସମ୍ମୁଖ ରେ ଆ ସେ।

ହିତୋପଦେଶ 18:12

ଗର୍ବୀତ ମନୁଷ୍ଯର ମନ ବିନାଶ ସମ୍ମୁଖ ରେ ଥାଏ। ପୁଣି ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।

ଯିଶାଇୟ 28:14

ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।

Interlinear

Choose Theme