ସମାନେେ ଏକତ୍ର ହାଇେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ କହିଲେ, ତୁମ୍ଭମାନେେ ନିଜକୁ ବହୁତ ଗୁରୁତର ଦଖାଇେଲ। ମଣ୍ତଳୀର ପ୍ରେତ୍ୟକକ ବ୍ଯକ୍ତି ପବିତ୍ର ଓ ସଦାପ୍ରଭୁ ସମାନଙ୍କେ ମଧିଅରେ ବାସ କରୁଛନ୍ତି। ତୁମ୍ଭମାନେେ ସଦାପ୍ରଭୁଙ୍କ ମଣ୍ତଳି ଉପରେ କାହିଁକି ପ୍ରଭୁତ୍ବ ଦଖାେଉଛ?
Cross references
ମାେ ପାଇଁ ତୁମ୍ଭମାନେେ ଯାଜକମାନଙ୍କର ଏକ ରାଜ୍ଯ ଏବଂ ପବିତ୍ର ରାଷ୍ଟ୍ର ହବେ।' ମାଶାେ, ଏହି ସମସ୍ତ କଥା ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ କୁହ।
ମୁଁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରିବି ଏବଂ ସମାନଙ୍କେର ପରମେଶ୍ବର ହବେି।
ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ତାହା ସମାନେେ ଜାଣିବେ। ସମାନଙ୍କେ ମଧିଅରେ ବାସ କରିବା ନିମନ୍ତେ ଆମ୍ଭେ ମିଶର ଦେଶରୁ ସମାନଙ୍କେୁ ବାହାର କରି ଆଣିଛୁ, ତାହା ସମାନେେ ଜାଣିବେ। ଆମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର।
ମାଶାେ ଏକ କୁଶୀଯା ସ୍ତ୍ରୀକି ବିବାହ କରିଥିଲେ, ଏଣୁ ମରିଯମ ଓ ହାରୋଣ ସହେି କୁଶୀଯା ସ୍ତ୍ରୀ ସକାଶୁ ମାଶାଙ୍କେ ବିରୁଦ୍ଧ ରେ କଥା କହିଲେ।
ସମସ୍ତ ମଣ୍ତଳୀ ସହେି ରାତ୍ରି ରେ ଛାଉଣୀ ରେ ଉଚ୍ଚସ୍ବର ରେ ରୋଦନ କଲେ।
ପୁଣି ସମାନେେ ଏ ଦେଶ ନିବାସିମାନଙ୍କୁ ତାହା କହିବେ, ସମାନେେ ଶୁଣିଛନ୍ତି ଯେ ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧିଅରେ ଅଛନ୍ତି, କାରଣ ତୁମ୍ଭେ ସମାନଙ୍କେୁ ପ୍ରତ୍ଯକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସମାନଙ୍କେ ଉପରେ ଅବସ୍ଥାନ କରୁଅଛି। ତୁମ୍ଭେ ଦିନ ବେଳେ ମେଘସ୍ତମ୍ଭ ରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭ ରେ ସମାନଙ୍କେ ଆଗେ ଆଗେ ଗମନ କରୁଅଛ।
କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖ ରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ଯକ୍ତିଟି ମନୋନୀତ କରିବେ ସହେି ପବିତ୍ର ହବେ। ହେ ଲବେୀର ପୁତ୍ରମାନେ ତୁମ୍ଭମାନେେ ବହୁ ଦୂରକୁ ଚାଲି ୟାଇଛ, ତୁମ୍ଭମାନେେ ଭ୍ରାନ୍ତିପୂର୍ଣ।
ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଇଅଛ। ହାରୋଣ କିଛି ଅବିଧି କରିନାହାଁନ୍ତି। ମାତ୍ର ତୁମ୍ଭମାନେେ ତାଙ୍କର ବିପକ୍ଷ ରେ ଅଭିଯୋଗ କରିଅଛ।
ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇଶ୍ରାୟେଲ ମଧିଅରେ ପାପ ଦେଖି ନାହାଁନ୍ତି। ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେ ସହିତ ଅଛନ୍ତି। ସମାନଙ୍କେ ରାଜାଙ୍କର ଜଯଧ୍ବନୀ ସମାନଙ୍କେ ମଧିଅରେ ଥିଲା।
ତୁମ୍ଭମାନେେ ଯେଉଁ ଦେଶ ରେ ଅଛ, ମୁଁ ସଠାେରେ ବାସ କରୁଅଛି। ତାହାକୁ ଅଶୁଚି କର ନାହିଁ। କାରଣ ମୁଁ ସ୍ବଯଂ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରୁଅଛି।
ସମାନେେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣଙ୍କ ନିମନ୍ତେ ସମାନଙ୍କେର କନ୍ଯାଗଣଙ୍କୁ ଗ୍ରହଣ କରିଅଛନ୍ତି। ଏହିପରି ପବିତ୍ରବଂଶ ଅନ୍ଯଦେଶ ରେ ଗୋଷ୍ଠୀଯମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି। ଏହି ଅପରାଧ ରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହାଇେଅଛି।
ପରମେଶ୍ବରଙ୍କର ଅଯୁତ ଅଯୁତ ଓ ଲକ୍ଷ ଲକ୍ଷ ରଥ ଅଛି। ସଦାପ୍ରଭୁ ସିୟୋନ୍ ପର୍ବତରୁ ତାଙ୍କର ପବିତ୍ର ସ୍ଥାନକୁ ଆସିଲେ।
ଲୋକମାନେ ମାଶାଙ୍କେ ପ୍ରତି ଇର୍ଷା କଲେ। ଲୋକମାନେ ସଦାପ୍ରଭୁଙ୍କର ପବିତ୍ର ୟାଜକ ହାରୋଣଙ୍କ ପ୍ରତି ଇର୍ଷାପରାଯଣ ହେଲେ।
ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।
ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।
ତୁମ୍ଭମାନେେ ନିଜକୁ ଅବ୍ରାହାମ ସନ୍ତାନ ବୋଲି କହି ଦେଲେ ଯେ ୟଥେଷ୍ଟ ହାଇଗେଲା, ସେ କଥା କବେେ ହେଲେ ଭାବ ନାହିଁ। ମୁଁ ତୁମ୍ଭକୁ କହି ରଖୁଛି ଯେ ପରମେଶ୍ବର ଅବ୍ରହାମଙ୍କ ପାଇଁ ଏହି ପଥରଗୁଡିକରୁ ମଧ୍ଯ ସନ୍ତାନ ସୃଷ୍ଟି କରିପାରିବେ।
କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସମାନେେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫରେି ୟିବାପାଇଁ ଇଚ୍ଛା କଲେ।
ସ୍ତିଫାନ କହିଲେ, ହେ ଯିହୂଦୀ ଲୋକମାନେ, ତୁମ୍ଭମାନେେ କଡ଼େେ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ବରଙ୍କର ନୁହେଁ। ତୁମ୍ଭମାନେେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭମାନେେ ସର୍ବଦା ପବିତ୍ର ଆତ୍ମାଙ୍କର ବି ରୋଧ କରିଛ। ତୁମ୍ଭମାନେେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ।
ଜଣେ କବଳେ ଶରୀର ରେ ଯିହୂଦୀ, କିନ୍ତୁ ପ୍ରକୃତ ରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କବଳେ ବାହାର ଶରୀର ରେ ନୁହେଁ।