ଏହାପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହାଇେ ସହେି 250ଧୁପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।
Cross references
ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ସମାନଙ୍କେୁ ଗ୍ରାସ କଲା ଓ ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଲେ।
ମାତ୍ର ନାଦବ ଓ ଆବୀହୂ ସୀନଯ ପ୍ରାନ୍ତର ରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ଯାଗ କଲେ। ସମାନଙ୍କେର ପୁତ୍ର ନଥିଲା; ଏଣୁ ଇଲିଯାସର ଓ ଇଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତି ରେ ଯାଜକକର୍ମ କଲେ।
ତା'ପରେ ଲୋକମାନେ ସଦାପ୍ରଭୁଙ୍କଠା ରେ ଅଭିଯୋଗ କରିବାକୁ ଆରମ୍ଭ କଲେ। ସଦାପ୍ରଭୁ ତାହା ଶୁଣିବାରୁ ତାଙ୍କର କୋରଧ ପ୍ରଜ୍ବଳିତ ହେଲା। ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସମାନଙ୍କେ ମଧିଅରେ ପ୍ରଜ୍ବଳିତ ହାଇେ ଛାଉଣୀର ପ୍ରାନ୍ତଭାଗ ଗ୍ରାସ କଲା।
ତେଣୁ ସହେି ସ୍ଥାନର ନାମ ତବିଯରୋ ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସମାନଙ୍କେ ମଧିଅରେ ଦହନ କଲା।
ଯେଉଁମାନେ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ସେ ଦେଶର ଅପଖ୍ଯାତି ପ୍ରଚାର କରିଥିଲେ, ସମାନେେ ସଦାପ୍ରଭୁଙ୍କ ଉପସ୍ଥିତ ରେ ମହାମାରୀ ଦ୍ବାରା ମଲେ।
ଇଶ୍ରାୟେଲର ଲୋକମାନଙ୍କର 250 ଜଣ ନତେୃର୍ବଗ ମାଶାଙ୍କେ ବିରୁଦ୍ଧ ରେ ଗଲେ।
ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକ ନିଜନିଜ ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଦିଅ। ପୁଣି ସମାନଙ୍କେୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣ। ପ୍ରେତ୍ୟକକ 250 ପୁରୁଷ ଏହା କରିବା ଉଚିତ୍। ତୁମ୍ଭେ ଏବଂ ହାରୋଣ ପ୍ରେତ୍ୟକକ ଗୋଟିଏ ଗୋଟିଏ ଅଙ୍ଗାରଧାନୀ ଆଣିବା ଉଚିତ୍।
ସେତବେେଳେ ପୃଥିବୀ ସମାନଙ୍କେୁ ଓ କୋରହକୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହାପରେ ସମାନେେ ନଷ୍ଟ ହେଲେ। ପୁଣି ଅଗ୍ନି 250 ଲୋକଙ୍କୁ ସଂପୂର୍ଣ୍ଣଭାବେ ପରିବେଷ୍ଟନ କଲା। ଏହା ଏକ ସଙ୍କତେ ଚିହ୍ନ ସ୍ବରୂପ ଥିଲା।
ଏହାପରେ ସମାନଙ୍କେ ଦିନ ମଧ୍ୟରେ ଅଗ୍ନି ପ୍ରଜ୍ଜ୍ବଳିତ ହେଲା। ଏବଂ ଅଗ୍ନିଶିଖା ଦୁଷ୍ଟମାନଙ୍କୁ ଦଗ୍ଧ କଲା।