ଯାଜକ ହାରୋଣର ପୁତ୍ର ଇଲୀଯାସରକୁ କୁହ, ସେ ଅଗ୍ନି ମଧ୍ଯରୁ ସହେି ସମସ୍ତ ବିଶଷେ ଅଙ୍ଗାରଧାନୀ ବାହାର କରିଦେଉ। ସେ ପାଉଁଶକୁ ସଠାେରେ ବିଞ୍ଚିଦେଉ। ସମାନେେ ମାେ ବିରୁଦ୍ଧ ରେ ପାପ କରିଥିଲେ, ତେଣୁ ସମାନଙ୍କେର ଜୀବନ ଗଲା। ମାତ୍ର ସହେି ବିଶଷେ ଅଙ୍ଗାରଧାନୀ ଗୁଡିକ ପବିତ୍ର କାରଣ ସଗେୁଡିକ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାୟାଇଥିଲା।
Cross references
ଯଦି କୌଣସି ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବିଶଷେ ଉପହାର ଉତ୍ସର୍ଗ କରେ, ଏହା ବ୍ଯକ୍ତି, ପଶୁ କିମ୍ବା ଖଣ୍ଡେ ଜାଗା ହାଇପୋ ରେ। ତାହା ସଦାପ୍ରଭୁଙ୍କର ଅଧିକୃତ ବସ୍ତୁ ତାହା ବିକ୍ରୀ ବା ମୁକ୍ତ ହବେ ନାହିଁ। ପ୍ରେତ୍ୟକକ ଜିନିଷ ଗୋଟିଏ ମହାନ୍ ଉପହାର ସଦାପ୍ରଭୁଙ୍କ ପାଇଁ ଅତି ପବିତ୍ର ଅଟେ।
କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖ ରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ଯକ୍ତିଟି ମନୋନୀତ କରିବେ ସହେି ପବିତ୍ର ହବେ। ହେ ଲବେୀର ପୁତ୍ରମାନେ ତୁମ୍ଭମାନେେ ବହୁ ଦୂରକୁ ଚାଲି ୟାଇଛ, ତୁମ୍ଭମାନେେ ଭ୍ରାନ୍ତିପୂର୍ଣ।
ତେଣୁ ସମାନେେ ପ୍ରେତ୍ୟକକ ନିଜନିଜ ବିଶଷେ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମାଶାେ ଓ ହାରୋଣଙ୍କ ସହିତ ସମାଗମ ତମ୍ବୁ ନିକଟରେ ଠିଆ ହେଲେ।