ହାରୋଣ ମୃତ ଓ ଜୀବିତ ଲୋକମାନଙ୍କ ମଧିଅରେ ଠିଆ ହେଲେ। ତା'ପରେ ମହାମାରୀ ନିବୃତ୍ତ ହେଲା।
Cross references
ତେଣୁ ସମାନେେ ପ୍ରେତ୍ୟକକ ନିଜନିଜ ବିଶଷେ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦେଲେ। ପୁଣି ତାହା ଉପରେ ଧୂପ ଥୋଇ ମାଶାେ ଓ ହାରୋଣଙ୍କ ସହିତ ସମାଗମ ତମ୍ବୁ ନିକଟରେ ଠିଆ ହେଲେ।
ଏହାପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହାଇେ ସହେି 250ଧୁପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।
ତା'ପରେ ସେ ତମ୍ବୁ ଭିତ ରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପଟେକୁ ବର୍ଚ୍ଛା ରେ ବିଦିର୍ଣ୍ଣ କଲା, ଫଳ ରେ ଇଶ୍ରାୟେଲ ମଧିଅରେ ମହାମାରୀ ବନ୍ଦ ହାଇେ ଗଲା।
ଦୂତ ଯିରୁଶାଲମକୁ ଧ୍ବଂସ କରିବା ପାଇଁ ତହିଁ ଆଡକକ୍ସ୍ଟ ହସ୍ତ ବିସ୍ତାର କଲେ। କିନ୍ତୁ ସଦାପ୍ରଭୁ ଏକର୍ମ ପାଇଁ ଦକ୍ସ୍ଟଃଖ ପ୍ରକାଶ କଲେ। ସଦାପ୍ରଭୁ ଦୂତଙ୍କକ୍ସ୍ଟ କହିଲେ, ଯେଉଁ ଲୋକମାନଙ୍କୁ ମାରିଅଛ ତାହା ୟଥେଷ୍ଟ, ତକ୍ସ୍ଟମ୍ଭ ହସ୍ତ ନତ କର। ଏହି ସମୟରେ ସହେି ଦୂତ ୟିବୂଷୀଯ ଅରୌଣା ରେ ଶସ୍ଯ ମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
ପକ୍ସ୍ଟଣି ଦାଉଦ ସହେି ସ୍ଥାନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ହାମବେଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନବୈେଦ୍ଯ ଉତ୍ସର୍ଗ କଲେ।
ସଦାପ୍ରଭୁଙ୍କର ଉପାସନା କରିବା ନିମନ୍ତେ ଦାଉଦ ଏକ ୟଜ୍ଞବଦେୀ ନିର୍ମାଣ କଲେ। ଦାଉଦ ହାମବେଳି ଏବଂ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ସଦାପ୍ରଭୁ ସ୍ବର୍ଗରୁ ଅଗ୍ନି ପଠାଇ ଦାଉଦଙ୍କୁ ପ୍ରାର୍ଥନାର ଉତ୍ତର ଦେଲେ। ହାମବେଳି, ନବୈେଦ୍ଯ ଉପରେ ସହେି ଅଗ୍ନି ଅବତରଣ କଲା।
କିନ୍ତୁ ପୀନହସ୍ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ବର ତା'ର ମହାମାରୀ ଦୂର କଲେ।
ପରେ ଯୀଶୁ ସହେି ଲୋକକୁ ମନ୍ଦିର ପରିସର ରେ ଦେଖିଲେ। ସେ ତାକୁ କହିଲେ, ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହାଇଯୋଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତବେେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହାଇପୋ ରେ।
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।
କବଳେ ଜଣେ ମାତ୍ର ପରମେଶ୍ବର ଅଛନ୍ତି। ମଣିଷ ପାଇଁ ପରମେଶ୍ବରଙ୍କ ନିକଟରେ ପହଞ୍ଚିବା ନିମନ୍ତେ ଜଣେ ମାତ୍ର ମଧ୍ଯସ୍ଥ ଅଛନ୍ତି। ସହେି ମଧ୍ଯସ୍ଥ ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଜଣେ ମଣିଷ।
କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।