ଇଶ୍ରାୟେଲର ଲୋକମାନେ ସମସ୍ତ ଦୋଳନୀଯ ନବୈେଦ୍ଯର ଦାନ ମଧ୍ଯରୁ ଉତ୍ତୋଳନୀଯ ଉପହାର ଆମ୍ଭେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣଙ୍କୁ ଓ ତୁମ୍ଭର କନ୍ଯାମାନଙ୍କୁ ଅନନ୍ତକାଳୀନ ଅଧିକା ରେର୍ଥେ ଦଲେୁ। ତୁମ୍ଭ ପରିବାରର ପ୍ରେତ୍ୟକକ ବିଧିସମ୍ମତ ଶୁଚି ଲୋକ ତାହା ଭୋଜନ କରିପାରିବେ।
Cross references
ଉତ୍ସର୍ଗୀକୃତ ମଷେର ଛାତି ଓ ଗୋଡ଼କୁ ନିଅ ଏବଂ ଏହାକୁ ପବିତ୍ର ରୂପେ ପୃଥକ୍ କର। ଏହି ଅଂଶସବୁ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଅ।
ସେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରୁଥିବା ଉପହାରରୁ ଗୋଟିଏ ପିଠା ନବେ। ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ସିଞ୍ଚନ କରେ ପିଠାଟି ତାହାର ହବେ।
ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦୋଳନୀଯ ନବୈେଦ୍ଯ ଆଣିବ। ସେ ବକ୍ଷ ଏବଂ ମଦେ ଆଣି ଯାଜକକୁ ଦବୋ ଉଚିତ୍। ସହେି ବକ୍ଷ ତା'ର ଆଗ ରେ ଉଠାୟାଇ ସଦାପ୍ରଭୁଙ୍କୁ ଉପହାର ଦିଆୟିବ।
ପୁଣି ତୁମ୍ଭେ ତୁମ୍ଭର ପୁତ୍ରଗଣ ଓ ତୁମ୍ଭର କନ୍ଯାଗଣ ଝୁଲାୟାଇଥିବା ବକ୍ଷ ଓ ଚଟୁଆ ନଇେ ଏକ ଶୁଚି ସ୍ଥାନ ରେ ଭୋଜନ କରିବ, ଯେ ହତେୁ ଇଶ୍ରାୟେଲ ସନ୍ତାନଗଣର ମଙ୍ଗଳାର୍ଥକ ନବୈେଦ୍ଯ ମଧ୍ଯରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ଯ ଅଂଶ।
ଅନନ୍ତର ସଦାପ୍ରଭୁ ପରମେଶ୍ବର ମାଶାଙ୍କେୁ କହିଲେ,
ସୂର୍ୟ୍ଯାସ୍ତ ପରେ ସେ ପବିତ୍ର ଖାଦ୍ୟ ଭୋଜନ କରିବା ଉଚିତ୍। କାରଣ ପବିତ୍ର ଖାଦ୍ୟ ମଧ୍ଯରୁ କିଛି ଖାଦ୍ୟ ତାହାର ଅଟେ।
ମାତ୍ର ଯାଜକର ରୂପା ରେ କିଣା ୟାଇଥିବା କ୍ରୀତଦାସ ସହେି ପବିତ୍ର ଖାଦ୍ୟ ଭୋଜନ କରିପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରିପାରିବେ।
ତା'ପରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, ମାେତେ ଦିଆୟାଇଥିବା ଉପହାରର ଦାଯୀତ୍ବ ମୁଁ ତୁମ୍ଭକୁ ଦଲେି। ତୁମ୍ଭକୁ ଓ ତୁମ୍ଭର ବଂଶଧରମାନଙ୍କୁ ମୁଁ ଦେଉଥିବା ପବିତ୍ର ଦ୍ରବ୍ଯ ସମାନଙ୍କେର ଚିରସ୍ଥାଯୀ ଅଂଶ ହବେ।
ତୁମ୍ଭମାନେେ ଯେତବେେଳେ ବଳିଦାନ କରିବ, ତୁମ୍ଭମାନେେ ଯାଜକଙ୍କକ୍ସ୍ଟ ଏହି ଅଂଶ ଯଥା: ଆଗଚଟକ୍ସ୍ଟଆ, ଦକ୍ସ୍ଟଇଗାଲ ଓ ପାକସ୍ଥଳୀ ଦବେ।