Home Bibles ☰ Books ଗଣନା ପୁସ୍ତକ 18:22 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 18:22 · ଓଡ଼ିଆ ବାଇବେଲ

ମାତ୍ର ଇଶ୍ରାୟେଲର ଅନ୍ୟମାନେ ସମାଗମ ତମ୍ବୁ ନିକଟକୁ ଆସିବେ ନାହିଁ। ସମାନେେ ଆସିଲେ ମରିବେ।

Cross references

ଯାତ୍ରା ପୁସ୍ତକ 28:43

ଏବଂ ଯେତବେେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ ତମ୍ବୁ ରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନ ରେ ସବୋ କରିବା ନିମନ୍ତେ ୟଜ୍ଞବଦେୀର ନିକଟବର୍ତ୍ତୀ ହବେେ, ସେତବେେଳେ ସମାନେେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତା ହେଲେ ସମାନେେ ଦୋଷୀ ହବେେ ନାହିଁ ଓ ମୃତ୍ଯୁ ବରଣ କରିବେ ନାହିଁ। ସବୁ ସମୟରେ ସମାନେେ ଯାଜକ ରୂପେ କାର୍ୟ୍ଯ କରନ୍ତୁ ଏହା ହାରୋଣର ଓ ତାହାର ଭିବିଷ୍ଯତ୍ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।

ଲେବୀୟ ପୁସ୍ତକ 20:20

ଜଣେ ବ୍ଯକ୍ତି ନିଜ କକାର ସ୍ତ୍ରୀ ସହିତ ଯୌନ କଂପର୍କ ରଖିବ, ଏହା କରିବା ଦ୍ବାରା ସେ ତାଙ୍କର କକାକୁ ଅସମ୍ମାନ ଦଖାଇବେ। ସହେି ସ୍ତ୍ରୀର ଶାରୀରିକ ସଂପର୍କ, ସେ ଲୋକର କକା ପାଇଁ ଆରକ୍ଷିତା। ଉଭୟେ ପୁତୁରା ଓ ଖୁଡୀ ଅପରାଧ ପାଇଁ ଦଣ୍ଡିତ ହବେ ଓ ସମାନେେ ନିଃସନ୍ତାନ ହାଇେ ମରିବେ।

ଲେବୀୟ ପୁସ୍ତକ 22:9

ଏଣୁ ସମାନେେ ମାରେ ନିଯମ ଯତ୍ନ ସହକା ରେ ରକ୍ଷା କରିବା ଉଚିତ୍। ଯଦି ସମାନେେ ତାହା ନକରନ୍ତି, ତବେେ ସେଥି ସକାେଶ ସମାନେେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହବୋକୁ ମୁଁ ବାଛିଛି।

ଗଣନା ପୁସ୍ତକ 1:51

ଯେତବେେଳେ ପବିତ୍ର ତମ୍ବୁ ସ୍ଥାନାନ୍ତରିତ କରାୟିବ, ଲବେୀୟମାନେ ତାହାକୁ ତଳକୁ ଆଣିବା ଉଚିତ୍ ଏବଂ ପୁଣିଥରେ ସ୍ଥାପନ କରିବା ଉଚିତ୍। ଲବେୀୟ ବ୍ଯତୀତ, ଅନ୍ୟ ଯେକହେି ସଠାେକୁ ୟାଏ, ତାକୁ ହତ୍ଯା କରାୟିବ।

ଗଣନା ପୁସ୍ତକ 3:10

ପୁଣି ତୁମ୍ଭେ ହାରୋଣ, ତା'ର ପୁତ୍ରଗଣଙ୍କୁ ଯାଜକରୂପେ ନିୟୁକ୍ତି କରିବ। ସମାନେେ ଯାଜକରୂପେ ସବୋ କାର୍ୟ୍ଯ କରିବେ। ଯଦି କୌଣସି ବିଦେଶୀ ପାଖକୁ ଆ ସେ, ତାକୁ ଆଇନ ସଙ୍ଗତ କାର୍ୟ୍ଯ କରିବ।

ଗଣନା ପୁସ୍ତକ 3:38

ମାଶାେ, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖ ରେ ଛାଉଣୀ ସ୍ଥାପନ କରିବେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ପବିତ୍ରସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ୟାଏ, ତାକୁ ମୁତ୍ଯୁଦଣ୍ତ ଦିଆୟିବ।

ଗଣନା ପୁସ୍ତକ 18:7

କିନ୍ତୁ ତୁମ୍ଭେ ଓ ତୁମ୍ଭର ପୁତ୍ରଗଣ ୟଜ୍ଞବଦେୀ ସମ୍ବନ୍ଧୀଯ ସକଳ ବିଷଯ ରେ ଓ ବିଚ୍ଛଦବେସ୍ତ୍ର ଭିତ ରେ ପବିତ୍ର ସ୍ଥାନ ରେ ଯାଜକତ୍ବ ପାଳନ କରିବ ଓ ସବୋ କରିବ, ଆମ୍ଭେ ଆମ୍ଭର ଦାନଜନିତ ସବୋରୂପେ ତୁମ୍ଭମାନଙ୍କୁ ଯାଜକତ୍ବ ପଦ ଦଲେୁ। ଯଦି କହେି ଅଜଣା ବ୍ଯକ୍ତି ମାରେ ପବିତ୍ରସ୍ଥାନ ନିକଟକୁ ଆ ସେ, ତାକୁ ହତ୍ଯା କରାୟିବ।

Interlinear

Choose Theme