Home Bibles ଗଣନା ପୁସ୍ତକ 19:6 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 19:6 · ଓଡ଼ିଆ ବାଇବେଲ

ତହୁଁ ଯାଜକ ଏରସ କାଠ, ଏସୋବ୍ ଓ ଲାଲ ସୂତା ନଇେ ସହେି ଗାଈ ଦାହର ଅଗ୍ନି ମଧିଅରେ ପକାଇବ।

Cross references

ଲେବୀୟ ପୁସ୍ତକ 14:4

ଯଦି ଲୋକଟି ସୁସ୍ଥ ତବେେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ ( ଲୋମ) ଓ ବନସ୍ପତିର ପତ୍ର ନବୋ ପାଇଁ ଆଜ୍ଞା ଦବେ।

ଲେବୀୟ ପୁସ୍ତକ 14:6

ତା'ପରେ ସେ ସହେି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁର ବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନଇେ ସହେି ସୋର୍ତଜଳ ଉପରେ ବଧ କରାୟାଇଥିବା ପକ୍ଷୀର ରକ୍ତ ରେ ସହେି ସବୁକୁ ବୁଡାଇବ।

ଲେବୀୟ ପୁସ୍ତକ 14:49

ପୁଣି ସହେି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନବୋ ଉଚିତ୍।

ଗୀତସଂହିତା 51:7

ଔଷଧିଯ ବୃକ୍ଷର ପ୍ରଯୋଗ କରି ମାେତେ ବିଧି ସହକାରେ ଶୁଦ୍ଧ କର। ମୁଁ ବରଫରୁ ଅଧିକ ଶୁକ୍ଲ ହବୋ ପର୍ୟ୍ଯନ୍ତ ମାେତେ ପ୍ରକ୍ଷାଳନ କର।

ଯିଶାଇୟ 1:18

ସଦାପ୍ରଭୁ ପୁଣି କୁହନ୍ତି, ଆସ, ମାେ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁର ବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହବେ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ବଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମଷେ ଲୋମ ସଦୃଶ ଶୁଭ୍ର ହବେ।

ଏବ୍ରୀ 9:19

ପ୍ରଥମ ରେ, ବ୍ଯବସ୍ଥାର ପ୍ରେତ୍ୟକକ ଈଶ୍ବରୀୟ ଆଜ୍ଞା ମାଶାେ ଲୋକମାନଙ୍କୁ କହିଥିଲେ। ତା'ପରେ ମାଶାେ ବାଛୁରୀଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡ଼ାଳଟିଏ ନଇେ ଜଳ ମିଶ୍ରିତ ରକ୍ତ ବ୍ଯବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।

Interlinear

Choose Theme