ତା'ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ତା'ପରେ ସେ ଛାଉଣୀକି ଆସିବ। ପୁଣି ଯାଜକ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
Cross references
ଆଉ ଏମାନଙ୍କ ଦ୍ବାରା ତୁମ୍ଭମାନେେ ଅଶୁଚି ହବେ, ୟିଏ କହେି ସମାନଙ୍କେର ଶବ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ପୁଣି ଯେକହେି ସମାନଙ୍କେର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ପୁଣି ଚାରିଗୋଡିଆ ବନ୍ଯଜନ୍ତୁମାନଙ୍କ ମଧିଅରେ ଯେଉଁମାନେ ତଳିପାଦ ରେ ଚାଳନ୍ତି, ସମାନେେ ତୁମ୍ଭମାନଙ୍କ ପାଇଁ ଅଶୁଚି। ୟିଏ କହେି ସମାନଙ୍କେ ଶବ ସ୍ପର୍ଶ କରିବ, ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ୟିଏ ସମାନଙ୍କେର ଶବ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ସଗେୁଡିକ ତୁମ୍ଭମାନଙ୍କ ପାଇଁ ଅଶୁଚି।
ଏହି ଉରୋଗାମୀ ଜନ୍ତୁଗୁଡିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହବେେ। ଯେ କହେି ସମାନଙ୍କେର ଶବକୁ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ଅଶୁଚି ପ୍ରାଣୀମାନଙ୍କ ଶବ କୌଣସି ଦ୍ରବ୍ଯ ଉପରେ ପଡିଲେ ତାହା ଅଶୁଚି ହବେ। ଯଦି ସହେି ଶବ କାଠପାତ୍ର କି ବସ୍ତ୍ର, କି ଚର୍ମ କି ଅଖା କିମ୍ବା କୌଣସି କର୍ମ ହତିଆର ଉପରେ ପଡିଲେ ତାହା ଜଳ ରେ ଧୂଆୟିବା ଉଚିତ୍। ଆଉ ତାହା ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ତା'ପରେ ଶୁଚି ହବେ।
ଆଉ ମଧ୍ଯ ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ଯ କୌଣସି ପଶୁ ମଲେ, ୟିଏ କହେି ସହେି ଶବକୁ ଛୁଇଁବ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ପୁଣି ୟିଏ କହେି ଶବ ଖାଏ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ଆଉ ୟିଏ କହେି ତାକୁ ବହନ କରେ, ସେ ମଧ୍ଯ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳ ରେ ସ୍ନାନ କରିବ, ତାଦ୍ବାରା ସେ ଶୁଚି ହବେ। ତା'ପରେ ସେ ଛାଉଣୀ ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହା ରେ ରହିବ।
ଯଦି କୌଣସି ବ୍ଯକ୍ତି ସହେି ବ୍ଯକ୍ତିର ବିଛଣାକୁ ଛୁଏଁ, ତବେେ ସେ ତା'ର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ପୁଣି ଯେଉଁ ଲୋକ ତ୍ଯାଗର (ଅଜାଜଲେ ରେ) ଛାଗକୁ ନଇେ ଛାଡିଥାଏ ସେ ନିଜର ବସ୍ତ୍ର ଧୋଇ ଜଳ ରେ ସ୍ନାନ କରିବା ଉଚିତ୍। ତା'ପରେ ଛାଉଣୀ ରେ ପ୍ରବେଶ କରିବ।
ଯେଉଁ ଲୋକ ସଗେୁଡିକୁ ଦଗ୍ଧ କରିବ, ସେ ତା'ର ବସ୍ତ୍ର ଧୋଇବା ଉଚିତ୍ ଓ ତା'ର ସମସ୍ତ ଶରୀର ଜଳ ରେ ଭଲ ଭାଗ ରେ ଧୋଇବ ଏବଂ ତା'ପରେ କବଳେ ସେ ଛାଉଣୀ ରେ ପ୍ରବେଶ କରିବ।
ଯଦି ସେ ସହେିସବୁ ଦ୍ରବ୍ଯ ଛୁଁଏ ତବେେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ। ସେ ଆପଣା ଶରୀରକୁ ଜଳ ରେ ନ ଧୋଇବ ପର୍ୟ୍ଯନ୍ତ କୌଣସି ପବିତ୍ର ଖାଦ୍ୟ ଖାଇବ ନାହିଁ।
ଯେଉଁ ଲୋକ ସହେି ଗାଈକି ଦଗ୍ଧ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ଜଳ ରେ ସ୍ନାନ କରିବ। ଆଉ ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ତତ୍ପରେ ସହେି ଶୁଚିମନ୍ତ ଲୋକ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ସହେି ଅଶୁଚି ଜଣକ ଉପରେ ତାହା ଛିଞ୍ଚିବ। ତହୁଁ ସେ ସପ୍ତମ ଦିନ ରେ ସହେି ବ୍ଯକ୍ତିକୁ ପରିଷ୍କାର କରିବା ଉଚିତ୍। ଆଉ ସେ ନିଜର ବସ୍ତ୍ର ଧୋଇ ଜଳ ରେ ସ୍ନାନ କରିବା ଉଚିତ୍ ଓ ସନ୍ଧ୍ଯା ସମୟରେ ସେ ଶୁଚି ହବେ।
ଏହା ସମାନଙ୍କେ ପାଳନୀଯ ଅନନ୍ତକାଳୀନ ବାଧି ହବେ। ଆଉ ଯେ କହେି ସହେି ଅ େଶୗଚାର୍ଥକ ଜଳ ସଚେନ କରେ, ସେ ଆପଣା ବସ୍ତ୍ର ଧୋଇବ। ପୁଣି ଯେ କହେି ସହେି ଅ େଶୗଚାର୍ଥକ ଜଳ ଛୁଏଁ, ସେ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
ଆଉ ସହେି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତବେେ ସେ ମଧ୍ଯ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।