Home Bibles ଗଣନା ପୁସ୍ତକ 2:10 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 2:10 · ଓଡ଼ିଆ ବାଇବେଲ

ରୁବନେ ବିଭାଗର ଛାଉଣୀର ଧ୍ବଜା ଦକ୍ଷିଣ ଦିଗକୁ ରହିବ। ଶଦଯେୂରର ପୁତ୍ର ଇଲୀଷୂର ରୁବନେ ଗୋଷ୍ଠୀର ଅଧିପତି ହବେ।

Cross references

ଆଦି ପୁସ୍ତକ 49:3

ହେ ମାରେ ପ୍ରଥମ ପୁତ୍ର ରୁବନ୍େ, ତୁମ୍ଭେ ମାରେ ପ୍ରଥମଜାତ ପୁତ୍ର। ତୁମ୍ଭେ ମାରେ ବଳ ଓ ଶକ୍ତିର ପ୍ରଥମ ଫଳ ଏବଂ ପୁଣି ମାରେ ପୁତ୍ରମାନଙ୍କ ମଧିଅରେ ତୁମ୍ଭେ ସବୁଠୁଁ ସମ୍ମାନିତ ଏବଂ ଶକ୍ତିଶାଳି ଥିଲ।

ଗଣନା ପୁସ୍ତକ 1:5

ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହବେ, ସମାନଙ୍କେର ନାମ ଏହି;

ଗଣନା ପୁସ୍ତକ 7:30

ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।

ଗଣନା ପୁସ୍ତକ 7:35

ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

ଗଣନା ପୁସ୍ତକ 10:6

ପୁଣି ତୁମ୍ଭମାନେେ ଦ୍ବିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣୀର ଲୋକମାନେ ୟାତ୍ରା କରିବେ। ଏହି କ୍ରମ ରେ ସମାନେେ ଲୋକମାନଙ୍କର ୟାତ୍ରା ନିମନ୍ତେ ରଣତୂରୀ ବଜାଇବେ।

ଗଣନା ପୁସ୍ତକ 10:18

ତା'ପରେ ରୁବନେ ଗୋଷ୍ଠୀର ବିଭାଗର ଧ୍ବଜା ଚଳିଲା। ପୁଣି ଶଦଯରେର ପୁତ୍ର ଇଲୀଷୂର ସମାନଙ୍କେର ଅଧିନାଯକ ଥିଲେ।

ପ୍ରଥମ ବଂଶାବଳୀ 5:1

ରୁବନ୍େ ଇଶ୍ରାୟେଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶଷେ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ୟୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷଫଙ୍କେ ପୁତ୍ରଙ୍କୁ ଦିଆଗଲା।

Interlinear

Choose Theme