ଗଣନା ପୁସ୍ତକ 2:20 · ଓଡ଼ିଆ ବାଇବେଲ
ଇଫ୍ରଯିମ ଗୋଷ୍ଠୀ ଛାଉଣୀର ପରେ ମନଃଶି ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲୀଯଲେ ମନଃଶି ଲୋକମାନଙ୍କର ଅଧିପତି ହବେ।
Cross references
ଗଣନା ପୁସ୍ତକ 1:10
ଇଫ୍ରଯିମ ଗୋ୍ଟିର, ଅମ୍ମୀହୂଦର ପୁତ୍ର ଇଲୀଶାମା।
ଗଣନା ପୁସ୍ତକ 7:54
ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।
ଗଣନା ପୁସ୍ତକ 7:59
ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
ଗଣନା ପୁସ୍ତକ 10:23
ତା'ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସମାନଙ୍କେର ଅଧିନାଯକ ଥିଲେ ପଦାହସୂରର ପୁତ୍ର ଗମଲୀଯଲେ।