Home Bibles ଗଣନା ପୁସ୍ତକ 2:22 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 2:22 · ଓଡ଼ିଆ ବାଇବେଲ

ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।

Cross references

ଗଣନା ପୁସ୍ତକ 1:11

ବିଦ୍ଯାମୀନ ପରିବାରବର୍ଗର, ଗିବିୟୋନର ପୁତ୍ର ଅବୀଦାନଣ।

ଗଣନା ପୁସ୍ତକ 7:60

ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।

ଗଣନା ପୁସ୍ତକ 7:65

ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

ଗଣନା ପୁସ୍ତକ 10:24

ତତ୍ପରେ ବିନ୍ଯାମୀନ ଗୋଷ୍ଠୀ ଆସିଲେ ଓ ଗିଦିଯୋନିର ପୁତ୍ର ଅବୀଦାନ ସମାନଙ୍କେର ଅଧିନାଯକ ଥିଲେ।

ଗୀତସଂହିତା 68:27

ସଠାେରେ ଏକ େଛାଟିଆ ଗୋଷ୍ଠୀ ଅଛନ୍ତି। ବିନ୍ଯାମୀନ ସମାନଙ୍କେର ନତେୃତ୍ବ କରୁଛନ୍ତି। ବହୁତ ଭିଡ଼ ଏବଂ ୟିହୂଦାର ଏକ ପ୍ରଦାନ ସଠାେରେ ଅଛନ୍ତି। ଜବଲୁନ୍ ଓ ନପ୍ତାଲିର ନେତାମାନେ ସଠାେରେ ଅଛନ୍ତି।

Interlinear

Choose Theme