Home Bibles ଗଣନା ପୁସ୍ତକ 2:34 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 2:34 · ଓଡ଼ିଆ ବାଇବେଲ

ମାଶାଙ୍କେୁ ସଦାପ୍ରଭୁ ଯାହା ଆଜ୍ଞା ଦଇେଥିଲେ, ଇଶ୍ରାୟେଲର ଲୋକମାନେ ସେ ସମସ୍ତ କଲେ। ସମାନେେ ନିଜନିଜ ବଂଶ ନିକଟରେ ନିଜନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ବଜା ନିକଟରେ ଛାଉଣୀ ସ୍ଥାପନ କଲେ ଓ ସହେିପରି ସମାନେେ ଅଗ୍ରସର ହେଲେ।

Cross references

ଯାତ୍ରା ପୁସ୍ତକ 39:42

ଇଶ୍ରାୟେଲର ଲୋକମାନେ ଏହିପରି କାର୍ୟ୍ଯମାନ କରିଥିଲେ। ଯାହା ଯାହା କରିବାକୁ ସଦାପ୍ରଭୁ ମାଶାଙ୍କେୁ ଆଜ୍ଞା ଦଇେଥିଲେ.

ଗଣନା ପୁସ୍ତକ 1:19

ଏହିରୂପେ, ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସୀନଯର ମରୂଭୂମିରେ ସମାନଙ୍କେୁ ଗଣନା କଲେ।

ଗଣନା ପୁସ୍ତକ 1:54

ସଦାପ୍ରଭୁ ମାଶାଙ୍କେୁ ଯେଉଁସବୁ ଆଜ୍ଞା ଦଇେଥିଲେ, ଇଶ୍ରାୟେଲୀୟ ମାନେ ସହେିରୂପେ ମାନି କାର୍ୟ୍ଯ କଲେ।

ଗଣନା ପୁସ୍ତକ 2:2

ଇଶ୍ରାୟେଲର ଲୋକମାନେ ସମାଗମ ତମ୍ବୁର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କରିବେ। ପ୍ରେତ୍ୟକକ ଦଳ ରେ ତାଙ୍କ ନିଜ ଦଳର ଧ୍ବଜା ରହିବ। ଏବଂ ପ୍ରେତ୍ୟକକ ବ୍ଯକ୍ତିର ପାଖ ରେ ତା'ର ଦଳର ଧ୍ବଜା ପାଖ ରେ ଛାଉଣୀ ସ୍ଥାପନ କରିବ।

ଗଣନା ପୁସ୍ତକ 10:12

ତହୁଁ ଇଶ୍ରାୟେଲର ଲୋକମାନେ ସନୀଯ ମରୁଭୂମିରୁ ୟାତ୍ରା ଆରମ୍ଭ କଲେ, ପୁଣି ସହେି ମେଘ ପାରଣ ମରୁଭୂମିରେ ଅବସ୍ଥାନ କଲା।

ଗଣନା ପୁସ୍ତକ 10:28

ଏହି କ୍ରମ ରେ ଇଶ୍ରାୟେଲ ଲୋକମାନଙ୍କର ୟାତ୍ରା ସମାନଙ୍କେର ବର୍ଗ ଅନୁସାରେ ହେଲା ଓ ସମାନେେ ଅଗ୍ରସର ହେଲେ।

ଗଣନା ପୁସ୍ତକ 23:9

ମୁଁ ସମାନଙ୍କେୁ ପର୍ବତ ଶିଖରରୁ ଦେଖୁଅଛି। ମୁଁ ସମାନଙ୍କେୁ ଗରି ଶ୍ ରଣେିରୁ ଦେଖୁଅଛି। ସମାନେେ ନିଜ ପାଇଁ ବଞ୍ଚନ୍ତି। ସମାନେେ ନିଜକୁ ଦେଶର ଏକ ଅଂଶ ବୋଲି ବିବଚେନା କରନ୍ତି ନାହିଁ।

ଗଣନା ପୁସ୍ତକ 23:21

ସେ ଯାକୁବ ପରିବାରର ପାପ ଦେଖନ୍ତି ନାହିଁ। ଏବଂ ଇଶ୍ରାୟେଲ ମଧିଅରେ ପାପ ଦେଖି ନାହାଁନ୍ତି। ସଦାପ୍ରଭୁ ସମାନଙ୍କେର ପରମେଶ୍ବର ସମାନଙ୍କେ ସହିତ ଅଛନ୍ତି। ସମାନଙ୍କେ ରାଜାଙ୍କର ଜଯଧ୍ବନୀ ସମାନଙ୍କେ ମଧିଅରେ ଥିଲା।

ଗଣନା ପୁସ୍ତକ 24:2

ବିଲିଯମ ଦେଖିଲା ଯେ, ଇଶ୍ରାୟେଲର ଲୋକମାନେ ସମାନଙ୍କେର ପରିବାରବର୍ଗ ଅନୁସାରେ ରହିଲେ। ତା'ପରେ ପରମେଶ୍ବର ଆତ୍ମା ବାଲାଯମ ଉପରକୁ ଆସିଲା।

ଗଣନା ପୁସ୍ତକ 24:5

ହେ ଯାକୁବ, ତୁମ୍ଭର ତମ୍ବୁ ସବୁ କି ସୁନ୍ଦର! ହେ ଇଶ୍ରାୟେଲ, ତୁମ୍ଭର ଆବାସ ସବୁ କଡେେ ମ ନୋହର।

ଗୀତସଂହିତା 119:6

ୟଦି ମୁଁ ତୁମ୍ଭର ଆଜ୍ଞା ସକଳ ପ୍ରତି ଦୃଷ୍ଟି ରଖିବି, ତବେେ ମୁଁ ଲଜ୍ଜିତ ହବେି ନାହିଁ।

ଲୂକଲିଖିତ ସୁସମାଚାର 1:6

ସମାନେେ ଦୁ ହେଁ ପରମେଶ୍ବରଙ୍କ ଆଗ ରେ ଉତ୍ତମ ବ୍ଯକ୍ତି ଥିଲେ। ସମାନେେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସମାନେେ ଦୁ ହେଁ ପାଳୁଥିଲେ। ସମାନଙ୍କେର କୌଣସି ଭୁଲ ନଥିଲା।

Interlinear

Choose Theme