ଗଣନା ପୁସ୍ତକ 2:7 · ଓଡ଼ିଆ ବାଇବେଲ
ସବୁଲୂନର ଗୋଷ୍ଠୀ ମଧ୍ଯ ଯିହୁଦାର ପାଶର୍ବ ରେ ଛାଉଣୀ ସ୍ଥାପନ କରିବେ, ହେଲୋନର ପୁତ୍ର ଇଲୀଯାବ ସବୁଲୂନର ଲୋକମାନଙ୍କର ଅଧିପରି ହବେ।
Cross references
ଗଣନା ପୁସ୍ତକ 1:9
ସବୁଲୂନ ପରିବାରବର୍ଗର, ହେଲାନର ପୁତ୍ର ଇଲୀଯାବ।
ଗଣନା ପୁସ୍ତକ 1:30
ସବୂଲୂନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
ଗଣନା ପୁସ୍ତକ 7:24
ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।
ଗଣନା ପୁସ୍ତକ 7:29
ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
ଗଣନା ପୁସ୍ତକ 10:16
ତା'ପରେ ସବୂଲୂନ ସନ୍ତାନଗଣର ବଂଶ ୟାତ୍ରାକଲେ ଓ ହେଲୋନ୍ ର ପୁତ୍ର ଇଲୀଯାବ୍ ତାଙ୍କର ଅଧ୍ଯକ୍ଷ ଥିଲେ।