ଅନନ୍ତର ମାଶାେ କାଦେଶରୁ ଇଦୋମୀଯ ରାଜା ନିକଟକୁ ଦୂତମାନଙ୍କ ଦ୍ବାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇଶ୍ରାୟେଲ କହିଛନ୍ତି, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେଉଁସବୁ କ୍ଲେଶ ଘଟି ଅଛି ଜାଣ।
Cross references
ଜେଷ୍ଠ ବାରାହି ଆସିଲା ରକ୍ତବର୍ଣ୍ଣ ଦଖାଯାେଉଥିଲା, ତାଙ୍କର ଚର୍ମ ଲୋମଶ ବସ୍ତ୍ରପରି ଥିଲା। ଏଣୁ ଏହାର ନାମ ଏଷୌ ଦିଆଗଲା।
ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବଯସ ରେ ଏହି ୟାଆଁଳା ପୁତ୍ର ଜନ୍ମ ହେଲେ।
ଯାକୁବ ଭାଇ ଏଷୌ ସଯେୀର ଅଞ୍ଚଳ ରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମଯ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ।
ଏହାପରେ ଯାକୁବ ତାଙ୍କୁ ପଚାରିଲା, ଦୟାକରି ତୁମ୍ଭର ନାମ କୁହ।
ଇଶ୍ରାୟେଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜତ୍ବ କରିବା ପୂର୍ବରୁ, ସହେି ସମୟରେ ଇଦୋମ ରେ ରାଜାମାନେ ଥିଲେ।
ସଦାପ୍ରଭୁ ତାଙ୍କର ଇଶ୍ରାୟେଲୀୟ ଲୋକଙ୍କ ପାଇଁ ଯାହାସବୁ କରିଥିଲେ, ସହେି ସମସ୍ତ ବିଷଯ ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ। ମାଶାେ ମଧ୍ଯ କହିଲେ, ସଦାପ୍ରଭୁ ମିଶର ଓ ରାଜା ଫାରୋଙ୍କ ବିରୁଦ୍ଧ ରେ ଇଶ୍ରାୟେଲ ନିମନ୍ତେ ଯାହା କରିଥିଲେ, ସମାନେେ ରାସ୍ତା ରେ ସମ୍ମୁଖୀନ ହାଇେଥିବା କଠିନତା ବିଷଯ କହିଲେ। ଏବଂ କିପରି ସଦାପ୍ରଭୁ ସମାନଙ୍କେୁ ରକ୍ଷା କରିଛନ୍ତି ତାହା ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ।
ଏହିକଥା ଲୋକମାନଙ୍କୁ କହିଦିଅ। ତୁମ୍ଭମାନଙ୍କୁ ସଯେୀର ଦଇେ ୟିବାକକ୍ସ୍ଟ ହବେ। ସହେି ଦେଶ ତୁମ୍ଭମାନଙ୍କ ବଂଶଧର ଅର୍ଥାତ୍ ଏଷୌ ସନ୍ତାନମାନଙ୍କର ଦେଶ। ସମାନେେ ତୁମ୍ଭମାନଙ୍କୁ ଭୟ କରିବେ। ସାବଧାନ!
ତୁମ୍ଭମାନେେ ଇଦୋମୀଯ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନକ୍ସ୍ଟ ହେଁ। କାରଣ ସମାନେେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭମାନେେ ମିଶରୀଯମାନଙ୍କୁ ଘୃଣା କରିବା ଉଚିତ୍ ନକ୍ସ୍ଟ ହେଁ କାରଣ ତୁମ୍ଭମାନେେ ସମାନଙ୍କେ ଦେଶ ରେ ବିଦେଶୀପରି ବାସ କରୁଥିଲ।
ଲକମାନେେ ଉତ୍ତର ଦେଲେ, ଆମ୍ଭମାନେେ ତୁମ୍ଭର ସବେକଗଣ। ଆମ୍ଭମାନେେ ବହକ୍ସ୍ଟତ ଦୂରରକ୍ସ୍ଟ ଦେଶରକ୍ସ୍ଟ ଆସିଅଛକ୍ସ୍ଟ। ଆମ୍ଭମାନେେ ଆସିଲକ୍ସ୍ଟ କାରଣ, ଆମ୍ଭମାନେେ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ଆଶ୍ଚର୍ୟ୍ଯ କାର୍ୟ୍ଯମାନ ବିଷଯ ରେ ଶକ୍ସ୍ଟଣିଲକ୍ସ୍ଟ। ସେ କିପରି ମିଶର ରେ ଆଶ୍ଚର୍ୟ୍ଯ କାର୍ୟ୍ଯମାନ କଲେ ତାହା ଆମ୍ଭେ ୟାଣିବାକକ୍ସ୍ଟ ପାଇଲକ୍ସ୍ଟ।
ଯେତବେେଳେ ଇଶ୍ରାୟେଲର ଲୋକମାନେ ମିଶର ପରିତ୍ଯାଗ କଲେ, ସମାନେେ ମରକ୍ସ୍ଟଭୂମିକକ୍ସ୍ଟ ଗଲେ। ଇଶ୍ରାୟେଲୀୟମାନେ ସକ୍ସ୍ଟଫ ସାଗରକକ୍ସ୍ଟ ଗଲେ ଓ ତା'ପରେ କାଦେଶକକ୍ସ୍ଟ ଗଲେ।
ଇଶ୍ରାୟେଲ ଇଦୋମର ରାଜାଙ୍କ ନିକଟକକ୍ସ୍ଟ ଏହା କହି ଦୂତମାନଙ୍କୁ ପଠାଇଲେ, ବିନଯ କରୁଅଛକ୍ସ୍ଟ, ତକ୍ସ୍ଟମ୍ଭ ଦେଶ ଦଇେ ଆମ୍ଭମାନଙ୍କୁ ୟିବାକକ୍ସ୍ଟ ଦିଅ। ମାତ୍ର ଇଦୋମ୍ର ରାଜା ଏକଥା ଶୁଣିଲେ ନାହିଁ। ପକ୍ସ୍ଟଣି ସହେି ପ୍ରକାର ଇଶ୍ରାୟେଲ ମାୟୋବର ରାଜା ନିକଟକକ୍ସ୍ଟ ଦୂତମାନଙ୍କୁ ପଠାଇଲେ। ସେ ମଧ୍ଯ ମନା କଲା। ତେଣୁ ଇଶ୍ରାୟେଲ କାଦେଶ ରେ ରହିଲେ।
ତୁମ୍ଭେ ଲଜ୍ଜିତ ହବେ ଓ ଚିରଦିନ ପାଇଁ ଧ୍ବଂସ ହବେ। କାରଣ, ତୁମ୍ଭେ ତୁମ୍ଭର ଭାଇ ଯାକୁବ ପ୍ରତି ଅତି ନିଷ୍ଠୁର ଥିଲ।
ସଦାପ୍ରଭୁ କହିଲେ, ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ ରମେ କରିଅଛୁ।