ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢିନବୋ ଉଚିତ୍ ଓ ତା'ର ପୁତ୍ର ଇଲିଯାସରକୁ ସଗେୁଡିକ ପିନ୍ଧାଇ ଦବୋ ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ୟିବ।
Cross references
ହାରୋଣଙ୍କ ପାଇଁ ପ୍ରସ୍ତୁତ ଏହି ସ୍ବତନ୍ତ୍ର ବସ୍ତ୍ରକୁ ସାଇତି ରଖ। ତାଙ୍କର ମୃତ୍ଯୁ ପରେ ଏହି ପୋଷାକ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ଦ୍ବାରା ବ୍ଯବହାର ହବେ। ସେ ଏହାକୁ ପିନ୍ଧିବେ ଯେତବେେଳେ ସେ ଅଭିଷିକ୍ତ ଓ ଯାଜକ ପଦ ରେ ସମ୍ପ୍ରଦାଯଭୁକ୍ତ ହବେେ।
ହାରୋଣର ଏହା ମୃତ୍ଯୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବ। ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛ, ସହେି ଦେଶ ରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମାେ ବିରୁଦ୍ଧ ରେ ବିଦ୍ରୋହ କଲ।
ସଦେିନ ମୁଁ ତୁମ୍ଭର ପରିଧାନ ନଇେ ତାକୁ ପିନ୍ଧାଇବି। ମୁଁ ତୁମ୍ଭର କତ୍ତୃର୍ତ୍ବାଧିକାର ତାକୁ ସମର୍ପଣ କରିବି। ତେଣୁ ସେ ୟିରୁଶାଲମ ନିବାସୀ ଓ ଯିହୁଦା ବଂଶର ପିତା ହବେ।
ଲବେୀ ପରିବାରବର୍ଗଙ୍କ308 ଯାଜକମାନଙ୍କର ପଦ୍ଧତି ଅନୁଯାଯୀ ଲୋକଙ୍କୁ ବ୍ଯବସ୍ଥା ପ୍ରଦତ୍ତ ହାଇେଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ବାରା ଲୋକମାନଙ୍କୁ ଆଧ୍ଯାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ଯକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମଲ୍କୀଷଦକଙ୍କେ ଭଳି ଆଉ ଜଣେ ଯାଜକର ଆବଶ୍ଯକ ଥିଲା।
ଆହୁରି ମଧ୍ଯ ଯେତବେେଳେ ସହେି ଅନ୍ୟ ଯାଜକମାନେ ମରିଗଲେ, ସମାନେେ ଆଉ ଯାଜକ ହାଇେ ରହି ପାରିଲେ ନାହିଁ। ଏଥିପାଇଁ ସହେି ଯାଜକମାନଙ୍କ ଭିତରୁ ଅନକେ ସଠାେରେ ଥିଲେ।