ମାଶାେ ହାରୋଣଙ୍କ ପବିତ୍ର ବସ୍ତ୍ର କାଢିଲେ ଓ ସଗେୁଡିକ ଇଲିଯାସରକୁ ପିନ୍ଧାଇଲେ। ତା'ପରେ ହାରୋଣ ପର୍ବତ ଉପରେ ମଲେ ଓ ତବେେ ମାଶାେ ଓ ଇଲିଯାସର ପର୍ବତରୁ ତଳକୁ ଓହ୍ଲାଇ ଆସିଲେ।
Cross references
ହାରୋଣ ଇଲିଶେବ୍କୁ ବିବାହ କଲେ। ଇଲୀଶବୋ ଥିଲେ ଅମ୍ମୀନାଦବର କନ୍ଯା ନ ହଶାେନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିଯାସର ଓ ଈଥାମରକୁ ପ୍ରସବ କଲା।
ଇଶ୍ରାୟେଲୀୟମାନେ ସର୍ବଦା ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ଏହିସବୁ ଅଂଶ ଦବେେ। ଯେତବେେଳେ ଇଶ୍ରାଯୋଲର ଲୋକମାନେ ସହେିସବୁ ନବୈେଦ୍ଯ ଦବେେ ସହେି ସମୟରେ ହାରୋଣ ଏବଂ ତାଙ୍କର ପୁତ୍ରମାନେ ଏହିସବୁ ଅଂଶ ପାଇବେ। ସମାନେେ ଯାଜକକୁ ଯେତବେେଳେ ଏହିସବୁ ଅଂଶ ଦବେେ, ଏହା ୟାୟକମାନଙ୍କ ଦ୍ବାରା ଗ୍ରହଣ କରାୟିବ।
ହାରୋଣଙ୍କ ପାଇଁ ପ୍ରସ୍ତୁତ ଏହି ସ୍ବତନ୍ତ୍ର ବସ୍ତ୍ରକୁ ସାଇତି ରଖ। ତାଙ୍କର ମୃତ୍ଯୁ ପରେ ଏହି ପୋଷାକ ତାଙ୍କର ଭବିଷ୍ଯତ ବଂଶଧରମାନଙ୍କ ଦ୍ବାରା ବ୍ଯବହାର ହବେ। ସେ ଏହାକୁ ପିନ୍ଧିବେ ଯେତବେେଳେ ସେ ଅଭିଷିକ୍ତ ଓ ଯାଜକ ପଦ ରେ ସମ୍ପ୍ରଦାଯଭୁକ୍ତ ହବେେ।
ଇଶ୍ରାୟେଲର ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସ ରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସମାନେେ କାଦେଶ ରେ ବାସ କଲେ। ମରିଯମ ସହେି ସ୍ଥାନ ରେ ମୃତ୍ଯୁବରଣ କଲେ ଓ ତାଙ୍କୁ ସଠାେରେ କବର ଦିଆଗଲା।
ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢିନବୋ ଉଚିତ୍ ଓ ତା'ର ପୁତ୍ର ଇଲିଯାସରକୁ ସଗେୁଡିକ ପିନ୍ଧାଇ ଦବୋ ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ୟିବ।
ସଦାପ୍ରଭୁ ପ୍ରେତ୍ୟକକ ପ୍ରାଣୀସମାଜର ଚିନ୍ତାଧାରା ଜାଣନ୍ତି। ହେ ସଦାପ୍ରଭୁ, ମୁଁ ବିନଯ କରୁଛି ଏହି ମଣ୍ତଳୀ ପ୍ରତି ଏକ ପ୍ରତିନିଧି ନିୟୁକ୍ତ କରନ୍ତୁ।
ତତ୍ପରେ ସମାନେେ ହଶ୍ମାନୋରୁ ୟାତ୍ରା କରି ମାେଷେରୋତ ରେ ଛାଉଣୀ ସ୍ଥାପନ କଲେ।
ଏହାପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞା ରେ ହାରେ ପର୍ବତ ରେ ଆରୋହଣ କଲେ। ପୁଣି ଇଶ୍ରାୟେଲର ଲୋକମାନେ ମିଶରରୁ ବାହାର ହାଇେ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନ ରେ ସହେି ସ୍ଥାନ ରେ ମଲେ।
ଏହାପରେ ଇଶ୍ରାୟେଲ ସନ୍ତାନଗଣ ବରେୋତ୍ ବନଯୋକନଠାରକ୍ସ୍ଟ ମାେଷେରୋତକୁ ୟାତ୍ରା କଲେ, ସେ ସ୍ଥାନ ରେ ହାରୋଣ ମଲେ ଓ ସହେି ସ୍ଥାନ ରେ ସେ କବର ପାଇଲେ। ପକ୍ସ୍ଟଣି ତାଙ୍କର ପକ୍ସ୍ଟତ୍ର ଇଲିଯାସର ତାଙ୍କ ପଦ ରେ ଯାଜକ କର୍ମ କଲା।
ଏହାପରେ ମାଶାେ ଯିହାଶୂେୟଙ୍କକ୍ସ୍ଟ ଡାକିଲେ। ସମସ୍ତ ଇଶ୍ରାୟେଲୀୟମାନଙ୍କ ସମ୍ମକ୍ସ୍ଟଖ ରେ ମାଶାେ ଯିହାଶୂେୟଙ୍କକ୍ସ୍ଟ କହିଲେ, ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ସହେି ଦେଶକକ୍ସ୍ଟ ଆଗଇେ ନବେ ଯେଉଁ ଦେଶ ଦବୋ ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ପୂର୍ବପୁରୁଷମାନଙ୍କ ସହିତ ଚକ୍ସ୍ଟକ୍ତି କରିଥିଲେ। ସହେି ଦେଶ ତୁମ୍ଭମାନଙ୍କ ଅଧିକାର କରିବା ପାଇଁ ତୁମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କୁ ସାହାୟ୍ଯ କରିବ।
ତୁମ୍ଭେ ଅବାରୀମ ପର୍ବତ ଉପରକକ୍ସ୍ଟ ୟାଅ। ଯିରୀହାେ ସମ୍ମକ୍ସ୍ଟଖସ୍ଥ ମାଯାେବ ଦେଶସ୍ଥ ନବୋ ପର୍ବତ ଉପରକକ୍ସ୍ଟ ୟାଅ। ଏହାପରେ ଆମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କକ୍ସ୍ଟ ଦବୋକକ୍ସ୍ଟ ଥିବା ଦେଶ ତୁମ୍ଭେ ଦେଖି ପାରିବ।
ତେଣୁ ସଦାପ୍ରଭୁଙ୍କର ସବେକ ମାଶାେ ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ସହେି ସ୍ଥାନ ରେ ମାୟୋବ ଦେଶ ରେ ମଲେ।
ସେ ମଲା ପୂର୍ବରକ୍ସ୍ଟ ମାଶାେ ଯିହାଶୂେୟଙ୍କର ମସ୍ତକରେ ହାତ ରଖିଲେ ଏବଂ ତାଙ୍କୁ ନୂଆ ପ୍ରତିନିଧି ରୂପେ ନିୟକ୍ସ୍ଟକ୍ତି କଲେ। ଏବଂ ସେ ତାଙ୍କୁ ନୂତନ ନେତାରୂପେ ନିୟକ୍ସ୍ଟକ୍ତି କଲେ। ଏହାପରେ ନୂନର ପକ୍ସ୍ଟତ୍ର ୟିହୋଶୂଯ ଜ୍ଞାନ ଦାୟକ ଆତ୍ମା ରେ ପରିପୂର୍ଣ୍ଣ ଦେଲେ। ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ଅନକ୍ସ୍ଟସା ରେ ଯିହାଶୂେୟଙ୍କ କଥା ଶୁଣିଲେ, ଯେପରି ସମାନେେ ମାଶାଙ୍କେ କଥା ଶକ୍ସ୍ଟଣିଥିଲେ ଓ ସହେି ଅନକ୍ସ୍ଟସା ରେ କାର୍ୟ୍ଯ କରୁଥିଲେ।
ହାରୋଣର ପକ୍ସ୍ଟତ୍ର, ଇଲିଯାସର ମଲେ, ଓ ଇଫ୍ରଯିମର ପାର୍ବତ୍ଯମଯ ଦେଶର ଗିବିହଠା ରେ ତାଙ୍କୁ କବର ଦିଆଗଲା। ତାଙ୍କର ପକ୍ସ୍ଟତ୍ର ପୀନହସବୁ ଗିବିଯୋନ ଦିଆଗଲା।
ଦାଉଦ ଆହୁରି ମଧ୍ଯ କହିଲେ, ବର୍ତ୍ତମାନ ପୁତ୍ର, ସଦାପ୍ରଭୁ ତୁମ୍ଭ ସହିତ ରେ ରୁହନ୍ତୁ। ତୁମ୍ଭେ ସଫଳ ହୁଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେପରି କହିଅଛନ୍ତି, ସପରେି ତୁମ୍ଭେ ତାହାଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।
ଏହାପରେ ଦାଉଦ, ତାଙ୍କର ପୁତ୍ର ଶଲୋମନଙ୍କୁ ସାହାୟ୍ଯ କରିବା ପାଇଁ ଇଶ୍ରାୟେଲର ସମସ୍ତ ନେତାଙ୍କୁ ଆଦେଶ ଦେଲେ।
ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।