Home Bibles ☰ Books ଗଣନା ପୁସ୍ତକ 21:13 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 21:13 · ଓଡ଼ିଆ ବାଇବେଲ

ସଠାରୁେ ସମାନେେ ୟାତ୍ରକରି ଇମାରେୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣୋନ ନଦୀର ଅନ୍ୟ ପାଶର୍‌ବ ମରୁଭୂମିରେ ଛାଉଣୀ ସ୍ଥାପନ କଲେ। କାରଣ ମାୟୋବର ଓ ଇ ମାରେୀଯମାନଙ୍କର ମଧ୍ଯବର୍ତ୍ତୀ ଅର୍ଣୋନ୍ ମାୟୋବର ସୀମା ଥିଲା।

Cross references

ଗଣନା ପୁସ୍ତକ 21:14

ଏଥି ନିମନ୍ତେ ସଦାପ୍ରଭୁଙ୍କ ୟୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା:

ଗଣନା ପୁସ୍ତକ 22:36

ବାଲାକ୍ ଶୁଣିଲା ଯେ, ବିଲିଯମ ଆସୁଅଛି, ତେଣୁ ସେ (ବାଲାକ୍) ମାୟୋବ ନଗରକୁ ବିଲିଯମକୁ ସାକ୍ଷାତ କରିବା ପାଇଁ ଗଲେ। ଅର୍ଣୋନ ନଦୀ ନିକଟସ୍ଥ ଦେଶର ଉପାନ୍ତ ରେ ସହେି ନଗର ଥିଲା।

ଦିତୀୟ ବିବରଣ 2:13

ସଦାପ୍ରଭୁ ମାେତେ କହିଲେ, ' ସରନ୍େ ଉପତ୍ଯାକାର ସେ ପାଖକକ୍ସ୍ଟ ୟାଅ।' ତେଣୁ ଆମ୍ଭେ ସରଦେ ଉପତ୍ୟକା ପାର ହେଲକ୍ସ୍ଟ।

ଦିତୀୟ ବିବରଣ 2:18

'ତୁମ୍ଭେ ଆଜି ମାୟୋବର ସୀମା ଆର୍ ଦଇେ ୟିବାକକ୍ସ୍ଟ ହବେ।

ଦିତୀୟ ବିବରଣ 2:24

ସଦାପ୍ରଭୁ ମାେତେ କହିଲେ, 'ଅର୍ଣୋନ ଇପତ୍ଯାକା ପାର ହବୋପାଇଁ ପ୍ରସ୍ତକ୍ସ୍ଟତ ହକ୍ସ୍ଟଅ। ଆମ୍ଭେ ହିଷବୋନର ରାଜା ଇ ମାରେୀଯ ସୀହାନକେୁ ଓ ତାଙ୍କ ଦେଶକକ୍ସ୍ଟ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କଲକ୍ସ୍ଟ। ତେଣୁ ତାଙ୍କ ସହିତ ୟକ୍ସ୍ଟଦ୍ଧ କର ଓ ତାଙ୍କର ଦେଶ ଅଧିକାର କର।

ବିଚାରକର୍ତାମାନଙ୍କ ବିବରଣ 11:18

ଏହାପରେ ଇଶ୍ରାୟେଲ ଲୋକମାନେ ଇଦୋମ ଓ ମାୟୋବ ଦେଶ ମରକ୍ସ୍ଟଭୂମି ଦଇେ ଗଲେ। ସମାନେେ ମାୟୋବ ଦେଶର ପୂର୍ବକକ୍ସ୍ଟ ୟାତ୍ରା କଲେ। ସମାନେେ ଅର୍ନୋନର ସପୋରି ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ। ସମାନେେ ମାୟୋବ ସୀମା ଭିତ ରେ ପ୍ରବେଶ କଲେ ନାହିଁ କାରଣ ଅର୍ଣ୍ଣୋନ୍ ନଦୀ ମାୟୋବର ସୀମା ଥିଲା।

ଯିଶାଇୟ 16:2

ମାୟୋବର କନ୍ଯାଗଣ ଅର୍ନୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାୟ୍ଯ ପାଇଁ ସମାନେେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପ ରେ, ପକ୍ଷୀ ଛୁଆମାନେ ଏଣତେଣେେ ଧାଇଁଲା ପରି ସମାନେେ ଧାଇଁବେ।

ଯିରିମିୟ 48:20

ମାଯାେବ ଧ୍ବଂସପ୍ରାପ୍ତ ହାଇେ ଲଜ୍ଜିତ ହାଇେଅଛି। ତେଣୁ ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ମାୟୋବ ଧ୍ବଂସ ହାଇେଅଛି ବୋଲି ଅର୍ନୋନ ରେ ପ୍ରଚାର କର।

Interlinear

Choose Theme