ସଠାରୁେ ସମାନେେ ବରେ ନାମକ ସ୍ଥାନକୁ ଆସିଲେ। ସହେି କୂପ ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ସ୍ଥାନ ରେ ଲୋକମାନଙ୍କୁ ଏକତ୍ର କର। ମୁଁ ସମାନଙ୍କେୁ ଜଳ ଦବେି।
Cross references
ମୁଁ ତୁମ୍ଭ ସମ୍ମୁଖ ରେ ହୋ ରେବ୍ ରେ ସହେି ଶୈଳ ଉପରେ ଠିଆ ହବେି। ସହେି ଶୈଳକୁ ଆଘାତ କଲେ ସେଥିରୁ ପାଣି ବାହାରି ଆସିବ ଏବଂ ଲୋକମାନେ ଜଳପାନ କରିପାରିବେ।
ତୁମ୍ଭେ ଆଶାବାଡି ନିଅ, ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ସମସ୍ତ ମଣ୍ତଳୀକି ଏକତ୍ର କରିବା ଉଚିତ୍। ଆଉ ତୁମ୍ଭମାନେେ ସମାନଙ୍କେ ସମ୍ମୁଖ ରେ ସହେି ଶୈଳକୁ ଜଳ ଦବୋ ପାଇଁ ଆଜ୍ଞା ଦିଅ। ତହିଁରେ ସହେି ଶୈଳରୁ ଜଳ ବାହାର କରି ଲୋକମାନଙ୍କୁ ଓ ସମାନଙ୍କେର ପଶୁଗଣଙ୍କୁ ଜଳ ପାନ କରାଇବ।
ଏହାପରେ ଯୋଥମ୍ ବରେ ନାମକ ସହରକକ୍ସ୍ଟ ଶିଘ୍ର ପଳାଇଲା। ଯୋନାଥନ ସଠାେରେ ରହିଲା କାରଣ ସେ ଅବୀମଲକଙ୍କେକ୍ସ୍ଟ ଭୟ କରୁ ଥିଲା।
ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।
ମାୟୋବର ସବୁ ସ୍ଥାନ ରେ କ୍ରନ୍ଦନର ରୋଳ ଶୁଣାୟିବ। ସହେି ହାହାକାର କ୍ରନ୍ଦନ ଦୂରସ୍ଥ ଇଗ୍ମଯିମ୍ ଓ ବେ ରେଲୀମ୍ ପର୍ୟ୍ଯନ୍ତ ଶୁଣାୟିବ।
ଦରିଦ୍ର ଓ ଦିନହୀନମାନେ ଜଳ ଅନ୍ବଷେଣ କରନ୍ତି, ମାତ୍ର ସମାନେେ ଜଳ ପାଆନ୍ତି ନାହିଁ। ସମାନଙ୍କେର ଜିହ୍ବା ତୃଷ୍ଣା ରେ ଶୁଖିୟାଏ। ଆମ୍ଭେ ସଦାପ୍ରଭୁ ସମାନଙ୍କେୁ ଉତ୍ତର ଦବୋ। ଆମ୍ଭେ ଇଶ୍ରାୟେଲ ପରମେଶ୍ବର ସମାନଙ୍କେୁ ତ୍ଯାଗ କରିବା ନାହିଁ।
ଏପରିକି କ୍ଷେତ୍ରର ପଶୁଗଣ, ଶୃଗାଳ ଓ ଉଷ୍ଟ୍ର ପକ୍ଷୀଗଣ ଆମ୍ଭର ଗୌରବ ଗାନ କରିବେ। କାରଣ ଆମ୍ଭେ ଆପଣା ମନୋନୀତ ଲୋକମାନଙ୍କର ଜଳପାନ ପାଇଁ ପ୍ରାନ୍ତର ଓ ମରୁଭୂମିରେ ନଦନଦୀ କରୁଥିବାରୁ ସମାନେେ ଆମ୍ଭର ଗୌରବ କରିବେ।
ସମାନେେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହବେେ ନାହିଁ। ଗ୍ରୀଷ୍ମ କିମ୍ବା ସୂର୍ୟ୍ଯତାପ ସମାନଙ୍କେୁ କାଟିବ ନାହିଁ। କାରଣ ଯେଉଁ ପରମେଶ୍ବର ସମାନଙ୍କେୁ ଦୟା କରନ୍ତି, ସେ ସମାନଙ୍କେୁ ଚଳାଇବେ; ଜଳ-ନିର୍ଝର ଦଇେ ସେ ସମାନଙ୍କେୁ କଢ଼ାଇ ଦବେେ।
ଯୀଶୁ ଉତ୍ତର ଦେଲେ, ତୁମ୍ଭେ ପରମେଶ୍ବର ଦେଉଥିବା ଜିନିଷ ବିଷୟ ରେ ଜାଣି ନାହିଁ। ତୁମ୍ଭକୁ ଜଳ ମାଗୁଥିବା ବ୍ଯକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ଯ ତୁମ୍ଭେ ଜାଣି ନାହିଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥାନ୍ତ ତବେେ ତୁମ୍ଭେ ମାେତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।
କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦବେି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହବେ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦବେି, ତାହା ଅନନ୍ତ ଜୀବନ ଜଳର ଝର ସ୍ବରୁପେ ସର୍ବଦା ପ୍ରବାହିତ ହବେ।
ପର୍ବର ଶଷେ ଦିନ ଆସିଲା। ସହେି ପ୍ରଧାନ ଦିନ ରେ ଯୀଶୁ ଠିଆ ହାଇେ ଉଚ୍ଚ ସ୍ବର ରେ କହିଲେ, ଯଦି କୌଣସି ଲୋକ ତୃଷାର୍ତ୍ତ, ତବେେ ସେ ମାେ ନିକଟକୁ ଆସି ପାନକରୁ।
ସିଂହାସନ ରେ ବସିଥିବା ବ୍ଯକ୍ତି ମାେତେ କହିଲେ, ଏହା ସମାପ୍ତ ହାଇଯୋଇଛି। ମୁଁ ହେଉଛି ପ୍ରଥମ ଓ ଶଷେ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ଯ ରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦବେି।
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।