ଗଣନା ପୁସ୍ତକ 21:22 · ଓଡ଼ିଆ ବାଇବେଲ
ଦୟାକରି ତୁମ୍ଭ ରାଜ୍ଯ ଦଇେ ଆମ୍ଭମାନଙ୍କୁ ୟିବାକୁ ଦିଅ। ଆମ୍ଭମାନେେ ତୁମ୍ଭ ଶସ୍ଯକ୍ଷେତ୍ର କିମ୍ବା ଦ୍ରାକ୍ଷାଲତାକୁ ପ୍ରବେଶ କରିବୁ ନାହିଁ। ଆମ୍ଭମାନେେ ତୁମ୍ଭ କୂପରୁ ଜଳପାନ କରିବୁ ନାହିଁ। ଆମ୍ଭମାନେେ ତୁମ୍ଭ ଦେଶସୀମା ପାର ହବୋ ପର୍ୟ୍ଯନ୍ତ କବଳେ ରୀଜପଥ ଦଇେ ଗମନ କରିବୁ।
Cross references
ଗଣନା ପୁସ୍ତକ 20:17
ଆମ୍ଭେ ବିନଯ କରୁ ଅଛୁ, ଦୟାକରି ତୁମ୍ଭ ଦେଶ ଦଇେ ଆମ୍ଭମାନଙ୍କୁ ୟିବାକୁ ଦିଅ। ଆମ୍ଭମାନେେ ତୁମ୍ଭ ଶସ୍ଯକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଦଇେ ୟିବୁ ନାହିଁ, କିମ୍ବା ତୁମ୍ଭର କୂଅରୁ ଜଳପାନ କରିବୁ ନାହିଁ। ଆମ୍ଭମାନେେ କବଳେ ରାଜପଥ ଦଇେ ଗମନ କରିବୁ। ତୁମ୍ଭ ଦେଶର ସୀମା ଅତିକ୍ରମ କରିବା ପର୍ୟ୍ଯନ୍ତ ଦକ୍ଷିଣ କିମ୍ବା ବାମକୁ ୟିବୁ ନାହିଁ।