କାରଣ ହିଷ୍ ବୋନ ଇ ମାରେୀଯମାନଙ୍କ ରାଜା ସୀହାନଙ୍କେ ରାଜକୀଯ ନଗର ଥିଲା। ସେ ମାଯାେବର ପୂର୍ବ ରାଜା ବିପକ୍ଷ ରେ ୟୁଦ୍ଧ କଲେ ଏବଂ ଅର୍ଣୋନ୍ ପର୍ୟ୍ଯନ୍ତ ଦେଶ ଅଧିକାର କଲେ।
Cross references
ସଦାପ୍ରଭୁ ହିଷ୍ବୋନ ନିବାସୀ ଇ ମାରେୀଯମାନଙ୍କ ରାଜା ସୀହାନକେୁ ଓ ଅଷ୍ଠାରୋତ୍ ନିବାସୀ ବାଶନର ରାଜା ଓଗକକ୍ସ୍ଟ ଇଦ୍ରିଯୀ ରେ ପରାସ୍ତ କଲାପରେ।
ଅର୍ନୋନ ଉପତ୍ୟକା ନିକଟସ୍ଥ ଅରୋଯରଠାେରକ୍ସ୍ଟ ଉପତ୍ୟକା ମଧ୍ଯବର୍ତ୍ତୀ ନଗର ଓ ମଦବୋ ନିକଟସ୍ଥ ସମସ୍ତ ସମତଳ ଭୂମି ସମାନଙ୍କେର ସୀମା ଥିଲା।
ହିଷ୍ବୋନ୍ ଓ ସମତଳ ଭୂମିସ୍ଥିତ ଦୀବୋନ ଓ ବାମତ୍ବାଲ ଓ ବୈତ୍ବାଲ ମିଯୋନ।
ୟା ସରମାନଙ୍କେର ଭୂମି ଏବଂ ଗିଲିଯଦର ସମସ୍ତ ସହର ମାଶାେ ସମାନଙ୍କେୁ ଦେଲେ। ସେ ମଧ୍ଯ ଅମ୍ମାନେ ସନ୍ତାନଗଣମାନଙ୍କ ଅର୍ଦ୍ଧକେ ଜମିକକ୍ସ୍ଟ ଦାନ କରିଥିଲେ। ତାହା ଅରୋଯରେ ପୂର୍ବସ୍ଥିତ ରଦ୍ଦାରଠା ରେ ଥିଲା।
ହିଷବୋନ୍, ୟା ସରେ ଓ ତା'ର ତଳଭୂମି, ଏହିପରି ଭାବରେ ଗ୍ଭରିଟି ନଗର ଓ ତଳଭୂମି ଦେଲେ।
ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ଯ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ଯ। ତହିଁର ବଣେୀ ପାଶ ରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି।
ମାୟୋବ ପୁନର୍ବାର ପ୍ରଶଂସିତ ହବେ ନାହିଁ। ହିଶବୋନ ରେ ଲୋକମାନେ ତାହାର ବିନାଶର ଯୋଜନା କରିବେ। 'ଆସ, ଆମ୍ଭମାନେେ ଏହାକୁ ଧ୍ବଂସ କରିବା ଏବଂ ଗୋଷ୍ଠୀରୁ ଏହାକୁ ସମାପ୍ତ କରିଦବୋ।' ହେ ମଦମନୋ ! ତୁମ୍ଭେ ମଧ୍ଯ ନୀରବ ହବେ, କାରଣ ଖଡ୍ଗ ତୁମ୍ଭର ପଶ୍ଚାତଗାମୀ ହବେ।
ମାଯାେବ ଧ୍ବଂସପ୍ରାପ୍ତ ହାଇେ ଲଜ୍ଜିତ ହାଇେଅଛି। ତେଣୁ ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ମାୟୋବ ଧ୍ବଂସ ହାଇେଅଛି ବୋଲି ଅର୍ନୋନ ରେ ପ୍ରଚାର କର।
ଯେଉଁମାନେ ପଳାଇୟାଇ ଶକ୍ତିଶାଳୀ ହିଶ୍ବୋନ ରେ ଆଶ୍ରଯ ନବେେ ସମାନେେ ମଧ୍ଯ ରକ୍ଷା ପାଇବେ ନାହିଁ। କାରଣ ହିଶବୋନରୁ ଓ ସୀହାନରେୁ ଅଗ୍ନି ନିର୍ଗତ ହାଇେ ମାୟୋବର ଅଧିପତି ଓ ଅହଙ୍କାରୀମାନଙ୍କୁ ଗ୍ରାସ କରିବ।