Home Bibles ☰ Books ଗଣନା ପୁସ୍ତକ 21:29 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 21:29 · ଓଡ଼ିଆ ବାଇବେଲ

ହେ ମାୟୋବ ତୁମ୍ଭେ ଦୁଃଖିତ ଅଟ। ତୁମ୍ଭେ କମାେଶର ଲୋକମାନଙ୍କୁ ହରାଇଛ। ତା'ର ପୁତ୍ରଗଣ ପଳାଯନ କରିଛନ୍ତି, ତା'ର କନ୍ଯାମାନେ ଇ ମାରେୀଯ ଶାସକ କର୍ତ୍ତା ରାଜା ସୀହାନେ ହସ୍ତ ରେ ବନ୍ଦୀ ହାଇେଛନ୍ତି।

Cross references

ବିଚାରକର୍ତାମାନଙ୍କ ବିବରଣ 11:24

ତୁମ୍ଭମାନଙ୍କର ଦବେତା ସହେି କମାେଶ ତୁମ୍ଭମାନଙ୍କୁ ଯେଉଁ ଦେଶ ହିଅନ୍ତି, ସହେି ଦେଶ ତୁମ୍ଭମାନେେ ଅଧିକାର କରି ପାରିବ। ସହେିପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଆମ୍ଭମାନଙ୍କୁ ଅେମ୍ମାନୀୟମାନଙ୍କର ଯେଉଁ ଦେଶ ଦିଅନ୍ତି, ତାହା ଆମ୍ଭମାନେେ ଅଧିକାର କରିବକ୍ସ୍ଟ।

ପ୍ରଥମ ରାଜାବଳୀ 11:7

ଶ ଲୋମନ ୟିରୁଶାଲମର ପରବର୍ତ୍ତୀ ପର୍ବତ ରେ ମାୟୋବର ଘୃଣାୟୋଗ୍ଯ କମାେଣ ମୂର୍ତ୍ତି ଓ ଅମ୍ମାନେ-ସନ୍ତାନଗଣର ଘୃଣା ଯୋଗ୍ଯ ମାେଲକର ଉପାସନା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।

ପ୍ରଥମ ରାଜାବଳୀ 11:33

ଆମ୍ଭେ ଶଲୋମନର ରାଜ୍ଯ କାଢି ନବୋର କାରଣ ହେଉଛି, ସେ ଆମ୍ଭର ପଶ୍ଚାତ୍ଗାମୀ ହେଲାନାହିଁ। ସେ ମାେତେ ପରିତ୍ଯାଗ କରି ସୀଦୋନୀଯମାନଙ୍କ ଅଷ୍ଟାରୋତ୍ ଦବେତା, ମାଯାେବର କମାେଶ୍ ଦବେତାକୁ ଓ ଅେମ୍ମାନୀୟମାନଙ୍କର ମିଲ୍କମ୍ ଦବେତାକୁ ପ୍ରଣାମ କରିଅଛି। ମାେ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମାରେ ନିର୍ଦ୍ଦେଶ ଓ ନିଯମ ଆଜ୍ଞା ମାନିଲା ନାହିଁ।

ଦିତୀୟ ରାଜାବଳୀ 23:13

ରାଜା ଉଚ୍ଚ ସ୍ଥଳଗୁଡିକ ଅଶୁଚି କଲେ, ଯେଉଁସବୁ ୟିରୁଶାଲମର ପୂର୍ବ ରେ ବିନାଶ ପର୍ବତ ଉପରେ ଶଲୋମନଙ୍କ ଦ୍ବାରା ଗଢା ହାଇେଥିଲା। ଇଶ୍ରାୟେଲର ରାଜା ଅଷ୍ଟାରୋତ ସମ୍ମାନାର୍ଥେ ସୀଦୋନୀଯମାନଙ୍କର ଭଣ୍ତ ଦବେୀଗଣ, କମାେଣ ପାଇଁ ମାୟୋବର ଭଣ୍ତ ଦବେତା ଏବଂ ମିଲ୍କମ ପାଇଁ ଅମାନେୀଯମାନଙ୍କର ଭଣ୍ତ ଦବେତା ପାଇଁ ତିଆରି ହାଇେଥିଲା।

ଯିଶାଇୟ 15:5

ମାରହେୃଦଯ ମାୟୋବ ପାଇଁ ବିଳାପ କରୁଛି। ଲୋକମାନେ ଇଗ୍ନତ୍-ଶଲୀଶୀଯା ଓ ଦୂରସ୍ଥ ସୋଯରକୁ ନିରାପତ୍ତା ପାଇଁ ପଳାଯନ କରୁଛନ୍ତି। ସମାନେେ ରୋଦନ କରି କରି ଲୂହୀତ-ଘାଟୀ ଉପରକୁ ଉଠୁଛନ୍ତି। ହୋରୋନଯିମ ପଥରେ ଯାଉଥିଲା ବେଳେ ଉଚ୍ଚ ସ୍ବର ରେ ବିଳାପ କରୁଛନ୍ତି।

ଯିଶାଇୟ 16:2

ମାୟୋବର କନ୍ଯାଗଣ ଅର୍ନୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାୟ୍ଯ ପାଇଁ ସମାନେେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପ ରେ, ପକ୍ଷୀ ଛୁଆମାନେ ଏଣତେଣେେ ଧାଇଁଲା ପରି ସମାନେେ ଧାଇଁବେ।

ଯିରିମିୟ 48:7

ତୁମ୍ଭମାନେେ ନିଜ କର୍ମ ରେ ଓ ଧନ ସତ୍ତି ରେ ନିର୍ଭର କରିଅଛ। ଏଣୁ ତୁମ୍ଭମାନେେ ଧରାୟିବ। ଆଉ କମାେଶ ତା'ର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହାଇୟିବେ।

ଯିରିମିୟ 48:13

ଯେପରି ଇଶ୍ରାୟେଲ ବଂଶ ଆପଣା ବିଶ୍ବାସ ଭୂମି ବୈଥଲେ ବିଷଯ ରେ ଲଜ୍ଜିତ ହାଇେଥିଲେ, ସହେିପରି ମାଯାେବ କମାେଶ ବିଷଯ ରେ ଲଜ୍ଜିତ ହବେ।

ଯିରିମିୟ 48:45

ଯେଉଁମାନେ ପଳାଇୟାଇ ଶକ୍ତିଶାଳୀ ହିଶ୍ବୋନ ରେ ଆଶ୍ରଯ ନବେେ ସମାନେେ ମଧ୍ଯ ରକ୍ଷା ପାଇବେ ନାହିଁ। କାରଣ ହିଶବୋନରୁ ଓ ସୀହାନରେୁ ଅଗ୍ନି ନିର୍ଗତ ହାଇେ ମାୟୋବର ଅଧିପତି ଓ ଅହଙ୍କାରୀମାନଙ୍କୁ ଗ୍ରାସ କରିବ।

ଯିରିମିୟ 48:46

ହେ ମାୟୋବ, ତୁମ୍ଭକୁ ଧିକ୍, କମାେଶର ଲୋକମାନେ ବିନଷ୍ଟ ହେଲେ। କାରଣ ତୁମ୍ଭର ପୁତ୍ରକନ୍ଯାମାନେ ବନ୍ଦୀ ହାଇେ ବନ୍ଦୀତ୍ବ ସ୍ଥାନକୁ ନୀତ ହେଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:4

ଅତଏବ ମାଂସ ଖାଇବା ବିଷୟ ରେ ମୁଁ ଏହା କ ହେ ଯେ, ଆମ୍ଭେ ଜାଣୁ ଯେ ଜଗତ ରେ ପ୍ରକୃତ ରେ ପ୍ରତିମା ବୋଲି କିଛି ନାହିଁ। ଏବଂ ଆମ୍ଭେ ଜାଣୁ ଯେ ଜଣେ ମାତ୍ର ପରମେଶ୍ବର ଅଛନ୍ତି।

Interlinear

Choose Theme