Home Bibles ଗଣନା ପୁସ୍ତକ 21:3 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 21:3 · ଓଡ଼ିଆ ବାଇବେଲ

ତହୁଁ ସଦାପ୍ରଭୁ ସମାନଙ୍କେ ପ୍ରାର୍ଥନା ଶୁଣିଲେ, ସେ କିଣାନୀଯମାନଙ୍କୁ ଇଶ୍ରାୟେଲ ହସ୍ତ ରେ ସମର୍ପଣ କଲେ ଓ ସମାନଙ୍କେ ସମସ୍ତ ନଗର ବର୍ଜନୀଯ ରୂପେ ବିନାଶ ହେଲା। ତେଣୁ ସହେି ସ୍ଥାନର ନାମ ହର୍ମା ହେଲା।

Cross references

ଗଣନା ପୁସ୍ତକ 14:45

ସେତବେେଳେ ସହେି ପର୍ବତବାସୀ ଅମାଲକେୀଯ ଓ କିଣାନୀଯ ଲୋକମାନେ ଓହ୍ଲାଇ ଆସି ସମାନଙ୍କେୁ ଆକ୍ରମଣ କଲେ ଓ ସମାନଙ୍କେୁ ପରାସ୍ତକରି ହର୍ମା ପର୍ୟ୍ଯନ୍ତ ତଡି ଦେଲେ।

ଦିତୀୟ ବିବରଣ 1:44

କିନ୍ତୁ ଇ ମାରେୀଯ ଲୋକମାନେ ତୁମ୍ଭମାନଙ୍କ ସହିତ ୟିଦ୍ଧ କରିବାକୁ ବାହାରି ପଡିଲେ ଓ ସମାନେେ ମହକ୍ସ୍ଟମାଛି ପରି ସମାନଙ୍କେୁ ତଡି ଦେଲେ। ସମାନେେ ତୁମ୍ଭମାନଙ୍କୁ ସଯେୀରର ହର୍ମା ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।

ଯିହୋଶୂୟ 12:14

ହର୍ମାର ରାଜା 1, ଅରାଦର ରାଜା 1

ଯିହୋଶୂୟ 15:30

ଇଲତୋଲଦ୍, କସୀଲ, ହର୍ମା,

ପ୍ରଥମ ଶାମୁୟେଲ 30:30

ହର୍ମା, କୋରାଶନ୍, ଅଥାକ୍,

ଗୀତସଂହିତା 10:17

ହେ ସଦାପ୍ରଭୁ, ତୁମ୍ଭେ ସହେି ନିରୀହ ଲୋକମାନଙ୍କର ଡ଼ାକ ଶୁଣିଛ ବା ସମାନେେ ୟାହା ଚାହୁଁଛନ୍ତି ଜାଣିପାରୁଛ। ସମାନଙ୍କେର ପ୍ରାର୍ଥନା ଶୁଣ ଓ ସମାନେେ ୟାହା ଚାହୁଁଛନ୍ତି ତାହା ପ୍ରଦାନ କର।

ଗୀତସଂହିତା 91:15

ଆମ୍ଭର ଅନୁସରଣକାରୀମାନେ ଆମ୍ଭଙ୍କୁ ସାହାୟ୍ଯ ପାଇଁ ଡ଼ାକିବେ, ଆମ୍ଭେ ସମାନଙ୍କେର ଡ଼ାକ ଶୁଣିବା। ସମାନଙ୍କେ କଷ୍ଟ ସମଯରେ ଆମ୍ଭେ ସମାନଙ୍କେ ସହିତ ରହିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବା ଏବଂ ସମ୍ମାନ ଦବୋ।

ଗୀତସଂହିତା 102:17

ଯେଉଁମାନେ ଗରିବ ଅବସ୍ଥାରେ ଅଛନ୍ତି, ପରମେଶ୍ବର ସମାନଙ୍କେର ପ୍ରାର୍ଥନା ଶୁଣିବେ। ସେ ସମାନଙ୍କେର ବୀନତିକୁ ଉପେକ୍ଷା କରିବେ ନାହିଁ।

ଗୀତସଂହିତା 116:1

ମୁଁ ତାଙ୍କୁ ପ୍ରମେ କରେ, କାରଣ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଅଛନ୍ତି।

Interlinear

Choose Theme