ତା'ପରେ ସମାନେେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହାରେ ପର୍ବତରୁ ଲୋହିତ ସାଗର ପଥ ଦଇେ ୟାତ୍ରା କଲେ। ପୁଣି ଦୀର୍ଘପଥ ୟୋଗୁଁ ସମାନେେ ର୍ଧୈୟ୍ଯହରା ହାଇଗେଲେ।
Cross references
ତେଣୁ ମାଶାେ ଏହିସବୁ ଘଟଣା ଇଶ୍ରାୟେଲର ଲୋକମାନଙ୍କୁ କହିଲେ। କିନ୍ତୁ ଲୋକମାନେ ତାଙ୍କର କଥାକୁ କର୍ଣ୍ଣପାତ କଲେ ନାହିଁ। ସମାନଙ୍କେର ଉତ୍ସାହ ଭାଙ୍ଗି ପଡ଼ିଲା। ଏବଂ ସମାନେେ ଏତେ କଠିନ ପରିଶ୍ରମ କରୁଥିଲେ ଯେ ମାଶାଙ୍କେର କଥା ଶୁଣିବା ପାଇଁ ତାଙ୍କର ଆଉ ଧର୍ୟ୍ଯ ନଥିଲା।
ବର୍ତ୍ତମାନ ଅମାଲକେୀଯ ଓ କିଣାନୀଯମାନେ ତଳ ଭୂମିରେ ବାସ କରନ୍ତି। କାଲି ତୁମ୍ଭମାନେେ ଫରେି ଲୋହିତ ସାଗର ପଥଦଇେ ମରୁଭୂମି ଗମନ କରିବା ଉଚିତ୍।
ପୁଣି ଇଦୋମ କହିଲେ, ତୁମ୍ଭମାନେେ ଆମ୍ଭ ଦେଶ ମଧ୍ଯ ଦଇୟିବେ ନାହିଁ, ଗଲେ ଆମ୍ଭେ ଖଡ୍ଗ ନଇେ ତୁମ୍ଭ ବିରୁଦ୍ଧ ରେ ଲଢିବା।
ଏହିପରି ଇଦୋମ ଇଶ୍ରାୟେଲକୁ ଆପଣା ସୀମା ନଇେ ୟିବାର ଅନୁମତି ଦେଲେ ନାହିଁ। ତେଣୁ ଇଶ୍ରାୟେଲ ତାଙ୍କ ନିକଟରୁ ଫରେିୟାଇ ଅନ୍ୟ ବାଟରେ ଗଲେ।
ତହୁଁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମାଶାେ ହାରୋଣ ଓ ଇଲିଯାଶର ଇଶ୍ରାୟେଲର ସମସ୍ତ ମଣ୍ତଳୀଙ୍କ ସମ୍ମୁଖ ରେ ହାରେ ପର୍ବତକୁ ଉଠିଲେ।
ସଦାପ୍ରଭୁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ନଦୀ ପାର ହାଇେ ସେ ଦେଶକୁ ୟିବାପାଇଁ ତୁମ୍ଭମାନେେ କାହିଁକି ସମାନଙ୍କେୁ ନରୁତ୍ସାହିତ କରୁଛ?
କାରଣ ସମାନେେ ଇଷ୍କୋଲ ଉପତ୍ୟକା ପର୍ୟ୍ଯନ୍ତ ଗମନ କରି ଦେଶ ଦେଖିଲେ ଓ ସଦାପ୍ରଭୁଙ୍କ ଦତ୍ତ ଦେଶକୁ ୟିବା ପାଇଁ ଇଶ୍ରାୟେଲ ଲୋକମାନଙ୍କର ମନକୁ ନିରୁତ୍ସାହିତ କଲେ।
ତା'ପରେ ସମାନେେ ହାରେ ପର୍ବତରୁ ୟାତ୍ରା କରି ସଲ୍ମୋନା ରେ ଛାଉଣୀ ସ୍ଥାପନ କଲେ।
କିନ୍ତୁ ତୁମ୍ଭମାନେେ ସକ୍ସ୍ଟଫ ସମକ୍ସ୍ଟଦ୍ର ପଥଦଇେ ପ୍ରାନ୍ତରକକ୍ସ୍ଟ ଫରେିୟାଅ।'
ସମାନଙ୍କେ ସହିତ ୟକ୍ସ୍ଟଦ୍ଧକର ନାହିଁ, ମୁ ତୁମ୍ଭମାନଙ୍କୁ ସହେି ଦେଶ ଦବେି ନାହିଁ। ଏପରିକି ସହେି ଭୂମିରକ୍ସ୍ଟ ପାଦେ ମଧ୍ଯ ଭୂମି ତୁମ୍ଭମାନଙ୍କୁ ଦବେିନାହିଁ। କାରଣ ମୁ ସହେି ପର୍ବତମଯ ଦେଶ ସଯେୀରକକ୍ସ୍ଟ, ଏଷୌକକ୍ସ୍ଟ ଉତ୍ତରାଧିକାରୀ ସକ୍ସ୍ଟତ୍ର ରେ ଦଇେଅଛି।
ଏହାପରେ ଇଶ୍ରାୟେଲ ଲୋକମାନେ ଇଦୋମ ଓ ମାୟୋବ ଦେଶ ମରକ୍ସ୍ଟଭୂମି ଦଇେ ଗଲେ। ସମାନେେ ମାୟୋବ ଦେଶର ପୂର୍ବକକ୍ସ୍ଟ ୟାତ୍ରା କଲେ। ସମାନେେ ଅର୍ନୋନର ସପୋରି ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ। ସମାନେେ ମାୟୋବ ସୀମା ଭିତ ରେ ପ୍ରବେଶ କଲେ ନାହିଁ କାରଣ ଅର୍ଣ୍ଣୋନ୍ ନଦୀ ମାୟୋବର ସୀମା ଥିଲା।
ୟିହୋରାମଙ୍କୁ ଯିହାଶାଫେଟ୍ ପଚାରିଲେ, ଆମ୍ଭମାନେେ କେଉଁ ପଥରେ ୟିବା?
ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।
ଆମ୍ଭେ ଏବେ ଯେଉଁ ଅସୁବିଧା ରେ ଅଛୁ, ସେଥି ରେ ତୁମ୍ଭମାନେେ କହେି ଯେପରି ବିବ୍ରତ ନ ହୁଅ, ସେଥିପାଇଁ ଆମ୍ଭେ ତୀମଥିଙ୍କୁ ପଠାଇଲୁ। ତୁମ୍ଭମାନେେ ଜାଣିଥିଲ ଯେ ଆମ୍ଭେ ଭବିଷ୍ଯତ୍ ରେ ଏଭଳି କଷ୍ଟ ନିଶ୍ଚୟ ପାଇବା।