Home Bibles ☰ Books ଗଣନା ପୁସ୍ତକ 22:15 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 22:15 · ଓଡ଼ିଆ ବାଇବେଲ

ଏହାପରେ ବାଲାକ୍ ପୂର୍ବାପେକ୍ଷା ଅଧିକ ସଂଖ୍ଯକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ବିଲିଯମ ନିକଟକୁ ପଠାଇଲେ।

Cross references

ଗଣନା ପୁସ୍ତକ 22:7

ତହୁଁ ମାୟୋବର ଓ ମିଦିଯନର ପ୍ରାଚୀନବର୍ଗ ଉପହାର ନଇେ ଆସିଲେ। ସମାନେେ ବିଲିଯମ ନିକଟରେ ଉପସ୍ଥିତ ହାଇେ ବାଲାକ ଯାହା କହିଥିଲେ ତାହା କହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:7

ଏହା କହି ସ୍ବର୍ଗଦୂତ ଚ଼ାଲିଗଲେ। ଏହାପରେ କର୍ଣ୍ଣୀଲିୟ ନିଜର ବ୍ଯକ୍ତିଗତ ସହକାରୀ ମଧ୍ଯରୁ ତାହାଙ୍କର ଦୁଇଜଣ ସବେକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ।

Interlinear

Choose Theme