Home Bibles ଗଣନା ପୁସ୍ତକ 22:17 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 22:17 · ଓଡ଼ିଆ ବାଇବେଲ

ତୁମ୍ଭେ ଯଦି ମାେତେ ସାହାୟ୍ଯ କର, ମୁଁ ତୁମ୍ଭକୁ ବହୁତ ଭଲ ଭାବରେ ପୁରସ୍କାର ଦବେି। ତୁମ୍ଭେ ମାେତେ ଯାହା କହିବ ତାହା ମୁଁ କରିବି, ଏଣୁ ପାର୍ଥନା କରି ମୁଁ ବିନଯ କରୁଅଛି, ମାେ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ।

Cross references

ଗଣନା ପୁସ୍ତକ 22:6

ଏଣୁ ଆମ୍ଭେ ତୁମ୍ଭକୁ ଆସିବାକୁ ଓ ଆମ୍ଭ ତରଫରୁ ଏହିସବୁ ଲୋକମାନଙ୍କୁ ଅଭିଶାପ ଦବୋ ପାଇଁ ନିବଦନେ କରୁଅଛୁ। କାରଣ ସମାନେେ ଆମ୍ଭମାନଙ୍କଠାରୁ ବଳବାନ୍ ଅଛନ୍ତି। ତୁମ୍ଭ ସାହାୟ୍ଯ ଦ୍ବାରା ଆମ୍ଭେ ସମାନଙ୍କେୁ ଆମ୍ଭ ରାଜ୍ଯରୁ ବାହାର କରି ପାରିବୁ। ଆମ୍ଭେ ଜାଣୁ ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସମାନେେ ଭାଗ୍ଯବାନ୍ ଏବଂ ତୁମ୍ଭେ ଯାହାକୁ ଶାପ ଦିଅ, ସେ ଶାପଗ୍ରସ୍ତ ହୁଏ।

ଗଣନା ପୁସ୍ତକ 22:37

ବାଲାକ୍ ବିଲିଯମକୁ କହିଲେ, ମୁଁ ତୁମ୍ଭକୁ ମାରେ କୁଳିନମାନଙ୍କ ମାଧ୍ଯମ ରେ ନିମନ୍ତ୍ରଣ କଲି। କିନ୍ତୁ ତୁମ୍ଭେ ଆସିଲ ନାହିଁ। ମୁଁ କ'ଣ ତୁମ୍ଭକୁ ପୁରସ୍କାର ଦବୋକୁ ସମର୍ଥ ନୁହେଁ କି?

ଗଣନା ପୁସ୍ତକ 23:2

ବାଲାକ୍ ବିଲିଯମର କଥା ଅନୁସାରେ କଲେ, ପୁଣି ବାଲାକ୍ ଓ ବିଲିଯମ ପ୍ରେତ୍ୟକକ ୟଜ୍ଞବଦେୀ ରେ ଏକ ଏକ ଗୋବତ୍ସ ଓ ଏକ ଏକ ମଷେ ଉତ୍ସର୍ଗ କଲେ।

ଗଣନା ପୁସ୍ତକ 23:29

ତହୁଁ ବିଲିଯମ ବାଲାକ୍ କୁ କହିଲେ, ଏହି ସ୍ଥାନ ରେ ମାେ ପାଇଁ ସାତ ଗୋଟି ୟଜ୍ଞବଦେୀ ନିର୍ମାଣ କର ଓ ଏହି ସ୍ଥାନ ରେ ମାେ ପାଇଁ ସାତଟି ଷଣ୍ତ ଓ ସାତଟି ଅଣ୍ତିରା ମଷେ ଆଯୋଜନ କର।

ଗଣନା ପୁସ୍ତକ 24:11

ଏଣୁ ତୁମ୍ଭେ ଆପଣା ସ୍ଥାନକୁ ୟାଅ। ତୁମ୍ଭକୁ ଅତି ସମ୍ଭ୍ରାନ୍ତ କରିବାକୁ ଆମ୍ଭର ବିଚାର ଥିଲା। ମାତ୍ର ସଦାପ୍ରଭୁ ତୁମ୍ଭକୁ ସମ୍ମାନ ପାଇବାରୁ ବଞ୍ଚିତ କଲେ।

ଦିତୀୟ ବିବରଣ 16:9

ତୁମ୍ଭମାନେେ କ୍ଷେତ୍ରର ଶସ୍ଯ ଛଦନେ କରିବାର ସମଯାବଧି ସାତ ସଲ୍ଗାହ ଗଣନା କରିବାକୁ ଆରମ୍ଭ କରିବ।

ଏଷ୍ଟର ବିବରଣ 5:11

ଆଉ ହାମନ୍ ଆପଣା ଧନ ଓ ଐଶ୍ବର୍ୟ୍ଯର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦଇେଛନ୍ତି। ଏହିସବୁ ବିଷଯ ସମାନଙ୍କେୁ ଶୁଣାଇଲା।

ଏଷ୍ଟର ବିବରଣ 7:9

ଏହାପରେ ରାଜାର ସାକ୍ଷାତ ରେ ଉପସ୍ଥିତ ହର୍ବୋଣା ନାମକ ଏକ ନଫୁସକ ରାଜାକୁ କହିଲା, ଦେଖନ୍ତୁ, ମହାରାଜାଙ୍କ ପକ୍ଷ ରେ ହିତଜନକ ସମ୍ବାଦଦାଯୀ ମର୍ଦ୍ଦୀଖଯ ନିମନ୍ତେ ହାମନ୍ ପଗ୍ଭଶ ହାତ ଉଚ୍ଚ ଫାଶିକାଠ ପ୍ରସ୍ତୁତ କରିଅଛି। ତାହା ହାମନ୍ର ଗୃହ ରେ ସ୍ଥାପିତ ହାଇେଅଛି।

ମାଥିଉଲିଖିତ ସୁସମାଚାର 4:8

ତାପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନାଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ଯ ଓ ସଗେୁଡିକର ଐଶ୍ବର୍ୟ୍ଯ ଦଖାଇେଲା.

ମାଥିଉଲିଖିତ ସୁସମାଚାର 14:7

ତେଣୁ ସେ ଶପଥ ପୂର୍ବକ େ ହରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, ତୁମ୍ଭେ ଯାହା କିଛି ମାଗିବ, ତାହା ତୁମ୍ଭକୁ ଦିଆୟିବ।

ମାଥିଉଲିଖିତ ସୁସମାଚାର 16:26

ଯଦି ଜଣେ ଲୋକ ନିଜ ଆତ୍ମାକୁ ହ ରଇେ ସାରା ସଂସାର ପାଏ, ତବେେ ସେଥି ରେ ତାହାର କି ଲାଭ ହବେ? ନିଜର ଆତ୍ମାକୁ ଥରେ ହ ରଇେ ପୁଣି ଥରେ କିଣିବା ପାଇଁ କହେି କବେେ ହେଲେ । ୟଥେଷ୍ଟ ଧନ ଦଇେ ପାରିବନାହିଁ।

Interlinear

Choose Theme