Home Bibles ଗଣନା ପୁସ୍ତକ 22:23 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 22:23 · ଓଡ଼ିଆ ବାଇବେଲ

ଏଥି ରେ ବିଲିଯମଙ୍କର ଗଧ ସଦାପ୍ରଭୁଙ୍କ ଖଡ୍ଗଧାରୀ ଦୂତକୁ ଦେଖିଲା। ତହୁଁ ସେ ବାଟ ଛାଡି ବିଲ ଆଡକୁ ଗଲା। ତେଣୁ ବିଲିଯମ ରାଗିୟାଇ ଗଧକୁ ବାଟକୁ ଆଣିବା ପାଇଁ ପ୍ରହାର କଲା।

Cross references

ଯିହୋଶୂୟ 5:13

ଯେତବେେଳେ ଯିହାଶୂେୟ ଯିରୀହାେ ନିକଟରେ ଛିଡା ହାଇେଥିଲେ, ତାଙ୍କ ସମ୍ମକ୍ସ୍ଟଖ ରେ ଏକ ଲୋକ ଛିଡା ହାଇେଥିଲା। ସେ ଲକ୍ଷ୍ଯ କଲେ ଲୋକଟି ତା'ହାତ ରେ ଏକ ଖଣ୍ତା ଟାଣି ବାହାର କଲା। ଯିହାଶୂେୟ ତା'ର ନିକଟକକ୍ସ୍ଟ ଗଲେ ଓ ପଚାରିଲେ, ତୁମ୍ଭେ ଆମ୍ଭର ଲୋକମାନଙ୍କର ବନ୍ଧକ୍ସ୍ଟ ନା ଶତୃ?

ଦିତୀୟ ରାଜାବଳୀ 6:17

ତା'ପରେ ଇଲୀଶାୟ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ମୁଁ ବିନଯ କରୁଛି, ମାରେ ସବେକର ଆଖି ଖାଲିେ ଦିଅ, ଯେପରି ସେ ଦେଖିପାରିବ।

ପ୍ରଥମ ବଂଶାବଳୀ 21:16

ଦାଉଦ ଉର୍ଦ୍ଧ୍ବଆଡ଼େ ଚାହଁ ସଦାପ୍ରଭୁଙ୍କର ଦୂତଙ୍କୁ ଆକାଶ ରେ ଦେଖିଲେ। ସ୍ବର୍ଗଦୂତ ୟିରୁଶାଲମ ନଗରୀ ଉପରେ ତାଙ୍କର ଖଡ୍ଗ ବିସ୍ତାର କରି ରଖିଥିଲେ। ଏହାପରେ ଦାଉଦ ଓ ପ୍ରାଚୀନବର୍ଗମାନେ ମୁହଁ ମାଡ଼ି ଭୂମିରେ ପଡ଼ିଲେ। ଦାଉଦ ଓ ପ୍ରାଚୀନବର୍ଗମାନେ ନିଜର ଦୁଃଖପ୍ରକାଶ କରିବା ନିମନ୍ତେ ବିଶଷେ ବସ୍ତ୍ରମାନ ପିନ୍ଧିଥିଲେ।

ଯିରିମିୟ 8:7

ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିଯମ ଜାଣନ୍ତି ନାହିଁ।

ଦାନିଏଲ 10:7

ପୁଣି ମୁଁ ଦାନିୟେଲ, ଏକାକୀ ସହେି ଦର୍ଶନ ଦେଖିଲି। କାରଣ ମାରେ ସାଥୀମାନେ ସହେି ଦର୍ଶନ ଦେଖିଲେ ନାହିଁ, ସମାନେେ ଅତ୍ଯନ୍ତ ଭୟଭୀତ ହାଇେ ଲୁଚି ପଳାଯନ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 22:9

ମାେ ସହିତ ଥିବା ଲୋକମାନେ ମଧ୍ଯ ସହେି ଆଲୋକ ଦେଖି ପାରିଲେ। କିନ୍ତୁ ସମାନେେ ମାେତେ କୁହାୟିବା ବାକ୍ଯ ଶୁଣି ବୁଝି ପାରିଲେ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:27

କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ।

ପିତରଙ୍କ ଦିତୀୟ ପତ୍ର 2:16

କିନ୍ତୁ ଗୋଟିଏ ଗଧ ତାହାକୁ କହିଲା ଯେ ସେ ଭୁଲ କରୁଛି। ଗଧ ସାଧାରଣ ଭାବରେ କଥା କହିପା ରେ ନାହିଁ, କିନ୍ତୁ ସହେି ଗଧଟି ମଣିଷର ଭାଷା ରେ କଥା କହିଲା ଓ ବିଲିଯାମର ବିକୃତ ଚିନ୍ତାଧାରାରୁ ତାହାକୁ ବିରତ କଲା।

ଯିହୂଦାଙ୍କ ପତ୍ର 1:11

ଏହା ସମାନଙ୍କେ ପାଇଁ ଖରାପ ଅଟେ। ଏହି ଲୋକମାନେ କଯିନର ପଥ ଅନୁସରଣ କରିଛନ୍ତି। ସମାନେେ ଅର୍ଥ ଲୋଭ ସକାେଶ ବିଲିୟମ ପରି ଅନ୍ଯାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ବରଙ୍କ ବିରୁଦ୍ଧ ରେ ଆଚରଣ କରିଛନ୍ତି। କୋରହ ପରି ସମାନେେ ମଧ୍ଯ ଧ୍ବଂସ ହବେେ।

Interlinear

Choose Theme