Home Bibles ☰ Books ଗଣନା ପୁସ୍ତକ 22:30 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 22:30 · ଓଡ଼ିଆ ବାଇବେଲ

ପୁଣି ଗଧ ବିଲିଯମକୁ କହିଲା, ତୁମ୍ଭେ ଜନ୍ମାବଧି ଆଜି ପର୍ୟ୍ଯନ୍ତ ଯେଉଁ ଗଧ ଉପରେ ଚଢି ଆସିଅଛ, ମୁଁ କ'ଣ ତୁମ୍ଭର ସହେି ଗଧ ନୁହେଁ? ମୁଁ କ'ଣ ଅତୀତ ରେ ତୁମ୍ଭ ପ୍ରତି କବେେ ଏପରି ବ୍ଯବହାର କରିଥିଲି?

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:27

କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ।

ପିତରଙ୍କ ଦିତୀୟ ପତ୍ର 2:16

କିନ୍ତୁ ଗୋଟିଏ ଗଧ ତାହାକୁ କହିଲା ଯେ ସେ ଭୁଲ କରୁଛି। ଗଧ ସାଧାରଣ ଭାବରେ କଥା କହିପା ରେ ନାହିଁ, କିନ୍ତୁ ସହେି ଗଧଟି ମଣିଷର ଭାଷା ରେ କଥା କହିଲା ଓ ବିଲିଯାମର ବିକୃତ ଚିନ୍ତାଧାରାରୁ ତାହାକୁ ବିରତ କଲା।

Interlinear

Choose Theme