Home Bibles ଗଣନା ପୁସ୍ତକ 22:32 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 22:32 · ଓଡ଼ିଆ ବାଇବେଲ

ସେତବେେଳେ ସଦାପ୍ରଭୁଙ୍କ ଦୂତ ତାକୁ କହିଲେ, ତୁମ୍ଭେ ତିନିଥର ଏହି ଗଧକୁ କାହିଁକି ପ୍ରହାର କଲ? ଦେଖ, ମୁଁ ତୁମ୍ଭର ଶତୃରୂପେ ଆସିଅଛି, ଯେ ହତେୁ ତୁମ୍ଭର ୟାତ୍ରା ଭୂଲ୍ ଅଟେ।

Cross references

ଯାତ୍ରା ପୁସ୍ତକ 3:2

ସହେି ପର୍ବତ ରେ, ମାଶାେ ଦେଖିଲେ ସଦାପ୍ରଭୁଙ୍କର ଏକ ଦୂତ ଏକ ଜ୍ବଳନ୍ତା ବୁଦା ମଧିଅରେ ଥିଲା। ମାଶାେ ଦେଖିଲେ, ବୁଦା ରେ ଅଗ୍ନି ଲଗିଥିଲେ ମଧ୍ଯ ତାହା ଧ୍ବଂସ ହେଉ ନଥିଲା।

ଗଣନା ପୁସ୍ତକ 22:20

ସହେି ରାତ୍ରି ରେ ପରମେଶ୍ବର ବିଲିଯମ ନିକଟକୁ ଆସିଲେ ଏବଂ କହିଲେ, ଯଦି ଏହି ଲୋକମାନେ ତୁମ୍ଭକୁ ସମାନଙ୍କେ ସଙ୍ଗ ରେ ୟିବାକୁ ଅନୁ ରୋଧ କରୁଛନ୍ତି, ତୁମ୍ଭେ ୟାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହାହିଁ କରିବା ଉଚିତ୍।

ଗଣନା ପୁସ୍ତକ 22:22

ସେତବେେଳେ ବିଲିଯମ ଆପଣା ଦୁଇ ଦାସଙ୍କ ସହିତ ଗଧ ଉପରେ ଚଢି ଯାଉଥିଲେ। ପରମେଶ୍ବରଙ୍କ କୋର୍ଧ ପ୍ରଜ୍ବଳିତ ହେଲା। ଆଉ ସଦାପ୍ରଭୁଙ୍କ ଦୃତ ତାହାର ଶତ୍ରୁରୂପେ ପଥ ମଧିଅରେ ଠିଆ ହାଇେ ରହିଲେ।

ଗଣନା ପୁସ୍ତକ 22:28

ତହୁଁ ସଦାପ୍ରଭୁ ଗଧ ମୁଖ ରେ ଭାଷା ଦେଲେ, ତେଣୁ ସେ ବିଲିଯମକୁ କହିଲା, ମୁଁ ତୁମ୍ଭର କ'ଣ କଲି? କାହିଁକି ତୁମ୍ଭେ ରାଗି ମାେତେ ତିନିଥର ପ୍ରହାର କଲ?

ଗଣନା ପୁସ୍ତକ 22:35

ତା'ପରେ ସଦାପ୍ରଭୁଙ୍କ ଦୂତ ବିଲିଯମକୁ କହିଲେ, ସହେି ଲୋକମାନଙ୍କ ସଙ୍ଗେ ୟାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କବଳେ ତାହା ତୁମ୍ଭେ କହିବ। ତହୁଁ ବିଲିଯମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

ଦିତୀୟ ବିବରଣ 23:4

କାରଣ ତୁମ୍ଭମାନେେ ମିଶରରକ୍ସ୍ଟ ବାହାର ହାଇେ ଆସିବା ବେଳେ ସହେି ସମୟରେ ସମାନେେ ଅନ୍ନଜଳ ସହିତ ତୁମ୍ଭମାନଙ୍କୁ ପଥରେ ଭଟେିଲେ ନାହିଁ। ପକ୍ସ୍ଟଣି ସମାନେେ ତୁମ୍ଭମାନଙ୍କୁ ଶାପଦବୋ ନିମନ୍ତେ ମସେୋପଟାମିଆର ପଥୋର ସହର ନିବାସୀ ବିଲିଯମକକ୍ସ୍ଟ ପାରଶ୍ରମିକ ଦେଲେ।

ଦିତୀୟ ବିବରଣ 25:4

ବଳଦମାନେ ବେଁଙ୍ଗଲା ରେ ବକ୍ସ୍ଟଲିବା ସମୟରେ ସମାନଙ୍କେର ମକ୍ସ୍ଟହଁ ବାନ୍ଧିବ ନାହିଁ।

ଗୀତସଂହିତା 36:6

ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ଯ ଅଧିକ ଉଚ୍ଚ ତୁମ୍ଭର ନ୍ଯାଯପ୍ରିଯତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ଯ ଓ ପଶୁମାନଙ୍କୁ ରକ୍ଷା କର।

ଗୀତସଂହିତା 145:9

ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମଯ। ପରମେଶ୍ବରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାଙ୍କର ଦୟା ଥାଏ।

ଗୀତସଂହିତା 147:9

ପରମେଶ୍ବର ପଶୁମାନଙ୍କୁ ଆହାର ଦିଅନ୍ତି। ସେ ପକ୍ଷୀ ଶାବକମାନଙ୍କୁ ମଧ୍ଯ ଆହାର ଦିଅନ୍ତି, ୟାହା ପାଇଁ ସମାନେେ ଚିତ୍କାର କରନ୍ତି।

ହିତୋପଦେଶ 14:2

ଯେଉଁ ଜନ ଆପଣା ସରଳତା ରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ। ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ।

ହିତୋପଦେଶ 16:2

ଜଣେ ଲୋକ ଭାବେ ସେ ଯାହା କହୁଛି, ତାହା ଠିକ୍। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ପରୀକ୍ଷା କରନ୍ତି।

ହିତୋପଦେଶ 28:6

ଜଣେ ଗରିବ ଲୋକ ୟିଏ ଦୋଷହୀନ ଭାବରେ ଜୀବନୟାପନ କରେ, ସେ ସହେି ଧନୀ ଲୋକଠାରୁ ଉତ୍ତମ ଯାହାର ପଥ କୁପଥଗାମୀ ହାଇେଛି।

ହିତୋପଦେଶ 28:18

ସହେି ଜଣେ ୟିଏ ନିର୍ଦ୍ଦୋଶ ଭାବରେ ଜୀବନ ୟାପନ କରେ, ସେ ନଜକୁ ରକ୍ଷା କରେ। କିନ୍ତୁ ଜଣେ ୟିଏ ତା'ର ନଜ ପଥକୁ ବିପଥରେ ନିଏ ସେ ଅକସ୍ମାତ ପଡ଼ିୟିବ।

ଯୂନସ 4:11

ତୁମ୍ଭେ ଯଦି ସାମାନ୍ଯ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହବେି ନାହିଁ କି? ସହେି ନଗରୀ ରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସହେି ନଗର ରେ 1,20,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୂଲ୍ କରୁଛନ୍ତି ବୋଲି ଜାଣି ନଥିଲେ। କ'ଣ ଆମ୍ଭେ ତାଙ୍କ ପ୍ରତି ଦୟା ନକରିବା।

ମୀଖା 6:5

ହେ ଆମ୍ଭର ଲୋକମାନେ, ମାୟୋବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିଯୋରର ପୁତ୍ର ବିଲିଯମ୍ ତାଙ୍କୁ କି ଉତ୍ତର ଦଇେଥିଲେ, ତାକୁ ସ୍ମରଣ କର। ଶିଟୀମ୍ଠାରୁ ଗିଲ୍ଗଲ୍ ପର୍ୟ୍ଯନ୍ତ ଯାହାସବୁ ଘଟିୟାଇଛି, ତାକୁ ମଧ୍ଯ ମନେ ପକାଅ। ତାହା ହେଲେ ସଦାପ୍ରଭୁଙ୍କର ନ୍ଯାଯ କର୍ମ ବିଷଯ ରେ ତୁମ୍ଭମାନେେ ଜାଣି ପାରିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:10

ତୁମ୍ଭେ ସବୁ ପ୍ରକାର ମନ୍ଦ କାର୍ୟ୍ଯ ଓ ମିଥ୍ଯା ରେ ପରିପୂର୍ଣ୍ଣ ଅଟ। ତୁମ୍ଭେ ସର୍ବଦା ପ୍ରଭୁଙ୍କ ସତ୍ଯକୁ ମିଥ୍ଯା ରେ ପରିଣତ କରିବାକୁ ଚେ଼ଷ୍ଟା କରିଥାଅ।

ପିତରଙ୍କ ଦିତୀୟ ପତ୍ର 2:14

ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।

Interlinear

Choose Theme