Home Bibles ଗଣନା ପୁସ୍ତକ 22:35 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 22:35 · ଓଡ଼ିଆ ବାଇବେଲ

ତା'ପରେ ସଦାପ୍ରଭୁଙ୍କ ଦୂତ ବିଲିଯମକୁ କହିଲେ, ସହେି ଲୋକମାନଙ୍କ ସଙ୍ଗେ ୟାଅ। ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା କବଳେ ତାହା ତୁମ୍ଭେ କହିବ। ତହୁଁ ବିଲିଯମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା।

Cross references

ଗଣନା ପୁସ୍ତକ 22:20

ସହେି ରାତ୍ରି ରେ ପରମେଶ୍ବର ବିଲିଯମ ନିକଟକୁ ଆସିଲେ ଏବଂ କହିଲେ, ଯଦି ଏହି ଲୋକମାନେ ତୁମ୍ଭକୁ ସମାନଙ୍କେ ସଙ୍ଗ ରେ ୟିବାକୁ ଅନୁ ରୋଧ କରୁଛନ୍ତି, ତୁମ୍ଭେ ୟାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହାହିଁ କରିବା ଉଚିତ୍।

ଯିହୋଶୂୟ 24:10

କିନ୍ତୁ ମୁ ସଦାପ୍ରଭୁ ବିଲିଯମର କଥାକକ୍ସ୍ଟ ଧ୍ଯାନ ଦଲେି ନାହିଁ। ସେ ତୁମ୍ଭକୁ ବହକ୍ସ୍ଟବାର ଆଶୀର୍ବାଦ କଲା। ଏବଂ ମୁ ତୁମ୍ଭକୁ ତା'ର ଶକ୍ତି କବଳରକ୍ସ୍ଟ ରକ୍ଷା କଲି।

ଗୀତସଂହିତା 81:12

ତଣେୁ ଆମ୍ଭେ ସମାନଙ୍କେୁ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯ କରିବାକୁ ଦଲେୁ। ଇଶ୍ରାୟେଲୀୟମାନେ ସମାନଙ୍କେର ଇଚ୍ଛାନୁସାରେ କାର୍ୟ୍ଯମାନ କଲେ।

ହିତୋପଦେଶ 28:18

ସହେି ଜଣେ ୟିଏ ନିର୍ଦ୍ଦୋଶ ଭାବରେ ଜୀବନ ୟାପନ କରେ, ସେ ନଜକୁ ରକ୍ଷା କରେ। କିନ୍ତୁ ଜଣେ ୟିଏ ତା'ର ନଜ ପଥକୁ ବିପଥରେ ନିଏ ସେ ଅକସ୍ମାତ ପଡ଼ିୟିବ।

ଯିଶାଇୟ 37:26

ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ'ଣ ଶୁଣି ନାହଁ, ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ବଂସ କରି ଢ଼ିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁଁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:9

ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।

Interlinear

Choose Theme