ବାଲାକ୍ ଶୁଣିଲା ଯେ, ବିଲିଯମ ଆସୁଅଛି, ତେଣୁ ସେ (ବାଲାକ୍) ମାୟୋବ ନଗରକୁ ବିଲିଯମକୁ ସାକ୍ଷାତ କରିବା ପାଇଁ ଗଲେ। ଅର୍ଣୋନ ନଦୀ ନିକଟସ୍ଥ ଦେଶର ଉପାନ୍ତ ରେ ସହେି ନଗର ଥିଲା।
Cross references
ତା'ପରେ ଅବ୍ରାମ କଦର୍ଲାଯୋମରକୁ ଓ ତାଙ୍କର ସହାୟ ରାଜାଗଣଙ୍କୁ ଜଯ କରି ବାହୁଡ଼ିବା ପରେ ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍ ରାଜାର ପଦାକୁ ଗମନ କଲେ।
ଅବ୍ରହାମ ଦେଖିଲେ ତିନିଜଣ ଲୋକ ତାଙ୍କ ସମ୍ମୁଖ ରେ ଛିଡା ହାଇେଥିଲେ। ଅବ୍ରହାମ ଏହା ଦେଖିବାପରେ ସମାନଙ୍କେ ପାଖକୁ ଧାଇଁଗଲେ ଓ ଭୂମିଷ୍ଠ ହେଲେ।
ଯୋଷଫେ ଜାଣିଲେ ଯେ ତାଙ୍କର ପିତା ଇଶ୍ରାୟେଲ ଆସୁଛନ୍ତି। ତେଣୁ ଗୋଶନକୁ ୟାଇ ତାଙ୍କର ପିତାଙ୍କୁ ଦଖାେ କରିବା ପାଇଁ ଯୋଷଫେ ତାଙ୍କର ରଥ ସଜାଡ଼ିଲେ। ଯେତବେେଳେ ଯୋଷଫେ ତାଙ୍କର ପିତାଙ୍କୁ ଦେଖିଲେ ସେ ତାହାଙ୍କ ଗଳାଧରି ବହୁ ସମୟ ରୋଦନ କଲେ।
ତେଣୁ ମାଶାେ ତାଙ୍କ ଶ୍ବଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମାଶାେ ତାଙ୍କ ଶ୍ବଶୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦଲେ। ଏବଂ ସମାନେେ ପରମେଶ୍ବରଙ୍କର ଉତ୍ତମ ଖବର ବୁଝିଲେ। ଏହାପରେ ସମାନେେ ମାଶାଙ୍କେ ତମ୍ବୁକୁ ଗଲେ ଓ ସଠାେରେ କଥା ହେଲ।
ସଠାରୁେ ସମାନେେ ୟାତ୍ରକରି ଇମାରେୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣୋନ ନଦୀର ଅନ୍ୟ ପାଶର୍ବ ମରୁଭୂମିରେ ଛାଉଣୀ ସ୍ଥାପନ କଲେ। କାରଣ ମାୟୋବର ଓ ଇ ମାରେୀଯମାନଙ୍କର ମଧ୍ଯବର୍ତ୍ତୀ ଅର୍ଣୋନ୍ ମାୟୋବର ସୀମା ଥିଲା।
ସଦାପ୍ରଭୁ ମାେତେ କହିଲେ, 'ଅର୍ଣୋନ ଇପତ୍ଯାକା ପାର ହବୋପାଇଁ ପ୍ରସ୍ତକ୍ସ୍ଟତ ହକ୍ସ୍ଟଅ। ଆମ୍ଭେ ହିଷବୋନର ରାଜା ଇ ମାରେୀଯ ସୀହାନକେୁ ଓ ତାଙ୍କ ଦେଶକକ୍ସ୍ଟ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କଲକ୍ସ୍ଟ। ତେଣୁ ତାଙ୍କ ସହିତ ୟକ୍ସ୍ଟଦ୍ଧ କର ଓ ତାଙ୍କର ଦେଶ ଅଧିକାର କର।
ଏହି ପ୍ରକାର ରେ, ଆମ୍ଭମାନେେ ୟର୍ଦ୍ଦନର ପୂର୍ବ ପାରିସ୍ଥ ଇ ମାରେୀଯମାନଙ୍କ ଦକ୍ସ୍ଟଇ ରାଜାଙ୍କର ହାତରକ୍ସ୍ଟ ଅର୍ଣୋନ ଉପତ୍ୟକା ଠାରକ୍ସ୍ଟ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ସମସ୍ତ ଦେଶ ହସ୍ତଗତ କଲକ୍ସ୍ଟ।
ଏହାପରେ ଇଶ୍ରାୟେଲ ଲୋକମାନେ ଇଦୋମ ଓ ମାୟୋବ ଦେଶ ମରକ୍ସ୍ଟଭୂମି ଦଇେ ଗଲେ। ସମାନେେ ମାୟୋବ ଦେଶର ପୂର୍ବକକ୍ସ୍ଟ ୟାତ୍ରା କଲେ। ସମାନେେ ଅର୍ନୋନର ସପୋରି ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ। ସମାନେେ ମାୟୋବ ସୀମା ଭିତ ରେ ପ୍ରବେଶ କଲେ ନାହିଁ କାରଣ ଅର୍ଣ୍ଣୋନ୍ ନଦୀ ମାୟୋବର ସୀମା ଥିଲା।
ଶାଉଲ ବଳି କାର୍ୟ୍ଯ ସମାଲ୍ଗ କରିବା ମାତ୍ରକେ ଶାମକ୍ସ୍ଟଯଲେ ସଠାେରେ ପହନ୍ଚିଲେ। ଶାଉଲ ତାଙ୍କୁ ସାକ୍ଷାତ କରିବା ପାଇଁ ଆସିଲେ।
ମାୟୋବର କନ୍ଯାଗଣ ଅର୍ନୋନ ଅତିକ୍ରମ କରିବାକୁ ଚେଷ୍ଟା କରିବେ। ସାହାୟ୍ଯ ପାଇଁ ସମାନେେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଧାଇଁବେ। ପକ୍ଷୀର ବସା ଭାଙ୍ଗି ତଳେ ପଡ଼ିଲା ପ ରେ, ପକ୍ଷୀ ଛୁଆମାନେ ଏଣତେଣେେ ଧାଇଁଲା ପରି ସମାନେେ ଧାଇଁବେ।
ମାଯାେବ ଧ୍ବଂସପ୍ରାପ୍ତ ହାଇେ ଲଜ୍ଜିତ ହାଇେଅଛି। ତେଣୁ ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ମାୟୋବ ଧ୍ବଂସ ହାଇେଅଛି ବୋଲି ଅର୍ନୋନ ରେ ପ୍ରଚାର କର।
ରୋମ ରେ ଥିବା ଭାଇମାନେ ଆମ୍ଭ ଆସିବା ବିଷୟ ରେ ଖବର ପାଇଥିଲେ। ସମାନେେ ଆପ୍ପିୟଙ୍କ ହାଟ ଓ ତିନି ସ ରଇେ ଘର ସ୍ଥାନ ପର୍ୟ୍ଯନ୍ତ ଆମ୍ଭକୁ ଭଟେିବାକୁ ଆସିଥିଲେ। ସମାନଙ୍କେୁ ଦେଖି ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ଉତ୍ସାହିତ ହେଲେ।