Home Bibles ଗଣନା ପୁସ୍ତକ 22:40 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 22:40 · ଓଡ଼ିଆ ବାଇବେଲ

ତହୁଁ ବାଲାକ୍ କିଛି ଗାଈ ଓ ମଷେ ବଳିଦାନ କରି ବିଲିଯମ ତାହାର (ବାଲାକ୍) ସଗୀଂ ଅଧିପତିମାନଙ୍କୁ ମାଂସ ଦେଲେ।

Cross references

ଆଦି ପୁସ୍ତକ 31:54

ଏହାପରେ ସେ ସହେି ପର୍ବତ ରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା ନିଜ ଲୋକଙ୍କୁ ଡ଼ାକିଲା। ତହିଁରେ ସମାନେେ ଭୋଜନ କରି ପର୍ବତ ରେ ରାତ୍ରିସାରା ରହିଲେ।

ଗଣନା ପୁସ୍ତକ 23:2

ବାଲାକ୍ ବିଲିଯମର କଥା ଅନୁସାରେ କଲେ, ପୁଣି ବାଲାକ୍ ଓ ବିଲିଯମ ପ୍ରେତ୍ୟକକ ୟଜ୍ଞବଦେୀ ରେ ଏକ ଏକ ଗୋବତ୍ସ ଓ ଏକ ଏକ ମଷେ ଉତ୍ସର୍ଗ କଲେ।

ଗଣନା ପୁସ୍ତକ 23:14

ବାଲାକ୍ ବିଲିଯମକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନଇଗେଲେ ଏବଂ ସହେି ସ୍ଥାନ ରେ ସାତଟି ୟଜ୍ଞବଦେୀ ନିର୍ମାଣ କଲେ ଏବଂ ପ୍ରେତ୍ୟକକ ୟଜ୍ଞବଦେୀ ରେ ଗୋଟିଏ ଷଣ୍ତ ଓ ଗୋଟିଏ ଅଣ୍ତିରା ମଷେ ଉତ୍ସର୍ଗ କଲେ।

ଗଣନା ପୁସ୍ତକ 23:30

ତେଣୁ ବାଲାକ୍ ସହେି ଅନୁସାରେ କଲେ ଓ ପ୍ରେତ୍ୟକକ ୟଜ୍ଞବଦେୀ ରେ ଗୋଟିଏ ଗୋବତ୍ସ ଓ ଗୋଟିଏ ଗୋଟିଏ ଅଣ୍ତିରା ମଷେ ଉତ୍ସର୍ଗ କଲେ।

ହିତୋପଦେଶ 1:16

ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।

Interlinear

Choose Theme