Home Bibles ଗଣନା ପୁସ୍ତକ 23:12 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 23:12 · ଓଡ଼ିଆ ବାଇବେଲ

ମାତ୍ର ବିଲିଯମ ଉତ୍ତର କଲା, ସଦାପ୍ରଭୁ ମାେ ମୁହଁ ରେ ଯାହା କହନ୍ତି, ତାହା ହିଁ କରିବା କ'ଣ ମାରେଉଚିତ ନୁହେଁ?

Cross references

ଗଣନା ପୁସ୍ତକ 22:20

ସହେି ରାତ୍ରି ରେ ପରମେଶ୍ବର ବିଲିଯମ ନିକଟକୁ ଆସିଲେ ଏବଂ କହିଲେ, ଯଦି ଏହି ଲୋକମାନେ ତୁମ୍ଭକୁ ସମାନଙ୍କେ ସଙ୍ଗ ରେ ୟିବାକୁ ଅନୁ ରୋଧ କରୁଛନ୍ତି, ତୁମ୍ଭେ ୟାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହାହିଁ କରିବା ଉଚିତ୍।

ଗଣନା ପୁସ୍ତକ 22:38

ତହୁଁ ବିଲିଯମ ବାଲାକଙ୍କୁ କହିଲା, ମୁଁ ତୁମ୍ଭ ନିକଟକୁ ଆସିଛି, ମାତ୍ର ପରମେଶ୍ବର, ମାେ ମୁଖ ରେ ଯେଉଁ ବାକ୍ଯ ଦବେେ ତାହା ହିଁ ମୁଁ କହିବି।

ଗଣନା ପୁସ୍ତକ 23:3

ତହୁଁ ବିଲିଯମ ବାଲାକକୁ କହିଲେ, ତୁମ୍ଭେ ଆପଣା ହୋମବଳୀ ନିକଟରେ ଠିଆ ହୁଅ। ମୁଁ ଅନ୍ୟ ଏକ ସ୍ଥାନକୁ ୟିବି। ପ୍ରାଯ ସଦାପ୍ରଭୁ ମାେତେ ସାକ୍ଷାତ କରିବାକୁ ଆସିବେ। ଆଉ ସେ ଯାହା ନିର୍ଦ୍ଦେଶ ଦବେେ, ତାହା ହିଁ ତୁମ୍ଭକୁ କହିବି। ଏଣୁ ସେ ଏକ ଉଚ୍ଚସ୍ଥାନକୁ ଗଲେ।

ଗଣନା ପୁସ୍ତକ 23:20

ଦେଖ, ସଦାପ୍ରଭୁ ମାେତେ ଆଶୀର୍ବାଦ କରିବାକୁ ଆଜ୍ଞା ଦଇେଛନ୍ତି। ସେ ନିଜେ ମଧ୍ଯ ଆଶୀର୍ବାଦ କରିଛନ୍ତି। ଏଣୁ ମୁଁ ଏହା ଅନ୍ୟଥା କରି ନପା ରେ।

ଗଣନା ପୁସ୍ତକ 23:26

ବିଲିଯମ ବାଲାକ୍ କୁ କହିଲେ, ମୁଁ ପୂର୍ବରୁ ତୁମ୍ଭକୁ କହିଅଛ ଯେ, ସଦାପ୍ରଭୁ ମାେତେ ଯାହା କହିବେ ମୁଁ ତାହା କରିବି।

ଗଣନା ପୁସ୍ତକ 24:13

'ଯଦି ବାଲାକ୍ ମାେତେ ସୂନା ରୂପା ପୂର୍ଣ ଆପଣା ଗୃହ ଦବେେ, ତବେେ ମୁଁ ନିଜ ଇଛା ରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁ ବାକ୍ଯର ବାହାରକୁ ୟାଇ ପାରିବ ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।

ହିତୋପଦେଶ 26:25

ସେ ମିଷ୍ଟ ସ୍ବର ରେ କହିଲେ, ତାହାକୁ ବିଶ୍ବାସ କର ନାହିଁ। ଯେ ହତେୁ ତା'ର ହୃଦଯ ରେ ସାତଟା ଘୃଣ୍ଯ ବିଷଯ ଥାଏ।

ରୋମୀୟଙ୍କ ପ୍ରତି ପତ୍ର 16:18

ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।

ତୀତସଙ୍କ ପ୍ରତି ପତ୍ର 1:16

ସେ ଲୋକମାନେ କୁହନ୍ତି ଯେ ସମାନେେ ପରମେଶ୍ବରଙ୍କୁ ଜାଣିଛନ୍ତି। କିନ୍ତୁ ଯେଉଁସବୁ ମନ୍ଦ କାମ ସମାନେେ କରୁଛନ୍ତି, ସେଥିରୁ ଜଣାଯାଏ ଯେ ସମାନେେ ପରମେଶ୍ବରଙ୍କୁ ଗ୍ରହଣ କରନ୍ତି ନାହିଁ। ସମାନେେ ଭୟଙ୍କର ଲୋକ, ଆଜ୍ଞା ବି ରୋଧୀ ଓ କୌଣସି ଭଲ କାମ ପାଇଁ ଅ ଯୋଗ୍ଯ।

Interlinear

Choose Theme