Home Bibles ଗଣନା ପୁସ୍ତକ 23:28 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 23:28 · ଓଡ଼ିଆ ବାଇବେଲ

ଏଣୁ ବାଲାକ୍ ବିଲିଯମ ମରୁଭୂମି ଅଭିମୁଖ ରେ ପିୟୋର ଶିଖରକୁ ନଇଗେଲେ।

Cross references

ଗଣନା ପୁସ୍ତକ 21:20

ବାମାେତରୁ ମାୟୋବ କ୍ଷେତ୍ରସ୍ଥିତ ଉପତ୍ୟକା ଦଇେ ପିସ୍ଗା ପର୍ବତର ଶୃଗଂକୁ ୟାତ୍ରା କଲେ। ତାହା ମରୁଭୂମି ଆଡକୁ ଥିଲା।

ଗୀତସଂହିତା 106:28

ଏହାପରେ ପରମେଶ୍ବରଙ୍କ ଲୋକମାନେ ବାଲ୍-ପିୟୋର ସବୋ କଲେ। ସମାନେେ ଅନ୍ୟ ଦବେତାମାନଙ୍କଠାରେ ବଳି ଦିଆୟାଇଥିବା ପଶୁମାନଙ୍କର ମାଂସ ଭକ୍ଷଣ କଲେ।

Interlinear

Choose Theme