Home Bibles ଗଣନା ପୁସ୍ତକ 24:13 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 24:13 · ଓଡ଼ିଆ ବାଇବେଲ

'ଯଦି ବାଲାକ୍ ମାେତେ ସୂନା ରୂପା ପୂର୍ଣ ଆପଣା ଗୃହ ଦବେେ, ତବେେ ମୁଁ ନିଜ ଇଛା ରେ ଭଲ କି ମନ୍ଦ କରିବା ପାଇଁ ସଦାପ୍ରଭୁ ବାକ୍ଯର ବାହାରକୁ ୟାଇ ପାରିବ ନାହିଁ, ଯାହା ସଦାପ୍ରଭୁ କହିବେ ତାହା ହିଁ କରିବି।

Cross references

ଗଣନା ପୁସ୍ତକ 16:28

ତା'ପରେ ମାଶାେ କହିଲେ, ମୁଁ ତୁମ୍ଭମାନଙ୍କୁ ପ୍ରମାଣ ଦବେି ଯେ ସଦାପ୍ରଭୁ ମାେତେ ଏସବୁ କରିବା ପାଇଁ ପଠାଇ ଅଛନ୍ତି, ମୁଁ ନିଜ ମନରୁ କିଛି କରୁନାହିଁ ବୋଲି ତୁମ୍ଭମାନେେ ଜାଣିବ।

ଗଣନା ପୁସ୍ତକ 22:8

ତହୁଁ ବିଲଯମ ସମାନଙ୍କେୁ କହିଲେ, ତୁମେମାନେ ଆଜି ରାତ୍ରି ଏଠା ରେ ରୁହ, ଆଉ ସଦାପ୍ରଭୁ ମାେତେ ଯାହା କହିବେ ତାହା ମୁଁ ପୁନର୍ବାର ତୁମ୍ଭକୁ ଜଣାଇବି। ତହୁଁ ମାଯାେବର ଅଧିପତିମାନେ ବିଲିଯମ ସହିତ ରାତ୍ରି ୟାପନ କଲେ।

ଗଣନା ପୁସ୍ତକ 22:18

ଏଥି ରେ ବିଲିଯମ ବାଲାକ୍ର ଦାସମାନଙ୍କୁ କହିଲେ, ଯଦି ବାଲାକ୍ ସୁନା ରୂପା ରେ ପରିପୂର୍ଣ ନିଜର ଗୃହକୁ ମାେତେ ଦଇେ ଦିଅନ୍ତି, ତଥାପି ମୁଁ ସଦାପ୍ରଭୁ ମାରେପରମେଶ୍ବରଙ୍କ ଆଜ୍ଞା ବାହାରକୁ ୟାଇ ପାରିବି ନାହିଁ।

ଗଣନା ପୁସ୍ତକ 22:20

ସହେି ରାତ୍ରି ରେ ପରମେଶ୍ବର ବିଲିଯମ ନିକଟକୁ ଆସିଲେ ଏବଂ କହିଲେ, ଯଦି ଏହି ଲୋକମାନେ ତୁମ୍ଭକୁ ସମାନଙ୍କେ ସଙ୍ଗ ରେ ୟିବାକୁ ଅନୁ ରୋଧ କରୁଛନ୍ତି, ତୁମ୍ଭେ ୟାଇପାର, କିନ୍ତୁ ମୁଁ ତୁମ୍ଭକୁ ଯାହା କହିଅଛି, ତୁମ୍ଭେ ତାହାହିଁ କରିବା ଉଚିତ୍।

Interlinear

Choose Theme