ଅନନ୍ତର ଇଶ୍ରାୟେଲର ଲୋକମାନେ ଶିଟୀମ ରେ ବାସ କଲେ। ସେତବେେଳେ ସମାନେେ ମାୟୋବର କନ୍ଯାମାନଙ୍କ ପ୍ରତି ବ୍ଯଭିଚାର ପାପରେ ମାତି ରହିଲେ।
Cross references
କୌଣସି ଲୋକକୁ ପଶୁ ସହିତ ୟୌନ ସଂପର୍କ ରଖିବାକୁ ଦବେ ନାହିଁ। ଯଦି ଏପରି କହେି କରେ, ତବେେ ତାକୁ ମୃତ୍ଯୁ ଦଣ୍ଡ ଦବେ।
ସାବଧାନ, ତୁମ୍ଭେ ଯେଉଁ ଦେଶ ରେ ବାସ କରିବ ସମାନଙ୍କେ ସହିତ କୌଣସି ଚୁକ୍ତି କରିବ ନାହିଁ। ଯଦି ତୁମ୍ଭେ ଏପରି କର,, ତବେେ ତୁମ୍ଭମାନେେ ସମାନଙ୍କେ ଦବଗେଣମାନଙ୍କର ଅନୁଚର ଦବେ। କିମ୍ବା ସମାନେେ ତୁମ୍ଭମାନଙ୍କୁ ନିମନ୍ତ୍ରଣ କଲେ ତୁମ୍ଭେ ସମାନଙ୍କେ ସହିତ ୟୋଗ ଦବେ। ତୁମ୍ଭେ ସମାନଙ୍କେର ବଳିଦାନ ଭକ୍ଷଣ କରିବ।
ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।
ଆଉ ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ସମସ୍ତ ସ୍ତ୍ରୀ ଲୋକମାନଙ୍କୁ ଜୀବିତ ରଖିଲ କାହିଁକି?
ଏହାକୁ ଦେଖ, ଏହି ସ୍ତ୍ରୀ ଲୋକମାନେ ବିଲିଯମର ପରାମର୍ଶ ରେ ପିୟୋରଠା ରେ ଇଶ୍ରାୟେଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆଗଇେ ନଇେଥିଲେ। ସେଥି ସକାେଶ ସଦାପ୍ରଭୁଙ୍କ ଲୋକମାନଙ୍କ ମଧିଅରେ ମହାମାରୀ ହେଲା।
ସମାନେେ ୟର୍ଦ୍ଦନ ପାଶର୍ବବର୍ତ୍ତୀ ବୈତୟିଶୀମାେତ ଠାରୁ ଆବଲେ ଶିଟୀମ ପର୍ୟ୍ଯନ୍ତ ମାୟୋବ ପଦା ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।
ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ସମସ୍ତ ଲୋକ ଆକାସିଆ ରେ ଛାଉଣୀ ସ୍ଥାପନ କଲେ। ଯିହାଶୂେୟ ଦକ୍ସ୍ଟଇଜଣ ଗକ୍ସ୍ଟଲ୍ଗଚରଙ୍କକ୍ସ୍ଟ ପଠାଇଲେ, କୌଣସି ଲୋକ ଏକଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନ ରେ ପଠାଇ ଥିଲେ। ଯିହାଶୂେୟ ଦକ୍ସ୍ଟଇ ଜଣଙ୍କକ୍ସ୍ଟ କହିଲେ, ୟାଅ ବିଶଷେତଃ ଯିରୀହାେ ନଗର ନିରୀକ୍ଷଣ କର।
ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଯିହାଶୂେୟ ଓ ଇଶ୍ରାୟେଲର ସମସ୍ତ ଲୋକମାନେ ଆକାସିଯା ସହର ପରିତ୍ଯାଗ କରି ୟର୍ଦ୍ଦନ ନଦୀ କୂଳକକ୍ସ୍ଟ ୟାତ୍ରା କଲେ। ସମାନେେ ନଦୀ ପାର ହାଇଯେିବା ପର୍ୟ୍ଯନ୍ତ ସହେି ନଦୀ କୂଳ ରେ ଛାଉଣୀ କଲେ।
ତା'ପରେ ଯୋଶିୟଯ ରାଜା ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ସଦୋମୀମାନଙ୍କ ଗୃହ ସବୁ ଭାଙ୍ଗି ପକାଇଲେ। ସ୍ତ୍ରୀଲୋକମାନେ ଏହି ଗୃହଗୁଡିକ ବ୍ଯବହାର କଲେ ଓ ଆଶରରେ ସମ୍ମାନ ପାଇଁ େଛାଟ ଛାଉଣୀର ପରଦା ନିର୍ମାଣ କଲେ ଏବଂ ସଗେୁଡିକୁ ମଧ୍ଯ ଭାଙ୍ଗି ଦିଆଗଲା।
ଏହାପରେ ପରମେଶ୍ବରଙ୍କ ଲୋକମାନେ ବାଲ୍-ପିୟୋର ସବୋ କଲେ। ସମାନେେ ଅନ୍ୟ ଦବେତାମାନଙ୍କଠାରେ ବଳି ଦିଆୟାଇଥିବା ପଶୁମାନଙ୍କର ମାଂସ ଭକ୍ଷଣ କଲେ।
ଏବଂ ମୁଁ ଦେଖିଲି, ମୂର୍ଖ ସ୍ତ୍ରୀ (ନାରୀ) ମୃତ୍ଯୁ ଅପେକ୍ଷା ତିକ୍ତ ଅଟେ। ସେ ଏକ ଶିକାରୀ ଜାଲ ପରି ଏବଂ ତା'ର ହୃଦଯ ଏକ ୟନ୍ତାପରି। ତା'ର ହସ୍ତଦ୍ବଯ ଶୃଙ୍ଖଳ ଅଟେ। ଯେ କହେି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରେ, ସେ ତାହାଠାରୁ ରକ୍ଷା ପାଇବ। ମାତ୍ର ପାପୀ ତାହାଦ୍ବାରା ଧରାୟିବ।
ସହେି ସମୟରେ ଆମ୍ଭେ ଇଶ୍ରାୟେଲକୁ ପାଇଲୁ, ସମାନେେ ମରୁଭୂମିରେ ସତଜେ ଦ୍ରାକ୍ଷାଲତା ସଦୃଶ ଥିଲେ। ସମାନେେ ଡିମିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସମାନେେ ଯେତବେେଳେ ବାଲ-ପିୟୋର ନିକଟକୁ ଆସିଲେ ସମାନେେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡିକୁ ଭକ୍ତି କଲେ। ତା'ପ ରେ ସମାନେେ ଭଲ ପାଉଥିବା ଜିନିଷଗୁଡିକ ଘୃଣ୍ଯ ହେଲା।
ହେ ଆମ୍ଭର ଲୋକମାନେ, ମାୟୋବର ରାଜା ବାଲାକ୍ କିପ୍ରକାର ମନ୍ଦ ଯୋଜନା କରିଥିଲେ, ସ୍ମରଣ କର। ଆଉ ବିଯୋରର ପୁତ୍ର ବିଲିଯମ୍ ତାଙ୍କୁ କି ଉତ୍ତର ଦଇେଥିଲେ, ତାକୁ ସ୍ମରଣ କର। ଶିଟୀମ୍ଠାରୁ ଗିଲ୍ଗଲ୍ ପର୍ୟ୍ଯନ୍ତ ଯାହାସବୁ ଘଟିୟାଇଛି, ତାକୁ ମଧ୍ଯ ମନେ ପକାଅ। ତାହା ହେଲେ ସଦାପ୍ରଭୁଙ୍କର ନ୍ଯାଯ କର୍ମ ବିଷଯ ରେ ତୁମ୍ଭମାନେେ ଜାଣି ପାରିବ।
ସମାନଙ୍କେ ଭିତରୁ ଯେପରି କେତକେ ୟୌନଗତ ପାପ କଲେ, ଆମ୍ଭେ ସଭେଳି କବେେ କରିବା ନାହିଁ। ସମାନେେ ପାପ କରିଥିବା ହତେୁରୁ ସମାନଙ୍କେ ଭିତରୁ 23,000 ଲୋକ ଗୋଟିଏ ଦିନ ରେ ମରିଗଲେ।
ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।