Home Bibles ଗଣନା ପୁସ୍ତକ 25:8 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 25:8 · ଓଡ଼ିଆ ବାଇବେଲ

ତା'ପରେ ସେ ତମ୍ବୁ ଭିତ ରେ ପ୍ରବେଶ କଲା ଏବଂ ସେ ଉଭୟ ପୁରୁଷ ଓ ସ୍ତ୍ରୀର ପଟେକୁ ବର୍ଚ୍ଛା ରେ ବିଦିର୍ଣ୍ଣ କଲା, ଫଳ ରେ ଇଶ୍ରାୟେଲ ମଧିଅରେ ମହାମାରୀ ବନ୍ଦ ହାଇେ ଗଲା।

Cross references

ଗଣନା ପୁସ୍ତକ 16:46

ତା'ପରେ ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ପିତ୍ତଳର ଅଙ୍ଗାରଧାନୀ ନଇେ ତହିଁ ମଧିଅରେ ୟଜ୍ଞବଦେୀରୁ ଅଗ୍ନି ଦିଅ। ଏଥି ରେ ଧୂପ ଦଇେ ଶୀଘ୍ର ମଣ୍ତଳୀ ନିକଟକୁ ୟାଇ ସମାନଙ୍କେ ନିମନ୍ତେ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ଅତି କୋରଧିତ ହାଇେଛନ୍ତି, ମହାମରୀ ବ୍ଯାପି ଗଲାଣି।

ଗଣନା ପୁସ୍ତକ 17:13

ଯେ କହେି ସଦାପ୍ରଭୁଙ୍କ ପବିତ୍ର ତମ୍ବୁ ନିକଟକୁ ଆସୁଛି, ସେ ମରୁଅଛି, ଏହା କ'ଣ ସତ୍ଯ ଆମ୍ଭେ ସମସ୍ତେ ପ୍ରାଣ ଛାଡି ବିନଷ୍ଟ ହବୋ?

ଗଣନା ପୁସ୍ତକ 25:5

ତେଣୁ ମାଶାେ ଇଶ୍ରାୟେଲର ନତେୃବର୍ଗମାନଙ୍କୁ କହିଲେ, ପ୍ରେତ୍ୟକକ ପରିବାର ବାଲପିୟୋର ସହିତ ଯୋଗ ଦଇେଥିବା ଲୋକମାନଙ୍କୁ ବାହାର କର ଓ ସମାନଙ୍କେୁ ହତ୍ଯା କର।

ଗଣନା ପୁସ୍ତକ 25:11

ପୀନହସ ଯାଜକ ହାରୋଣର ନାତି ଏବଂ ଇଲିଯାସରର ପୁତ୍ର ଇଶ୍ରାୟେଲର ଲୋକମାନଙ୍କ ଉପରେ କୋର୍ଧ ଦଖାଇବୋ ପାଇଁ ମାେତେ ଅଟକାଇଲେ। ମାେତେ କୋରଧିତ କରିବା ପାଇଁ ତୁମ୍ଭେ ଯାହା କରୁଥିଲ ପୀନହସ ସେଥି ରେ ବ୍ଯତିବ୍ଯସ୍ତ ହାଇଗେଲେ। ତେଣୁ ମୁଁ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ହତ୍ଯା କଲି ନାହିଁ।

ଯିହୋଶୂୟ 7:26

ଆଖନକକ୍ସ୍ଟ ପୋଡି଼ ସାରିବା ପରେ ତାହାକକ୍ସ୍ଟ ପଥର ରେ ପୋତି ଦେଲେ, ସହେି ପଥର ଗଦା ଆଜି ପର୍ୟ୍ଯନ୍ତ ସଠାେରେ ଅଛି। ଯେ ହତେକ୍ସ୍ଟ ସଦାପ୍ରଭୁ ଆଖନକକ୍ସ୍ଟ ସଠାେରେ ଏପରି ଦକ୍ସ୍ଟଃଖ ଦେଲେ, ସେଥିପାଇଁ ସହେି ସ୍ଥାନ ଆଜି ପର୍ୟ୍ଯନ୍ତ ଆଖୋର ଉପତ୍ୟକା ନାମ ରେ ପରିଚିତ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କ ଉପରକ୍ସ୍ଟ କୋର୍ଧରକ୍ସ୍ଟ ନିବୃତ୍ତ ହାଇେ ଶାନ୍ତ ହେଲେ।

ଦିତୀୟ ଶାମୁୟେଲ 21:14

ଏହାପରେ ସମାନେେ ଶାଉଲଙ୍କର ଓ ତାଙ୍କର ପକ୍ସ୍ଟତ୍ର ଯୋନାଥନର ଅସ୍ଥି ବିନ୍ଯାମୀନ ଦେଶସ୍ଥ ସେଲା ରେ ତାହାର ପିତା କୀଶର କବର ମଧିଅରେ ପୋତିଲେ। ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁପରେ ପରମେଶ୍ବର ପ୍ରାର୍ଥନା ଶକ୍ସ୍ଟଣି ଦେଶପ୍ରତି ପ୍ରସନ୍ନ ହେଲେ।

ଦିତୀୟ ଶାମୁୟେଲ 24:25

ପକ୍ସ୍ଟଣି ଦାଉଦ ସହେି ସ୍ଥାନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେୀ ନିର୍ମାଣ କରି ହାମବେଳି ଓ ମଙ୍ଗଳାର୍ଥ ବଳି ଓ ଶାନ୍ତି ନବୈେଦ୍ଯ ଉତ୍ସର୍ଗ କଲେ।

ପ୍ରଥମ ବଂଶାବଳୀ 21:22

ଦାଉଦ ଅରଣନ୍ଙ୍କୁ କହିଲେ, ତୁମ୍ଭର ଶସ୍ଯଦଳିବା ସ୍ଥାନକୁ ମାେତେ ବିକ୍ରୀ କର। ମୁଁ ତୁମ୍ଭକୁ ତାହାର ସମ୍ପୂର୍ଣ୍ଣ ମୂଲ୍ଯ ଦବେି। ତବେେ ମୁଁ ସଦାପ୍ରଭୁଙ୍କ ନିମନ୍ତେ ଏକ ୟଜ୍ଞବଦେୀ ନିର୍ମାଣ କରିବି। ଆଉ ତା'ପରେ ଏହି ମହାମାରୀ ଦୂର ହବେ।

ଗୀତସଂହିତା 106:29

ପରମେଶ୍ବର ସମାନଙ୍କେ ଉପରେ କୋର୍ଧ ପ୍ରକାଶ କଲେ। ତଣେୁ ସେ ସମାନଙ୍କେ ମଧ୍ୟରେ ମହାମାରୀ ପ୍ରଦର୍ଶନ ହେଲା।

Interlinear

Choose Theme