ଗଣନା ପୁସ୍ତକ 26:43 · ଓଡ଼ିଆ ବାଇବେଲ
ଶୂହମୀଯ ଗୋଷ୍ଠୀରୁ ଦାନ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା ହେଲେ 64,400
Cross references
ଗଣନା ପୁସ୍ତକ 1:38
ଦାନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
ଗଣନା ପୁସ୍ତକ 2:25
ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।