ରୁବନେ ଇଶ୍ରାୟେଲ ପ୍ରଥମ ପୁତ୍ର। ରୁବନରେ ପୁତ୍ରଗଣ ଓ ଗୋଷ୍ଠୀଗୁଡିକ ହେଲ, ହାନୋକରୁ ହାନୋକ ଗୋଷ୍ଠୀ ଓ ପଲ୍ଲୂଠାରୁ ପଲ୍ଲୂ ଗୋଷ୍ଠୀ ଥିଲେ।
Cross references
ଲୟୋ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବନ୍େ ଦେଲେ। ଲୟୋ ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, ସଦାପ୍ରଭୁ ମାରେ ଦୁଃଖ ଦେଖି ଅଛନ୍ତି। ମାରେ ସ୍ବାମୀ ମାେତେ ଭଲ ପାଇବେ।
ଇଶ୍ରାୟେଲ ଯେତବେେଳେ ସଠାେରେ ରହୁଥିଲେ, ରୁବନ୍େ ୟାଇ ଏବଂ ବିଲହା ସହିତ ଶଯନ କଲା। ୟିଏ ଇଶ୍ରାୟେଲର ଉପପତ୍ନୀ ଥିଲା। ଏହି ବିଷଯ ରେ ଇଶ୍ରାୟେଲ ଜାଣିବାକୁ ପାଇଲେ।
ସମାନଙ୍କେ ମଧିଅରେ ରୁବନ୍େ ଯାକୁବଙ୍କର ଜେଷ୍ଠ ପୁତ୍ର। ଶିମିୟୋନ, ଲବେୀ, ୟହୁଦା, ଇଷାଖର ଓ ସବୂଲୂନ ଏମାନେ ଲୟୋର ସନ୍ତାନ।
ମିଶର ଦେଶକୁ ଆଗତ ଇଶ୍ରାୟେଲ ବଂଶ ଅର୍ଥାତ ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ।
ହେ ଯାକୁବର ପୁତ୍ରଗଣ ଏକତ୍ର ହାଇେ ମାେ କଥା ଶୁଣ। ତୁମ୍ଭେ ତୁମ୍ଭର ପିତା, ଇଶ୍ରାୟେଲଙ୍କ କଥା ଶୁଣ।
ଏହି ସମସ୍ତ ଲୋକ ଇଶ୍ରାୟେଲ ବଂଶ ମଧିଅରେ ମୁଖ୍ଯ ଥିଲେ। ଇଶ୍ରାୟେଲଙ୍କର ଜେଷ୍ଠ ପୁତ୍ର ରୁବନରେ ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି ଏହିପରି ଚାରି ପୁତ୍ର ଥିଲେ।
ରୂବନ୍େ ବଂଶଧର ଇଶ୍ରାୟେଲଙ୍କର ପ୍ରଥମ ଜାତ ସମାନଙ୍କେର କୋଡିଏ ବର୍ଷ କିମ୍ବା ତଦୁର୍ଦ୍ଧ ବଯସ୍କ ଲୋକମାନଙ୍କର ନାମ ଓ ସଂଖ୍ଯାଅନୁସାରେ ସୈନ୍ଯବାହୀନି ରେ ୟୋଗ ଦବୋ ପାଇଁ ଯୋଗ୍ଯ ତାଲିକା ଭୁକ୍ତକରାଗଲା।
ରୁବନ୍େ ଇଶ୍ରାୟେଲଙ୍କର ପ୍ରଥମଜାତ ପୁତ୍ର ଥିଲେ। ସେଥିପାଇଁ ସେ ବିଶଷେ ଆଶୀର୍ବାଦ ପାଇବାର ଉଚିତ୍ ଥିଲା, କିନ୍ତୁ ସେ ନିଜ ପିତାଙ୍କର ସ୍ତ୍ରୀଙ୍କ ସହିତ ୟୌନ ସମ୍ପର୍କ ସ୍ଥାପନ କରିଥିଲେ। ତେଣୁ ଏହି ସମସ୍ତ ଆଶୀର୍ବାଦ ଯୋଷଫଙ୍କେ ପୁତ୍ରଙ୍କୁ ଦିଆଗଲା।
ରୁବନ୍ଙ୍କେ ପୁତ୍ରମାନେ ଥିଲେ : ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ।