Home Bibles ଗଣନା ପୁସ୍ତକ 26:50 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 26:50 · ଓଡ଼ିଆ ବାଇବେଲ

ନପ୍ତାଲି ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 45,400 ଥିଲା।

Cross references

ଗଣନା ପୁସ୍ତକ 1:42

ନପ୍ତାଲି ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।

ଗଣନା ପୁସ୍ତକ 1:43

ନପ୍ତାଲି ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 53,400

ଗଣନା ପୁସ୍ତକ 2:29

ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।

Interlinear

Choose Theme