Home Bibles ଗଣନା ପୁସ୍ତକ 26:54 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 26:54 · ଓଡ଼ିଆ ବାଇବେଲ

ଯାହାର ବଡ ଗୋଷ୍ଠୀ ତାକୁ ଅଧିକ ଭୂମି ଦବେ ଓ ଯାହାର େଛାଟ ଗୋଷ୍ଠୀ ତାକୁ ଅଳ୍ପ ଭୂମି ଦବେ। ପ୍ରେତ୍ୟକକ ଗୋଷ୍ଠୀକୁ ତା'ର ଆକାର ଅନୁସାରେ ଭୂମି ଦିଆୟିବା ଉଚିତ୍।

Cross references

ଗଣନା ପୁସ୍ତକ 32:3

ସମାନେେ କହିଲେ, ତୁମ୍ଭର ଏହି ସବେକମାନଙ୍କର ବହୁ ମଷେ ଓ ଗୋରୁଗାଈ ଅଛନ୍ତି। ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇଶ୍ରାୟେଲର ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମଷଗେୁଡିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ।

ଗଣନା ପୁସ୍ତକ 32:5

ଯଦି ଏହା ତୁମ୍ଭକୁ ଆନନ୍ଦ ଦିଏ, ତୁମ୍ଭର ସବେକଗଣକୁ ଏହି ଦେଶ ଦିଆଯାଉ, ଆମ୍ଭମାନଙ୍କୁ ୟର୍ଦ୍ଦନ ସପୋରିକୁ ନିଆ ନଯାଉ।

ଗଣନା ପୁସ୍ତକ 33:54

ଆଉ ତୁମ୍ଭମାନେେ ଗୁଳାବାଣ୍ଟ ଦ୍ବାରା ନିଜ ନିଜ ବଂଶାନୁସା ରେ ଦଶାଧେିକାର ବିଭାଗ କରି ନବେ। ଅଧିକଲୋକ ବିଶିଷ୍ଟ ବଂଶ ଅଧିକ ଭାଗ ଓ ଅଳ୍ପ ଲୋକ ବିଶିଷ୍ଟ ବଂଶ ଅଳ୍ପ ଅଂଶ ପାଇବ। ଗୁଳାଅନୁସାରେ ଯାହାର ବାଣ୍ଟ ଯେଉଁଠି ହବେ ସେ ତାକୁହିଁ ନବେ। ଏହିରୂପେ ତୁମ୍ଭମାନେେ ଆପଣା ପିତୃବଂଶାନୁସା ରେ ଅଧିକାର କରିବ।

ଗଣନା ପୁସ୍ତକ 35:8

ଇଶ୍ରାୟେଲ ବୃହତ ପରିବାରବର୍ଗ ଅଧିକ ନଗର ନବେେ। ଏବଂ ତୁମ୍ଭମାନେେ େଛାଟ ପରିବାରବର୍ଗଠାରୁ ଅଳ୍ପ ନବେ। ପ୍ରେତ୍ୟକକ ପରିବାରବର୍ଗ ସମାନଙ୍କେର ଅଂଶ ଅନୁସାରେ ଲବେୀୟମାନଙ୍କୁ କିଛି ନଗର ଦବେେ।

ଯିହୋଶୂୟ 17:14

ଯୋଷେଫ୍ ବଂଶଧର ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକକ୍ସ୍ଟ କବଳେ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦଲେ? ଯାହାକକ୍ସ୍ଟ ସଦାପ୍ରଭୁ ଲୋକମାନଙ୍କୁ ଦଇେଥିଲେ।

ଯିହୋଶୂୟ 19:9

ଶିମିୟୋନ ସନ୍ତାନଗଣର ଏହି ଅଧିକାର ୟିହକ୍ସ୍ଟଦା ସନ୍ତାନଗଣର ଏକ ଅଂଶ ଥିଲା। କାରଣ ୟିହକ୍ସ୍ଟଦା ସନ୍ତାନଗଣର ଅଂଶ ସମାନଙ୍କେ ପାଇଁ ଅତି ଅଧିକ ଥିଲା। ଏଥିପାଇଁଶିମିଯୋନ ସନ୍ତାନଗଣ ସମାନଙ୍କେର ଅଧିକାର ମଧିଅରେ ଅଧିକାର ପାଇଲେ।

Interlinear

Choose Theme