ଗଣନା ପୁସ୍ତକ 26:7 · ଓଡ଼ିଆ ବାଇବେଲ
ଏମାନେ ହେଲେ ରୁବନରେ ପରିବାରବର୍ଗ, ଗଣନା ପରେ ଏମାନଙ୍କର ସଂଖ୍ଯା ହେଲା 43 ,730
Cross references
ଆଦି ପୁସ୍ତକ 46:9
ରୂବନଙ୍କେର ପୁତ୍ରମାନେ ହେଲେ: ହନୋକ୍, ପଲ୍ଲୁ, ହିଷ୍ରୋନ୍ ଓ କର୍ମି।
ଗଣନା ପୁସ୍ତକ 1:21
ରୁବନେ ଗୋ୍ଟିର ପୁରୁଷ ଲୋକମାନଙ୍କ ମାଟେ ସଂଖ୍ଯା 46,500
ଗଣନା ପୁସ୍ତକ 2:11
ତାଙ୍କର ସୈନ୍ଯବାହିନୀର ସୀମର୍ଥ୍ଯ 46,500
ଗଣନା ପୁସ୍ତକ 26:1
ମହାମାରୀ ପରେ, ସଦାପ୍ରଭୁ ମାଶାେ ଓ ହାରୋଣର ପୁତ୍ର ଯାଜକ ଇଲିଯାସରକୁ କହିଲେ,
ଗଣନା ପୁସ୍ତକ 26:21
ଏହି ସକଳ ସନ୍ତାନଗଣ ହେଲେ ପରେସ ଗୋଷ୍ଠୀ:ହିଷ୍ରୋଣଠାରୁ ହିଷ୍ରୋଣୀଯ ଗୋଷ୍ଠୀ; ହାମୂଲଠାରୁ ହାମୂଲୀଯ ଗୋଷ୍ଠୀ।