Home Bibles ଗଣନା ପୁସ୍ତକ 27:13 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 27:13 · ଓଡ଼ିଆ ବାଇବେଲ

ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ଯ ତୁମ୍ଭେ ମଧ୍ଯ ତୁମ୍ଭ ପୁର୍ବପୁରୁଷଗଣ ନିକଟକୁ ୟିବ।

Cross references

ଆଦି ପୁସ୍ତକ 25:8

ଏହାପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ଯୁବରଣ କଲେ। ସେ ଅନକେ ବର୍ଷ ପର୍ୟ୍ଯନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।

ଆଦି ପୁସ୍ତକ 25:17

ଇଶ୍ମାଯଲରେ ଆଯୁ 137 ବର୍ଷ ବଞ୍ଚିଲେ। ଏହାପରେ ସେ ପ୍ରାଣ ତ୍ଯାଗ କଲେ। ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ।

ଗଣନା ପୁସ୍ତକ 20:24

ହାରୋଣର ଏହା ମୃତ୍ଯୁ ସମୟ ଓ ସେ ତା'ର ପୂର୍ବପୁରୁଷଙ୍କ ନିକଟକୁ ୟିବ। ମୁଁ ଇଶ୍ରାୟେଲର ଲୋକମାନଙ୍କୁ ଯେଉଁ ଦେଶ ଦଇେଅଛ, ସହେି ଦେଶ ରେ ସେ ପ୍ରବେଶ କରିବ ନାହିଁ। କାରଣ ତୁମ୍ଭେ ଉଭୟ ମିରୀବାଃ-ଜଳ ନିକଟରେ ମାେ ବିରୁଦ୍ଧ ରେ ବିଦ୍ରୋହ କଲ।

ଗଣନା ପୁସ୍ତକ 31:2

ଇଶ୍ରାୟେଲ ଲୋକମାନଙ୍କ ସକାେଶ ମିଦିଯନୀଯମାନଙ୍କ ଉପରେ ପ୍ରତି ଶାଧେ ନିଅ। ତା'ପରେ ତୁମ୍ଭମାନେ ମୃତ୍ଯୁ ବରଣ କରିବ।

ଗଣନା ପୁସ୍ତକ 33:38

ଏହାପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞା ରେ ହାରେ ପର୍ବତ ରେ ଆରୋହଣ କଲେ। ପୁଣି ଇଶ୍ରାୟେଲର ଲୋକମାନେ ମିଶରରୁ ବାହାର ହାଇେ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନ ରେ ସହେି ସ୍ଥାନ ରେ ମଲେ।

ଦିତୀୟ ବିବରଣ 10:6

ଏହାପରେ ଇଶ୍ରାୟେଲ ସନ୍ତାନଗଣ ବରେୋତ୍ ବନଯୋକନଠାରକ୍ସ୍ଟ ମାେଷେରୋତକୁ ୟାତ୍ରା କଲେ, ସେ ସ୍ଥାନ ରେ ହାରୋଣ ମଲେ ଓ ସହେି ସ୍ଥାନ ରେ ସେ କବର ପାଇଲେ। ପକ୍ସ୍ଟଣି ତାଙ୍କର ପକ୍ସ୍ଟତ୍ର ଇଲିଯାସର ତାଙ୍କ ପଦ ରେ ଯାଜକ କର୍ମ କଲା।

ଦିତୀୟ ବିବରଣ 31:14

ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ତୁମ୍ଭର ମୃତକ୍ସ୍ଟ୍ଯର ସମୟ ଆସିଗଲା। ଯିହାଶୂେୟଙ୍କକ୍ସ୍ଟ ଡାକ, ତୁମ୍ଭେ ଦକ୍ସ୍ଟ ହେଁ ସମାଗମ ତକ୍ସ୍ଟମ୍ବୁ ରେ ଠିଆ ହକ୍ସ୍ଟଅ। ଆମ୍ଭେ ତାହାକକ୍ସ୍ଟ ଆଜ୍ଞା ଦବୋ। ତହିଁରେ ମାଶାେ ଓ ୟିହୋଶୂଯ ୟାଇ ସମାଗମ ତମ୍ବୁ ରେ ଠିଆ ହେଲେ।

ଦିତୀୟ ବିବରଣ 31:16

ସେତବେେଳେ ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶଯନ କରିବ। ଏହାପରେ ଏହି ଲୋକମାନେ ଉଠିବେ। ପକ୍ସ୍ଟଣି ଯେଉଁ ଦେଶ ରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସହେି ସ୍ଥାନ ରେ ବିଦେଶୀଯ ଦବଗେଣର ଅନକ୍ସ୍ଟଗାମୀ ହାଇେ ବ୍ଯଭିଗ୍ଭର କରିବେ ଓ ଆମ୍ଭକକ୍ସ୍ଟ ତ୍ଯାଗ କରିବେ। ଆମ୍ଭେ ସମାନଙ୍କେ ସହିତ ଯେଉଁ ନିଯମ କରିଅଛକ୍ସ୍ଟ, ତାହା ଲଙ୍ଘନ କରିବେ।

ଦିତୀୟ ବିବରଣ 32:50

ତୁମ୍ଭର ଭାଇ ହାରୋଣ ଯେପରି ହାରେ ପର୍ବତ ଉପରେ ମରି ଆପଣା ଲୋକମାନଙ୍କ ନିକଟକକ୍ସ୍ଟ ଗଲା, ଠିକ୍ ସହେିପରି ତୁମ୍ଭେ ସଠାେରେ ପର୍ବତର ଶିର୍ଷ ଦେଶ ରେ ମୃତକ୍ସ୍ଟ୍ଯ ବରଣ କରିବ ଓ ତୁମ୍ଭେ ତୁମ୍ଭର ସ୍ବର୍ଗସ୍ଥ ଲୋକମାନଙ୍କ ନିକଟକକ୍ସ୍ଟ ଗ୍ଭଲିୟିବ।

Interlinear

Choose Theme