ଆଉ ଏକ ଷଣ୍ତ ନିମନ୍ତେ ଏକ ହିନର ଅର୍ଦ୍ଧକେ, ଏକ ମଷେ ନିମନ୍ତେ ଏକ ହିନର ତୃତୀଯାଂଶ ଓ ଏକ ମଷେବତ୍ସ ନିମନ୍ତେ ହିନର ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ପଯେ ନବୈେଦ୍ଯ ହବେ; ଏହା ବର୍ଷର ପ୍ରତିମାସର ଅମାବାସ୍ଯା ରେ ମାସିକ ହାମବେଳି ହବେ।
Cross references
ପ୍ରେତ୍ୟକକ ଥର ତୁମ୍ଭେ ଏକ ମଷେବତ୍ସ ହାମାେର୍ଥକ ବଳି ଓ ହିନର ଏକ ତରୁର୍ଥାଂଶ ଦ୍ରାକ୍ଷାରସର ପଯେ ନବୈେଦ୍ଯ ପ୍ରସ୍ତୁତ କରିବା ଉଚିତ୍।
ତବେେ ସହେି ଗୋବତ୍ସ ସହିତ ଅର୍ଦ୍ଧହିନ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଶସ୍ଯ ନବୈେଦ୍ଯ ଆଣିବା ଉଚିତ୍।
ପୁଣି ତହିଁର ଏକ ମଷେବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପଯେ ନବୈେଦ୍ଯ ଦବେ। ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ପଯେ ନବୈେଦ୍ଯରୂପେ ଦ୍ରାକ୍ଷାରସ ଢାଳିବ।
ପୁଣି ଗୋବତ୍ସର, ମଷେର ଓ ମଷେ ବତ୍ସମାନଙ୍କ ସଂଖ୍ଯା ଅନୁସାରେ ବିଧିମତେ ଭକ୍ଷ୍ଯ ଓ ପଯେ ନବୈେଦ୍ଯ ,
ଏହାପରେ ସମାନେେ ନିତ୍ଯ ହାମବେଳି, ଅମାବାସ୍ଯା ରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସ୍ବେଚ୍ଛାଦତ୍ତ ନବୈେଦ୍ଯ ଉତ୍ସର୍ଗକାରୀ ପ୍ରେତ୍ୟକକ ଲୋକର ଉପହାର ଉତ୍ସର୍ଗ କଲେ।
ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।
ଆଉ ସଦାପ୍ରଭୁ କହନ୍ତି, ଆମ୍ଭେ ମାଯାେବର ଉଚ୍ଚସ୍ଥଳୀ ରେ ବଳିଦାନକାରୀଙ୍କୁ ଓ ଆପଣା ଦବଗେଣ ଉଦ୍ଦେଶ୍ଯ ରେ ଧୂପଦାନକାରୀଙ୍କୁ ଲୋପ କରିବା।
ପୁଣି ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେଉଁ ହାମବେଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନ ରେ ନିଖୁଣ ଛଅ ଗୋଟି ମଷେଶାବକ ଓ ନିଖୁଣ ଏକ ମଷେ ହବେ।
ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ବର ରେ ବିଳାପ କର। ହେ ୟଜ୍ଞବଦେୀର ପରିଗ୍ଭଳକ ଗଣ, ତୁମ୍ଭମାନେେ ଚଟ ବସ୍ତ୍ର ପରିଧାନ କରି ରାତ୍ରିୟାପନ କର। କାରଣ ପରମେଶ୍ବରଙ୍କ ମନ୍ଦିର ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ମିଳିବ ନାହିଁ।