Home Bibles ଗଣନା ପୁସ୍ତକ 28:19 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 28:19 · ଓଡ଼ିଆ ବାଇବେଲ

ମାତ୍ର ସଦାପ୍ରଭୁଙ୍କୁ ଉପହାର ଓ ହାମବେଳି ରୂପେ ଦୁଇଟି ଷଣ୍ତ ଗୋଟିଏ ଅଣ୍ତିରା ମଷେ ଓ ସାତାଟେି ଏକ ବର୍ଷିଯ ମଷେଶାବକ ଉତ୍ସର୍ଗ କରିବା ଉଚିତ୍। ଏହିସବୁ ପଶୁଗୁଡିକ ଖୁଣ ନଥିବ।

Cross references

ଲେବୀୟ ପୁସ୍ତକ 1:3

ସେ ଯଦି ନିଜ ଗୋଠରୁ ଗାଈ ହାମବେଳି ରୂପେ ଉତ୍ସର୍ଗ କରେ, ତବେେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରୀ ହାଇେଥିବ ଓ ସେ ତାକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ବାରା ଗୃହୀତ ହବେ।

ଲେବୀୟ ପୁସ୍ତକ 22:20

ମାତ୍ର ଖୁଣଥିବା ପ୍ରଣୀକୁ ତୁମ୍ଭମାନେେ ଉତ୍ସର୍ଗ କରିବା ଉଚିତ୍ ନୁହଁ। କାରଣ ତାହା ନବୈେଦ୍ଯ ରୂପେ ଗ୍ରହଣୀଯ ନୁହେଁ।

ଗଣନା ପୁସ୍ତକ 28:31

ତୁମ୍ଭମାନେେ ପ୍ରତିଦିନର ହାମବେଳି, ତହିଁର ଭକ୍ଷ୍ଯ ନବୈେଦ୍ଯ ସମାନଙ୍କେର ସମସ୍ତ ଓ ତହିଁର ପଯେ ନବୈେଦ୍ଯ ଉତ୍ସର୍ଗ କରିବ। ଏହି ପଶୁଗୁଡିକ ନିଖୁଣ ହବୋ ଉଚିତ୍।

ଗଣନା ପୁସ୍ତକ 29:8

ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କୁ ସୁବାସିତ ଉପହାର ରୂପେ ଏକ ଷଣ୍ତ, ଏକ ଅଣ୍ତିରା ମଷେ ଓ ଏକବର୍ଷୀଯ ସାତଟି ମଷେଶାବକ ଉତ୍ସର୍ଗ କରିବ। ଏହି ପଶୁଗୁଡିକର କୌଣସି ଖୁଣ ନଥିବ।

ଦିତୀୟ ବିବରଣ 15:21

ଯଦି ସହେି ପଶକ୍ସ୍ଟଠା ରେ କୌଣସି ଖକ୍ସ୍ଟଣ ଥାଏ, ଯଥା ସେ ଯଦି େଛାଟା, କଣା କିମ୍ବା ସେ କୌଣସି ମନ୍ଦ ଖକ୍ସ୍ଟଣ ୟକ୍ସ୍ଟକ୍ତ ଥାଏ ତବେେ ତୁମ୍ଭେ ତାକକ୍ସ୍ଟ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ କରିପାରିବ ନାହିଁ।

ଦିତୀୟ ବିବରଣ 16:2

ତୁମ୍ଭେ ନିସ୍ତାର ପର୍ବୀଯ ନବୈେଦ୍ଯ ପାଇଁ ଗୋମଷୋଦି ପଲରକ୍ସ୍ଟ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ଦବେ, ଯେଉଁଠା ରେ ସେ ତାଙ୍କର ନାମ ସ୍ଥାପନ ପାଇଁ ପସନ୍ଦ କରିଛନ୍ତି।

ଦିତୀୟ ବଂଶାବଳୀ 35:12

ଏହାପରେ ସମାନେେ ବିଭିନ୍ନ ବଂଶକୁ ହାମବେଳି ଉପହାର ସ୍ବରୂପେ ଉତ୍ସର୍ଗ କରିବାକୁ ପଶୁଗୁଡ଼ିକୁ ଦେଲେ। ମାଶାଙ୍କେ ବ୍ଯବସ୍ଥା ନିଯମ ଯେ ପ୍ରକାର ଶିକ୍ଷା ଦଇେଥିଲା, ସେ ପ୍ରକା ରେ ହାମବେଳି ଉପହାରଗୁଡ଼ିକୁ ଉତ୍ସର୍ଗ କରିବା ନିମନ୍ତେ ଏହିପରି କରାଗଲା।

ଯିହିଜିକଲ 45:21

ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ତୁମ୍ଭମାନଙ୍କର ନିସ୍ତାର ପର୍ବ ହବେ। ସହେି ପର୍ବ ସାତଦିନ ଧରି ପାଳିତ ହବେ। ସେ ସମୟରେ ତୁମ୍ଭମାନଙ୍କୁ ତାଡ଼ୀଶୂନ୍ଯ ରୋଟୀ ଭୋଜନ କରିବ।

ମଲାଖୀ 1:13

ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।

ପିତରଙ୍କ ପ୍ରଥମ ପତ୍ 1:19

ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।

Interlinear

Choose Theme