Home Bibles ☰ Books ଗଣନା ପୁସ୍ତକ 28:26 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 28:26 · ଓଡ଼ିଆ ବାଇବେଲ

ପୁଣି ପ୍ରଥମ ଫଳର ଦିନ ରେ ଅର୍ଥାତ୍ ଯେତବେେଳେ ତୁମ୍ଭମାନେେ ସାପ୍ତାହିକୀ ପର୍ବ ରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ଯ ନବୈେଦ୍ଯ ଆଣିବ, ସେତବେେଳେ ତୁମ୍ଭମାନଙ୍କର ପବିତ୍ର ସଭା ହବୋ ଉଚିତ୍। ତୁମ୍ଭମାନେେ ସଦେିନ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।

Cross references

ଯାତ୍ରା ପୁସ୍ତକ 12:16

ଏହି ପର୍ବର ପ୍ରଥମ ଦିନ ଓ ଶଷେ ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହବେ। ତୁମ୍ଭମାନେେ ସହେି ଦିନ କିଛି କରିବା ଉଚିତ ନୁହେଁ। କବଳେ ତୁମ୍ଭମାନେେ ତୁମ୍ଭମାନଙ୍କର ଖାଦ୍ୟ ପ୍ରସ୍ତୁତ କରିବ।

ଯାତ୍ରା ପୁସ୍ତକ 23:16

ପ୍ରଥମ ଫସଲର ଫଳ ସଂଗ୍ରହ ଉତ୍ସବ ହେଉଛି ଦ୍ବିତୀୟ ଉତ୍ସବ। ତୁମ୍ଭମାନେେ ଏହାକୁ ଗ୍ରୀଷ୍ମ ସମୟର ଆରମ୍ଭ ରେ ପାଳନ କରିବ।

ଯାତ୍ରା ପୁସ୍ତକ 34:22

ତୁମ୍ଭମାନେେ ସପ୍ତାହର ପର୍ବ ପ୍ରଥମ ଗହମ କଟା ପର୍ବ ଓ ବର୍ଷର ଶଷେ ଭାଗ ରେ ଶସ୍ଯ ଅମଳର ପର୍ବ ପାଳନ କରିବା ଉଚିତ୍।

ଲେବୀୟ ପୁସ୍ତକ 23:8

ମାତ୍ର ତୁମ୍ଭମାନେେ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବଳିଦାନ ଉତ୍ସର୍ଗ କରିବା ଉଚିତ୍। ସପ୍ତମ ଦିନ ରେ ବିଶଷେ ସଭା ହବେ। ତୁମ୍ଭମାନେେ ସଦେିନ କୌଣସି ବ୍ଯବସାଯ କିମ୍ବା କୌଣସି ଚିରାଚରିତ କର୍ମ କରିବା ଉଚିତ୍ ନୁହେଁ।

ଲେବୀୟ ପୁସ୍ତକ 23:10

ତୁମ୍ଭେ ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦବେୁ ତୁମ୍ଭମାନେେ ସେ ଦେଶ ରେ ପ୍ରବେଶ କରିବ। ଯେତବେେଳେ ତୁମ୍ଭମାନେେ ଶସ୍ଯ କାଟିବ, ସେତବେେଳେ ପ୍ରଥମ କଟା ଶସ୍ଯରୁ ଏକବିଡା ଯାଜକ ନିକଟକୁ ଆଣିବ।

ଲେବୀୟ ପୁସ୍ତକ 23:15

ଅନନ୍ତର ସହେି ବିଶ୍ରାମବାର ପରଦିନଠାରୁ ଯେଉଁଦିନ ଦୋଳନୀଯ ନବୈେଦ୍ଯରୂପେ ବିଡା ଆଣିଲ ସହେିଦିନଠାରୁ ପୂର୍ଣ ସାତ ସପ୍ତାହ ଗଣନା କରିବ।

ଲେବୀୟ ପୁସ୍ତକ 23:16

ଏହିରୂପେ ତୁମ୍ଭେ ବିଶ୍ରାମଦିନ ପରେ ସପ୍ତମ ଦିନଠାରୁ, ପଚାଶ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନୂତନ ଶସ୍ଯ ନବୈେଦ୍ଯ ଉତ୍ସର୍ଗ କରିବା ଉଚିତ୍।

ଗଣନା ପୁସ୍ତକ 28:18

ପ୍ରଥମ ଦିନ ରେ ଏକ ପବିତ୍ର ସଭା ହବୋ ଉଚିତ୍। ସଦେିନ ତୁମ୍ଭେ ମାନେ କୌଣସି ପ୍ରକାର କାର୍ୟ୍ଯ କରବା ଉଚିତ୍ ନୁହଁ।

ଦିତୀୟ ବିବରଣ 16:9

ତୁମ୍ଭମାନେେ କ୍ଷେତ୍ରର ଶସ୍ଯ ଛଦନେ କରିବାର ସମଯାବଧି ସାତ ସଲ୍ଗାହ ଗଣନା କରିବାକୁ ଆରମ୍ଭ କରିବ।

ଦିତୀୟ ବିବରଣ 16:10

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଆଶୀର୍ବାଦ ଅନକ୍ସ୍ଟସା ରେ ତୁମ୍ଭେ ପ୍ରଚକ୍ସ୍ଟର ପରିମାଣ ରେ ଆପଣା ହସ୍ତର ସ୍ବେଛାଦତ ଉପହାର ଦଇେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସଲ୍ଗାହ ସମକ୍ସ୍ଟହର ଉତ୍ସବ ପାଳନ କରିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:1

ଯେତବେେଳେ ପେଣ୍ଟିକଷ୍ଟ ଦିନ ଆସିଲା ସମାନେେ ସମସ୍ତେ ଗୋଟିଏ ସ୍ଥାନ ରେ ଏକାଠି ଜମା ହାଇେଥିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:20

କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ଉଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ବାସୀମାନଙ୍କ ମଧ୍ଯରୁ ଉଥିତ ପ୍ରଥମ ଫଳ ସ୍ବରୂପ।

ଯାକୁବଙ୍କ ପତ୍ 1:18

ସତ୍ଯ ବାକ୍ଯ ଦ୍ବାରା ସେ ଆମ୍ଭକୁ ଜୀବନ ଦାନ ଦବୋ ନିମନ୍ତେ ସ୍ଥିର କଲେ। ତାହାଙ୍କ ସୃଷ୍ଟ ସମସ୍ତ ବସ୍ତୁ ମଧ୍ଯରୁ ଆମ୍ଭମାନଙ୍କୁ ସର୍ବାଧିକ ମହତ୍ବପୂର୍ଣ୍ଣ କରିବା ତାହାଙ୍କର ଇଚ୍ଛା ଥିଲା।

Interlinear

Choose Theme