ଆଉ ସପ୍ତମ ମାସର ପ୍ରଥମ ଦିନ ରେ, ତୁମ୍ଭମାନଙ୍କର ଗୋଟିଏ ପବିତ୍ରସଭା ହବୋ ଉଚିତ୍। ସହେି ଦିନ ରେ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ। ସହେି ଦିନଟି ତୁମ୍ଭମାନଙ୍କ ପାଇଁ ତୂରୀଧ୍ବନି କରିବାର ଦିନ।
Cross references
ପର୍ବର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ପବିତ୍ର ସଭା ହବେ। ସଦେିନ ତୁମ୍ଭମାନେେ କୌଣସି ବ୍ଯବସାଯ କର୍ମ କରିବ ନାହିଁ।
ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ,
ଇଶ୍ରାୟେଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ଯନି ଦ୍ବାରା ସ୍ମରଣାର୍ଥକ ପବିତ୍ର ସଭା ହବେ।
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
ଆଉ ଅଷ୍ଟମ ଦିନ ରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହବେ। ସହେିଦିନ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ।
ଏହିପରି, ଇଶ୍ରାୟେଲର ସମସ୍ତ ଲୋକ ନିଯମସିନ୍ଦୁକକୁ ନଇେଆସିଲେ। ସମାନେେ ଉଚ୍ଚସ୍ବର କଲେ, ସମାନେେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ଯ ଓ ତୂରୀ ବଜାଇଲେ, ଆହୁରି ମଧ୍ଯ ସମାନେେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ।
ସପ୍ତମ ମାସର ପ୍ରଥମ ଦିନ ରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ। ମାତ୍ର ସେ ସମୟରେ ସଦାପ୍ରଭୁଙ୍କ ମନ୍ଦିରର ମୂଳ ଭିତ୍ତି ଆରମ୍ଭ ହାଇେ ନଥିଲା।
ଏହାପରେ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ ଓ ମନ୍ଦିରର ସବେକମାନେ ଓ ସମଗ୍ର ଇଶ୍ରାୟେଲୀୟ ନିଜ ନିଜ ନଗର ରେ ବାସ କଲେ। ଏଣୁ ସପ୍ତମ ମାସ ରେ ସମସ୍ତ ଇଶ୍ରାୟେଲୀୟମାନେ ନିଜ ନିଜ ନଗର ରେ ଥିଲେ।
ସପ୍ତମ ମାସର ପ୍ରଥମ ଦିନ ରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖ ରେ ବ୍ଯବସ୍ଥାପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ।
ଅମାବାସ୍ଯା ଦିନରେ ମେଣ୍ଢା ଶିଙ୍ଗା ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।
ସଦେିନ ଗୋଟିଏ ବଡ଼ ମଷେର ଶିଙ୍କା ବାଜିବ। ଅଶୂର ଦେଶ ରେ ହଜି ୟାଇଥିବା ଲୋକ ଏବଂ ମିଶରକୁ ବିତାଡ଼ିତ ହାଇେଥିବା ଲୋକମାନେ ସଦେିନ ଆସିବେ। ୟିରୁଶାଲମର ପବିତ୍ର ପର୍ବତ ରେ ସମାନେେ ସଦାପ୍ରଭୁଙ୍କୁ ପ୍ରଣାମ କରିବା ପାଇଁ ଏକତ୍ରୀତ ହବେେ।
ସଦାପ୍ରଭୁ ତାଙ୍କ ସମ୍ମୁଖ ରେ ଉପସ୍ଥିତ ହବେେ। ବିଦ୍ଯୁତ ସଦୃଶ ତାଙ୍କର ଶର ୟିବ। ସଦାପ୍ରଭୁ ପରମେଶ୍ବର ତୂରୀ ବଜାଇବେ ଏବଂ ସେ ଦକ୍ଷିଣ ଆଡୁ ଝଡପରି ଅଗ୍ରସର ହବେେ।
ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।