ଗଣନା ପୁସ୍ତକ 29:20 · ଓଡ଼ିଆ ବାଇବେଲ
ଆଉ ଉତ୍ସବର ତୃତୀୟ ଦିନ ରେ ଏଗାରଟି ଷଣ୍ତ, ଦୁଇଟି ଅଣ୍ତିରା ମଷେ ଓ ଏକବର୍ଷୀଯ ଚଉଦଟି ମଷେଶାବକ ଉତ୍ସର୍ଗ କରାୟିବା ଉଚିତ୍। ଏହି ପଶୁଗୁଡିକର କୌଣସି ଖୁଣ ନଥିବା ଉଚିତ୍।
Cross references
ଗଣନା ପୁସ୍ତକ 29:17
ଆଉ ଦ୍ବିତୀୟ ଦିନ ରେ, ବାରଟି ଷଣ୍ତ, ଦୁଇଟି ଅଣ୍ତିରା ମଷେ ଓ ଏକବର୍ଷୀଯ ଚଉଦଟି ମଷେଶାବକ ଉତ୍ସର୍ଗ କରାୟିବା ଉଚିତ୍। ଏହି ପଶୁଗୁଡିକର କୌଣସି ଖୁଣ ନ ଥିବା ଉଚିତ୍।
ଯୋହନଲିଖିତ ସୁସମାଚାର 7:14
ପର୍ବ ପ୍ରାୟ ଅଧାଅଧି ଶଷେ ହାଇେ ଯାଇଥିଲା। ତା'ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦବୋ ରେ ଲାଗିଲେ।